୧୪ରେ ଓଡିଶା ଆସିବେ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ
କଟକ : ଆସନ୍ତା ୧୪ ତାରିଖରେ ଓଡିଶା ଆସୁଛନ୍ତି ଭାରତର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ । ଓଡିଶା ହାଇକୋର୍ଟ ବାର ଆସୋସିଏସନ ପକ୍ଷରୁ ଆୟୋଜିତ ସାଧାରଣ ଲୋକଙ୍କ ପାଇଁ ନ୍ୟାୟ ସୁନିଶ୍ଚିତ, ମାମଲା ଖର୍ଚ୍ଚ ଏବଂ ବିଳମ୍ବ ହ୍ରାସ କରିବା ପାଇଁ ରଣନୀତି ଶୀର୍ଷକ ଆଲୋଚନା ଚକ୍ରରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ପ୍ରଧାନ ବିଚାରପତି । କଟକ ଶହୀଦ ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ଓଡିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ ଟଣ୍ଡନ ମୁଖ୍ୟ […]
Read More Text.