ବନକଲାଗି ନୀତି ଲାଗି ୫ ଘଣ୍ଟା ପାଇଁ ଶ୍ରୀମନ୍ଦିରରେ ବନ୍ଦ ରହିବ ସାଧାରଣ ଦର୍ଶନ
ପୁରୀ: ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି। ୫ ଘଣ୍ଟା ପାଇଁ ଶ୍ରୀମନ୍ଦିରରେ ବନ୍ଦ ରହିବ ସାଧାରଣ ଦର୍ଶନ। ଅପରାହ୍ନ ୫ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ଦର୍ଶନ। ବୁଧବାର ମାର୍ଗଶିର ଶୁକ୍ଳ ତ୍ରୟୋଦଶୀ ତିଥିରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୫ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଏହା […]
Read More Text.