ତମାଖୁ ମୁକ୍ତ ଅଭିଯାନ ର ଜିଲ୍ଲା ସ୍ତରୀୟ କର୍ମଶାଳା ଅନୁଷ୍ଠିତ
ବାରିପଦା: ସ୍ୱାସ୍ଥ୍ୟ ଉପରେ ତମାଖୁର କୁପ୍ରଭାବ ସମଗ୍ର ବିଶ୍ୱରେ ଏକ ଚିନ୍ତାର କାରଣ ହୋଇଛି। ଆଜି ଜିଲ୍ଲା ପୋଲିସ ମୁଖ୍ୟ କାର୍ଯ୍ୟାଳୟ ରେ ପୋଲିସ, ଅବକାରୀ, ଶିକ୍ଷା, ସ୍ବାସ୍ଥ୍ୟ ଏବଂ ଡ୍ରଗ ଇନ୍ସପେକ୍ଟର ମାନଙ୍କର ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜିଲ୍ଲା ଅତିରିକ୍ତ ଏସପି ଦୀପକ ଗୋଛୟତ ଓ ସବିତା ମାଝୀ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇ ଯାଇଛି। ଏହି କାର୍ଯ୍ୟକ୍ରମ ରେ ଜିଲ୍ଲା ଜନ ସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ସୁବାଷ ନାୟକ ତମାଖୁ ର କୁ ପ୍ରଭାବ […]
Read More Text.