ଲୁଧିଆନା ୱେଷ୍ଟଏଣ୍ଡ ମଲରେ ଅଗ୍ନିକାଣ୍ଡ
ଲୁଧିଆନା : ଲୁଧିଆନାର ୱେଷ୍ଟଏଣ୍ଡ ମଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ପ୍ରଥମ ମହଲାରେ ଥିବା ଡ୍ରେସ୍ ଶୋ’ରୁମରେ ଅଗ୍ନିକାଣ୍ଡ ଘଟିବାରୁ ସେହି ଅଞ୍ଚଳରେ ଆତଙ୍କ ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଛି । ଏପରି ଘଟଣା ବିଳମ୍ବିତ ରାତିରେ ଘଟିଛି । ଅଗ୍ନିକାଣ୍ଡ ହେବା ମାତ୍ରେ ସମ୍ପୂର୍ଣ୍ଣ ଅଞ୍ଚଳ ଧୂଆଁମୟ ହୋଇଯାଇଥିଲା । ସାଇରନ୍ ବାଜିବା ମାତ୍ରେ ତୁରନ୍ତ ସମସ୍ତେ ଜୀବନ ରକ୍ଷା କରିବା ପାଇଁ ଦୌଡିବାକୁ ଲାଗିଥିଲେ । କିନ୍ତୁ ସେହି ସମୟରେ ଅଧିକାଂଶ ଦୋକାନ ବନ୍ଦ […]
Read More Text.