IMG 20260122 WA0203

ଜିଲ୍ଲାସ୍ତରୀୟ ଜାତୀୟ କନ୍ୟା ସନ୍ତାନ ଦିବସ-୨୦୨୬ ପାଳିତ.

ବାରିପଦା: ଆଜି ବାରିପଦା ସ୍ଥିତ ଜିଲ୍ଲା ପରିଷଦ  ସମ୍ମିଳନୀ କକ୍ଷରେ ଜିଲ୍ଲା ସମାଜ କଲ୍ୟାଣ ବିଭାଗ ଓ ଜିଲ୍ଲା ପ୍ରଶାସନ  ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ ଜାତୀୟ କନ୍ୟା ସନ୍ତାନ ଦିବସ-୨୦୨୬ ପାଳିତ ହୋଇଯାଇଛି ଇ ଶୁଭ ଉଦଘାଟନ ଉତ୍ସବରେ ମୟୁରଭଞ୍ଜ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ  ଦୁଖବନ୍ଧୁ ନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଅନ୍ୟାନ୍ୟ ନିମନ୍ତ୍ରିତ ଅତିଥିଙ୍କ ସହ ପ୍ରଦୀପ ପ୍ରଜ୍ବଳନ ପୂର୍ବକ କାର୍ଯ୍ୟକ୍ରମକୁ ଶୁଭଦଘାଟନ କରିଥିଲେ.। ଏହି ଅବସରରେ ମୁଖ୍ୟ ଅତିଥି ଏହି ଦିବସ […]

Read More Text.
IMG 20260122 WA0206

ଜିଲ୍ଲା ପ୍ରଶାସନ ପକ୍ଷରୁ ଫେବୃଆରୀ ମାସ ଯୁଗ୍ମ ଜନ ଶୁଣାଣି ଶିବିର ସମ୍ପର୍କିତ କାର୍ଯ୍ୟସୂଚୀ

ବାରିପଦା : ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ତତ୍ତ୍ଵlଵଧାନରେ ଆଗାମୀ ୨୦୨୬ ଫେବୃଆରୀ ମାସରେ  ଅନୁଷ୍ଠିତ ହେବାକୁ ଥିବା ଯୁଗ୍ମ ଜନ ଶୁଣାଣି ଶିବିର ପାଇଁ ଜିଲ୍ଲା ପ୍ରଶାସନ ଦ୍ୱାରା ନିର୍ଦ୍ଧାରିତ ହୋଇଥିବା କାର୍ଯ୍ୟସୂଚୀ ଅନୁଯାୟୀ ଫେବୃଆରୀ ମାସର ପ୍ରଥମ ସୋମବାର  ତା ୦୨-୦୨-୨୦୨୬ ରିଖ   ସଦର ଉପଖଣ୍ଡ ବାରିପଦା ପାଇଁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ପୂର୍ବାହ୍ନ ୧୦ଘଟିକା ଠାରୁ  ଶୁଣାଣି ହେବ,ସେହିପରି ଫେବୃଆରୀ ମାସର ଦ୍ୱିତୀୟ ସୋମବାର ତା. ୦୯-୦୨-୨୦୨୬ରିଖ  ବାମନଘାଟି […]

Read More Text.
29orihot

ମୋଟର ଯାନ ସଂଶୋଧନ ଆଇନକୁ ଘରୋଇ ବସ ମାଲିକ ସଂଘର ବିରୋଧ

ଭୁବନେଶ୍ବର: ମୋଟର ଯାନ ସଂଶୋଧନ ଆଇନକୁ ଘରୋଇ ବସ ମାଲିକ ସଂଘର ବିରୋଧ। ଏନେଇ ଘରୋଇ ବସ ମାଲିକ ସଂଘର ସମ୍ପାଦକ ଦେବେଦ୍ର ସାହୁ ସୂଚନା ଦେଇଛନ୍ତି। ସେ କହିଛନ୍ତି ସଂଶୋଧିତ ଆଇନକୁ ଜିଜିଆ କର ସହ ସମାନ ବୋଲି ତୁଳନା କରିଛନ୍ତି।ଏହା ସହ ସାଧାରଣ ଚାଳଙ୍କଙ୍କ ଆର୍ଥିକ ମେରୁଦଣ୍ତ ଏହି ଆଇନ ଭାଙ୍ଗିଦେବ। ବସ ମାଲିକ ସଂଘ ବିରୋଧ କରୁଥିବା ମୋଟର ଯାନ ସଂଶୋଧନ ଆଇନ ଗୁଡିକ ହେଲା। ବର୍ଷରେ ୫ଥର ନିୟମ ଭାଙ୍ଗିଲେ ଲାଇସେନ୍ସ […]

Read More Text.
New project 30 2026 01 22 19 03 13 e1769095167730 300x203

ଭାରତ ସହ ପ୍ରତିରକ୍ଷା ଚୁକ୍ତିକୁ ୟୁରୋପୀୟ ସଂଘର ଅନୁମୋଦନ, ଆତଙ୍କବାଦ ବିରୋଧୀ ଲଢ଼େଇରେ ବି ମିଳିବ ସାହାଯ୍ୟ

ନୂଆଦିଲ୍ଲୀ: ୟୁରୋପୀୟ ସଂଘ (ଇୟୁ) ଭାରତ ସହ ନୂତନ ପ୍ରତିରକ୍ଷା ଚୁକ୍ତି (ସୁରକ୍ଷା ଓ ପ୍ରତିରକ୍ଷା ଚୁକ୍ତି)କୁ ଅନୁମୋଦନ କରିଛି। ଆସନ୍ତା ସପ୍ତାହରେ ନୂଆଦିଲ୍ଲୀରେ ହେବାକୁ ଥିବା ଭାରତ-ୟୁରୋପୀୟ ସଂଘ ଶିଖର ସମ୍ମିଳନୀରେ ଏହା ସ୍ୱାକ୍ଷରିତ ହେବ। ୟୁରୋପୀୟ ସଂଘର ବୈଦେଶିକ ନୀତି ମୁଖ୍ୟ କାଜା କଲାସ୍ ବୁଧବାର ୟୁରୋପୀୟ ସଂସଦରେ ଏହି ସୂଚନା ଦେଇଛନ୍ତି। ଏହି ସହଭାଗିତା ଏକ ବୃହତ୍ ରଣନୀତିକ ଏଜେଣ୍ଡାର ଅଂଶ ହେବ ବୋଲି ସେ କହିଛନ୍ତି। ଏହି ଏଜେଣ୍ଡାରେ ମୁକ୍ତ ବାଣିଜ୍ୟ […]

Read More Text.
Jammu kashmir

୨୦୦ ଫୁଟ ଖାଇକୁ ଖସିଲା ସେନା ଗାଡ଼ି, ୧୦ ଯବାନ ସହିଦ

ଜମ୍ମୁ କଶ୍ମୀର : ଜମ୍ମୁ କଶ୍ମୀର ଡୋଡା ଜିଲ୍ଲାରେ ବଡ଼ ଅଘଟଣ । ସେନା ବାହାନ ଖାଇରେ ଖସିପଡିବା ଯୋଗୁଁ ଅତିକମରେ ୧୦ ଜଣ ସୈନିକ ସହିଦ ହୋଇଛନ୍ତି । ଘଟଣାରେ ୭ ଜଣ ସୈନିକ ଆହତ ହୋଇଛନ୍ତି । ତେବେ ଏହି ଦୁର୍ଘଟଣାରେ ଭଦ୍ରବାହ-ଚମ୍ବା ଇଣ୍ଟରଷ୍ଟେଟ ରୋଡରେ ଖନ୍ନି ଟପ୍ ରେ ହୋଇଛି । ଖବର ମୁତାବକ, ଏକ ବୁଲେଟପ୍ରୁଫ ଆର୍ମି ଗାଡ଼ିରେ ଅତିକମରେ ୧୭ ଜଣ ଯବାନ ରହିଥିଲେ । ସେନା ଗାଡ଼ି ପର୍ବତରେ ଥିବା […]

Read More Text.
Baloda bazar

ଷ୍ଟିଲ ପ୍ଲାଣ୍ଟରେ ବିସ୍ଫୋରଣ, ୭ ଶ୍ରମିକ ମୃତ

ଛତିଶଗଡ଼: ଛତିଶଗଡ଼ ବଲୋଦା ବଜାରରେ ଥିବା ଏକ ଷ୍ଟିଲ ପ୍ଲାଣ୍ଟରେ ଅଘଟଣ । ପ୍ଲାଣ୍ଟର ଡିଏସି କୋଇଲା ଭାଟିରେ ହଠାତ୍ ବିସ୍ଫୋରଣ ହେବା ଯୋଗୁଁ ୭ ଜଣ ଶ୍ରମିକଙ୍କ ଜୀବନ ଚାଲିଯାଇଛି । ବିସ୍ଫୋରଣରେ କିଛି ଶ୍ରମିକ ଆହତ ମଧ୍ୟ ହୋଇଛନ୍ତି । ବିସ୍ଫୋରଣ ସମୟରେ ଶ୍ରମିକ ଆଖପାଖ ଅଞ୍ଚଳରେ ସଫେଇ କାମ କରୁଥିଲେ । ଏହି ସମୟରେ ଗରମ କୋଇଲା ଯୋଗୁଁ ଜଳିଯାଇଥିଲେ । ବିସ୍ଫୋରଣରେ ଅନେକ ଶ୍ରମିକ ଆହତ ହୋଇଛନ୍ତି । ଆହତଙ୍କୁ ସ୍ଥାନୀୟ ହପସିଟାଲରେ […]

Read More Text.
0938 Subhadra e1769068104468

୪.୫୭ ଲକ୍ଷ ହିତାଧିକାରୀ ପାଇଲେ ସୁଭଦ୍ରା ଟଙ୍କା

ଭୁବନେଶ୍ୱର: ଓଡ଼ିଶା ସରକାର ଗୁରୁବାର ଦିନ ସୁଭଦ୍ରା ଯୋଜନା ଅଧୀନରେ ୪,୫୭,୬୮୧ ଜଣ ମହିଳାଙ୍କୁ ସୁଭଦ୍ରା ଟଙ୍କା ପ୍ରଦାନ କରିଛନ୍ତି। ଭୁବନେଶ୍ୱରର ଓଡ଼ିଶା କୃଷି ଓ ପ୍ରଯୁକ୍ତିବିଦ୍ୟା ବିଶ୍ୱବିଦ୍ୟାଳୟ (ଓୟୁଏଟି) କ୍ୟାମ୍ପସରେ ଆୟୋଜିତ ଏକ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ସହାୟତା ରାଶି ପ୍ରଦାନ କରିଛନ୍ତି। ୩୧୫ କୋଟି ଟଙ୍କାରୁ ଅଧିକ ମୂଲ୍ୟର ପ୍ରତ୍ୟକ୍ଷ ଲାଭ ହସ୍ତାନ୍ତରରେ ନୂଆ ଭାବରେ ପଞ୍ଜୀକୃତ ହିତାଧିକାରୀଙ୍କ ସହିତ ପୂର୍ବରୁ ବାଦ ପଡ଼ିଥିବା ହିତାଧିକାରୀ ମାନେ ମଧ୍ୟ […]

Read More Text.
IMG 20260121 WA0283

ପିକଅପ ଉପରେ ଚଡ଼ିଗଲା ଟ୍ରକ; ୩ ଗୁରୁତର

ବାରିପଦା : ଆଜି ଅପରାହ୍ନ ସମୟରେ ବାରିପଦା ନିକଟସ୍ଥ କୁଳିଅଣା ଥାନା ଅନ୍ତର୍ଗତ ଦରକୁଳି ଛକ ନିକଟରେ ଏକ ମର୍ମତୁନ୍ଦ ଦୁର୍ଘଟଣା ଘଟିଅଛି l 18 ନମ୍ବର ଜାତୀୟ ରାଜପଥ ର ଦରକୁଳି ଛକ ନିକଟରେ  ପିକଅପ ଭ୍ୟାନ କୁ ଏକ ଶୋହଳ ଚକିଆ ଟ୍ରକ ପଛପଟୁ ଆସି ଜୋରରେ ଧକକା ଦେଇଥିଲା l ଫଳରେ ପିକଅପ ଭ୍ୟାନ ଟି ଭରସାମ୍ୟ ହରାଇ ରାଜପଥ ଉପରେ ସମ୍ମୁଖରେ ଛିଡା ହୋଇଥିବା ଏକ କାର କୁ ଧକକା ଦେଇଥିଲା […]

Read More Text.
IMG 20260121 WA0256

ତ୍ରିରଙ୍ଗା କ୍ଲବ ଦ୍ୱାରା ସମ୍ବର୍ଦ୍ଧିତ ହେଲେ ଶିକ୍ଷକ ସୋମନାଥ ସିଂହ 

ବାରିପଦା : ବାରିପଦା ମୁନିସିପାଲିଟି ଅନ୍ତର୍ଗତ ୧୫ ନଂ ୱାର୍ଡ ସ୍ଥିତ ତ୍ରିରଙ୍ଗା କ୍ଲବ ଆନୁକୂଲ୍ୟରେ ଆୟୋଜିତ ମକର ମହୋତ୍ସବର ଉଦଯାପନୀ ସନ୍ଧ୍ୟାରେ ଏହି ୱାର୍ଡରେ ସ୍ଥିତ ପୂର୍ଣ୍ଣଚନ୍ଦ୍ରପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସର୍ବାଙ୍ଗୀନ ବିକାଶ ଦିଗରେ ଉଲ୍ଲେଖନୀୟ ଅବଦାନ ପାଇଁ ପୂର୍ବତନ ପ୍ରଧାନ ଶିକ୍ଷକ ସୋମନାଥ ସିଂହଙ୍କୁ ଅତିଥିଙ୍କ ହାତରେ ସମ୍ବର୍ଦ୍ଧିତ କରାଯାଇଛି I ଶ୍ରୀ ସିଂହଙ୍କ ଉଦ୍ୟମରେ ବିଦ୍ୟାଳୟଟି ଜିଲ୍ଲା ତଥା ରାଜ୍ୟରେ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିବା ସହ ଏହାର ଛାତ୍ରଛାତ୍ରୀ […]

Read More Text.
IMG 20260121 WA0228

ତ୍ରିରଙ୍ଗା କ୍ଲବର ମକର ମହୋତ୍ସବ ଉଦଯାପିତ

ବାରିପଦା: ବାରିପଦା ମୁନିସିପାଲିଟି ଅନ୍ତର୍ଗତ ୱାର୍ଡ ନଂ ୧୫ ସ୍ଥିତ ପୂର୍ଣ୍ଣଚନ୍ଦ୍ରପୁର ଠାରେ ତ୍ରିରଙ୍ଗା କ୍ଲବର ବାର୍ଷିକ ଉତ୍ସବ ପାଳନ ଅବସରରେ ଆୟୋଜିତ ୬ ଦିନିଆ ମକର ମହୋତ୍ସବ – ୨୦୨୬ ର ଉଦଯାପନୀ ସନ୍ଧ୍ୟାରେ ଆକର୍ଷଣୀୟ ଝୁମର ନୃତ୍ୟ ଗୀତରେ ଝୁମିଲେ ଦର୍ଶକ I ପ୍ରାୟ ୫୦ କୃତୀ ପ୍ରତିଯୋଗୀ ପୁରସ୍କୃତ ହେଲେ I ଜାତୀୟ କନିଷ୍ଠ ବର୍ଗ କାରାଟେ ପ୍ରତିଯୋଗିତାରେ ସ୍ବର୍ଣ୍ଣ ପଦକ ହାସଲ କରିଥିବା ସ୍ଥାନୀୟ ଅଂଚଳର ଦୁଇ କୁନି ପ୍ରତିଭା ସୂର୍ଯ୍ୟକାନ୍ତ […]

Read More Text.