ବ୍ରିଟିଶ ଶାସନକୁ ଜବାବ ଦେଇଥିଲା ‘ବନ୍ଦେ ମାତରମ୍’ ସ୍ଲୋଗାନ : ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ : ସଂସଦରେ ଶୀତକାଳୀନ ଅଧିବେଶନରେ ବନ୍ଦେ ମାତରମ୍ ବିତର୍କ । ବନ୍ଦେ ମାତରମ୍ ୧୫୦ ବର୍ଷ ପୂରଣକୁ ନେଇ ଅଭିଭାଷଣ ରଖିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଅଭିଭାଷଣ ବେଳେ କଂଗ୍ରେସକୁ ପରୋକ୍ଷରେ ଟାର୍ଗେଟ୍ କଲେ ପିଏମ୍ । ପିଏମ୍ କହିଛନ୍ତି ଜରୁରୀ ପରିସ୍ଥିତି ବେଳେ ବନ୍ଦେ ମାତରମ ଶହେ ବର୍ଷ ପୂରଣ କରିଥିଲା । ସେହି ସମୟରେ ଗଣତନ୍ତ୍ର ବିପଦରେ ଥିଲା । ୧୮୭୫ରୁ ଆରମ୍ଭ, ଆଜି ଏହା ୧୫୦ ବର୍ଷ ପୂରଣ କରିଛି ବନ୍ଦେ […]
Read More Text.