ନନ୍ଦନକାନନକୁ ଆସିଲେ ବିଭିନ୍ନ ପ୍ରଜାତିର ୧୯ ଜୀବଜନ୍ତୁ
ବାରଙ୍ଗ: ନନ୍ଦନକାନନକୁ ଆସିଲେ ୪ ପ୍ରଜାତିର ୧୯ ଜୀବଜନ୍ତୁ । କେନ୍ଦ୍ରୀୟ ଚିଡ଼ିଆଖାନା କର୍ତ୍ତୃପକ୍ଷଙ୍କ ଅନୁମୋଦନ କ୍ରମେ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଓ ଗୁଜୁରାଟର ଡକ୍ଟର ଶ୍ୟାମାପ୍ରସାଦ ମୁଖାର୍ଜୀ ପ୍ରାଣୀ ଉଦ୍ୟାନ ମଧ୍ୟରେ ଜନ୍ତୁ ଅଦଳବଦଳ ହୋଇଛି । ଏହି ବିନିମୟରେ ନନ୍ଦନକାନନ ପ୍ରାଣୀଉଦ୍ୟାନକୁ ୫ଟି ପାଣି ଓଧ, ୨ଟି ଭାରତୀୟ ଧୂସର ଗଧିଆ, ୧୦ ଟି ପଥର କଇଁଛ ଏବଂ ୨ଟି ରୂପେଲି କୁକ୍କୁଟ ଆସିଛି । ସବୁ ଜୀବଜନ୍ତୁଙ୍କୁ ପ୍ରାୟ ଏକ ମାସ କ୍ୱରେଣ୍ଟାଇନରେ ରଖାଯିବ। […]
Read More Text.