ବଢ଼ିଲା ବିଧାୟକ ଓ ମନ୍ତ୍ରୀଙ୍କ ଦରମା
ଭୁବନେଶ୍ବର: ବଢ଼ିଲା ବିଧାୟକ ଓ ମନ୍ତ୍ରୀଙ୍କ ଦରମା । ବିଧାନସଭା ସଦସ୍ୟଙ୍କ ଦରମା, ଭତ୍ତା ଓ ପେନସନ ସଂଶୋଧନ ବିଲ୍ ଏବଂ ବାଚସ୍ପତି, ଉପ ବାଚସ୍ପତିଙ୍କ ଦରମା, ଭତ୍ତା ସଂଶୋଧନ ବିଲ୍ ଗୃହୀତ ହେଲା। ବିଧାୟକଙ୍କ ଦରମା ୧ ଲକ୍ଷ ୧୧ ହଜାରରୁ ୨ ଲକ୍ଷ ୭୮ ହଜାର ଟଙ୍କା ହେଲା । ସେହିପରି ମନ୍ତ୍ରୀଙ୍କ ଦରମା ଓ ଭତ୍ତା ୩ ଲକ୍ଷ ୮୦ ଟଙ୍କା ହେଲା । ଅଧିବେଶନ ସମୟରେ ବିଧାୟକଙ୍କ ଭତ୍ତା ୧୫ ଶହରୁ ୩୦୦୦କୁ […]
Read More Text.