ଘାଟିରେ ଖସିଲା ଟ୍ରକ୍, ୨୨ ଶ୍ରମିକ ମୃତ
ଅରୁଣାଚଳ ପ୍ରଦେଶ: ଅରୁଣାଚଳ ପ୍ରଦେଶର ଅଞ୍ଜାଓ ଜିଲ୍ଲାରେ ଏକ ହୃଦୟ ବିଦାରକ ଦୁର୍ଘଟଣା ଘଟିଛି । ଶ୍ରମିକମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍ ବିପଜ୍ଜନକ ପାହାଡ଼ିଆ ରାସ୍ତାରୁ ଖସି ହଜାର ଫୁଟ ଗଭୀର ଖାଲରେ ପଡ଼ିଛି । ଏହି ଦୁର୍ଘଟଣାରେ ପ୍ରାୟ ୨୨ ଜଣ ଶ୍ରମିକଙ୍କର ମୃତ୍ୟୁ ଘଟିଥିବା ବେଳେ ଏପର୍ଯ୍ୟନ୍ତ କେବଳ ଜଣେ ଶ୍ରମିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି । ବୁଧବାର ଦିନ ହେଲଙ୍ଗ୍-ଚାଗଲାଘମ୍ ରାସ୍ତାର ମେଟେଙ୍ଗଲିଆଙ୍ଗ ନିକଟରେ ଏହି ଦୁର୍ଘଟଣା ଘଟିଛି । ସମସ୍ତ ଶ୍ରମିକ […]
Read More Text.