ଆଜି ବିଶ୍ୱ ଭିନ୍ନକ୍ଷମ ଦିବସ, ବଞ୍ଚିବାର ରାହା ଖୋଜୁଛନ୍ତି ଦିବ୍ୟାଙ୍ଗ
ଆଗରପଡ଼ା:୧୯୯୨ ମସିହା ଠାରୁ ସାରା ବିଶ୍ୱରେ ଡିସେସ୍ୱର ମାସ ୩ତାରିଖକୁ ଭିନ୍ନକ୍ଷମ ଦିବସ ରୂପେ ପାଳନ କରାଯାଉଛି । ସରକାରୀ ତଥା ବେସରକାରୀ ଭାବେ ଏହି ଦିବସ ପାଳନ କରାଯାଇ ଭିନ୍ନକ୍ଷମ ମାନଙ୍କୁ ଆତ୍ମ ନିର୍ଭରଶୀଳ କରାଯାଇ ସମାଜର ମୁଖ୍ୟସ୍ରୋତ ରେ ସାମିଲ୍ କରିବା ପାଇଁ ପ୍ରୟାସ ଜାରୀ ରହିଛି । ଏହିପରି ସ୍ଥଳେ ବିଭିନ୍ନ ଆକଳନକୁ ନଜୀରକୁ ନେଲେ ଭିନ୍ନକ୍ଷମଙ୍କ ବିକାଶ କେବଳ କାଗଜ କଲମରେ ସୀମିତ ରହିଯାଇଛି । ବନ୍ତ ଓ ଆଗରପଡ଼ା ତଥା […]
Read More Text.