ପ୍ରବଳ ବର୍ଷା ନେଇ ସାରା ରାଜ୍ୟକୁ ୱାର୍ଣ୍ଣିଂ, ୧୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ
ଭୁବନେଶ୍ୱର : ମାଡ଼ି ଆସୁଛି ପଶ୍ଚିମାଝଡ଼ । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଉପରେ ପଶ୍ଚିମା ଝଡ଼ର ପ୍ରଭାବ ରହିବ। ଏପଟେ ଉତ୍ତର ଓଡ଼ିଶା ଓ ସଂଲଗ୍ନବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ବଙ୍ଗୋପସାଗରରେ ୨୪ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟିର ସମ୍ଭାବନା ଥିବା ପାଣିପାଗ ବିଜ୍ଞାନୀ ଆକଳନ କରିଛନ୍ତି । ଓଡ଼ିଶାରେ ୨ ଦିନ ପ୍ରବଳ ବର୍ଷିବ । ବର୍ଷା ପାଇଁ ସାରା ଓଡ଼ିଶାକୁ ୱାର୍ଣ୍ଣିଂ । ଭୀଷଣ ବର୍ଷା ପାଇଁ ମୟୂରଭଞ୍ଜ […]
Read More Text.