ସ୍ପର୍ଶ କୁଷ୍ଠ ସଚେତନତା ଅଭିଯାନ ୨୦୨୬ ସଫଳ କାର୍ଯ୍ୟକାରିତା ପାଇଁ ଜିଲ୍ଲା ସମନ୍ୱୟ କମିଟି ବୈଠକ
ବାରିପଦା: ମୟୂରଭଞ୍ଜ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦୁଖବନ୍ଧୁ ନାୟକଙ୍କ ସଭାପତିତ୍ବରେ ସ୍ଥାନୀୟ ମହାତ୍ମାଗାନ୍ଧୀ ସମ୍ମିଳନୀ କକ୍ଷ ଠାରେ ସ୍ପର୍ଶ କୁଷ୍ଠ ସଚେତନତା ଅଭିଯାନ ୨୦୨୬ର ସଫଳ କାର୍ଯ୍ୟକାରିତା ପାଇଁ ଜିଲ୍ଲା ସମନ୍ୱୟ କମିଟି ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ମୁଖ୍ୟ ଅତିଥି ଭାବେ ଜ଼ିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଭାରତୀ ହାଁସଦା ଯୋଗ ଦେଇଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡା କିଶୋର […]
Read More Text.