ଜିଲ୍ଲାସ୍ତରୀୟ ସାର୍ବଜନୀନ ସ୍ବାସ୍ଥ୍ୟସେବା ଦିବସ-୨୦୨୫
ବାରିପଦା : ଆଜି ଜିଲ୍ଲା ସରକାରୀ ମହିଳା ସ୍ବାସ୍ଥ୍ୟକର୍ମୀ ତାଲିମ କେନ୍ଦ୍ରରେ ଥିବା ସମ୍ମିଳନୀ କକ୍ଷରେ ଜିଲ୍ଲା ଅଣସଂକ୍ରମକ ରୋଗର ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଜ୍ଞାନରଞ୍ଜନ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ସାର୍ବଜନୀନ ସ୍ବାସ୍ଥ୍ୟସେବା ଦିବସ-୨୦୨୫ ପାଳିତ ହୋଇଯାଇଛି। ଏହି ଅବସରରେ ଅନୁଷ୍ଠିତ ବୈଠକରେ ବାରିପଦା ଏ.ଏନ.ଏମ ତାଲିମ କେନ୍ଦ୍ରର ଭାରପ୍ରାପ୍ତ ଅଧ୍ୟକ୍ଷା ଭାରତୀ ଆରୁଖ, ଜିଲ୍ଲା ଜନ ସ୍ୱାସ୍ଥ୍ୟ ଯୋଗାଯୋଗ ଅଧିକାରୀ ଧନୁରାମ ମୁର୍ମୁ ,ତାଲିମ କେନ୍ଦ୍ରର ପ୍ରଶିକ୍ଷୀକା ଏବଂ ଏ ଏନ ଏମ ଛାତ୍ରୀ […]
Read More Text.