କଙ୍ଗାରୁ କୋର୍ଟ: ବୃଦ୍ଧଙ୍କୁ ଲଣ୍ଡା କରି ଚପଲ ପିନ୍ଧାଇଲେ ଗ୍ରାମବାସୀ
କଳାହାଣ୍ଡି : ବାଦଲି ଗାଁରେ କଙ୍ଗାରୁ କୋର୍ଟ । ବୃଦ୍ଧଙ୍କୁ ଲଣ୍ଡା କରି ଚପଲ ପିନ୍ଧାଇଲେ ଗ୍ରାମବାସୀ । କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ବାଦଲି ଗାଁରେ ଜଣେ ବୃଦ୍ଧ ଜଣେ ମହିଳାଙ୍କୁ ଦୁର୍ବ୍ୟବହାର ଅଭିଯୋଗରେ ଗାଁରେ କଙ୍ଗାରୁ କୋର୍ଟ ବସିଥିଲା । କଙ୍ଗାରୁ କୋର୍ଟରେ ନିଷ୍ପତ୍ତି କ୍ରମେ ବୃଦ୍ଧଙ୍କୁ ପ୍ରଥମେ ଲଣ୍ଡା କରାଯିବା ସହ ଚପଲ ମାଳ ପିନ୍ଧାଇ ଗାଁରେ ବୁଲେଇ ଥିଲେ l ଭିଡିଓ ଭାଇରାଲ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି ହୋଇଛି । […]
Read More Text.