ଯୁବକଙ୍କୁ ମାରି ଫିଙ୍ଗିଦେଲେ ମାଓବାଦୀ !
ଦଶପଲ୍ଲା: ନୟାଗଡ ଜିଲ୍ଲା ଦଶପଲ୍ଲା ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି। ପଙ୍କୁଆ-କଳସାଖମଣ ରାସ୍ତାର ଉଦୁଡ଼ା ଗାଁ ଠାରୁ ୨୦୦ମିଟର ଦୂରରେ କ୍ଷତାକ୍ତ ଅବସ୍ଥାରେ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତଦେହ ନିକଟରେ ଏକ ହ୍ୟାଣ୍ଡ ବ୍ୟାଗ୍ , ହେଲମେଟ ଓ ବାଇକ୍ ଥିବାବେଳେ ମୃତ ଯୁବକଙ୍କ ଡାହାଣ ଗୋଡ଼ରେ ଗଭୀର ଆଘାତ ଲାଗିଛି। ଯୁବକଙ୍କ ମୃତଦେହ ମୁହଁ ତଳକୁ କରି ପଡ଼ିରହିଛି । ଖବର ପାଇ ଦଶପଲ୍ଲା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ […]
Read More Text.