News20180124 140832

ବିଜେଡି ଛାଡ଼ିଲେଣି ୬ ସମିତି ସଭ୍ୟ

ଆଗରପଡ଼ା: ବନ୍ତ ବ୍ଲକ ଅଧ୍ୟକ୍ଷଙ୍କ ସମେତ ୫ ଜଣ ସମିତିସଭ୍ୟ ଏବଂ ବ୍ଲକ ଛାତ୍ର ସଭାପତି ବିଜୁ ଜନତା ଦଳରୁ ଇସ୍ତଫା ଦେବା ପରେ ସୋମବାର ଚାରିଗାଁ ପଂଚାୟତ ସମିତିସଭ୍ୟ ଧରଣୀଧର କର ବିଜେଡି ଜିଲ୍ଲା ସଭାପତିଙ୍କୁ ନିଜ ଇସ୍ତଫା ପତ୍ର ପଠାଇ ଥିବାର ଜଣାପଡ଼ିଛି । ତାଙ୍କୁ ଦଳରେ ଅଣଦେଖା ସହ ପଂଚାୟତରେ ବିକାଶ କାର୍ଯ୍ୟ ଠିକ ଭାବେ ହେଉ ନଥିବାର ଅଭିଯୋଗ କରି ସେ ପ୍ରାଥମିକ ଓ ସକ୍ରିୟ ସଭ୍ୟ ପଦରୁ ଇସ୍ତଫା ଦେଇଥିବା […]

Read More Text.
Attack

ପାକିସ୍ତାନ ଏଫସି ମୁଖ୍ୟାଳୟରେ ବିସ୍ଫୋରଣ, ୬ ସୈନିକ ନିହତ

ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶ ଅନ୍ତର୍ଗତ ନୋକୁଣ୍ଡି ଅଞ୍ଚଳରେ ଥିବା ଫ୍ରଣ୍ଟିଅର କର୍ପସ(ଏଫସି) ମୁଖ୍ୟାଳୟରେ ସୋମବାର ଆତ୍ମଘାତୀ ବିସ୍ଫୋରଣ ଯୋଗୁ ୬ ସୈନିକ ନିହତ ହୋଇଥିବା ସୂଚନା ମିଳିଛି। ବେଲୁଚିସ୍ତାନ ଲିବରେସନ ଫ୍ରଣ୍ଟର ସାଦଓ ଅପରେସନାଲ ବାଟାଲିଅନ ଦ୍ବାରା କରାଯାଇଥିବା ଏହି ଆକ୍ରମଣ ପାକ୍‌ ସେନାକୁ ବଡ଼ ଝଟ୍‌କା ଦେଇଛି। ଆକ୍ରମଣ ପରେ ସଶସ୍ତ୍ର ଆକ୍ରମଣକାରୀ ମୁଖ୍ୟାଳୟ ଭିତରେ ପ୍ରବେଶ କରିଥିଲେ। ଯାହାଫଳରେ ସେନା ସହିତ ସେମାନଙ୍କର ଗୁଳିବିନିମୟ ହୋଇଥିଲା। ସୋମବାର ସକାଳେ ଘଟିଥିବା ଏହି ବିସ୍ଫୋରଣ ଏତେ […]

Read More Text.
1721387982183

କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କୁ ଇଡି ନୋଟିସ

ନୂଆଦିଲ୍ଲୀ: କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କୁ କାରଣ ଦର୍ଶାଅ ନୋଟିସ ପ୍ରଦାନ କରିଛି ଇଡି । ପିନାରାଇଙ୍କ ସହ  ପୂର୍ବତନ ଅର୍ଥମନ୍ତ୍ରୀ ଥୋମାସ ଆଇଜାକ୍ ଏବଂ କେଆଇଆଇଏଫବି ସିଇଓ କେଏମ୍ ଆବ୍ରାହାମଙ୍କୁ ମଧ୍ୟ ନୋଟିସ ମିଳିଛି । କେରଳ ଭିତ୍ତିଭୂମି ନିବେଶ ପାଣ୍ଠି ବୋର୍ଡ (କେଆଇଆଇଏଫବି) ଦ୍ୱାରା ମସଲା ବଣ୍ଡ ପ୍ରସଙ୍ଗରେ ବିଦେଶୀ ମୁଦ୍ରା ପରିଚାଳନା ଆଇନ(ଏଫଇଏମଏ) ଉଲ୍ଲଂଘନ ଅଭିଯୋଗରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କୁ କାରଣ ଦର୍ଶାଅ ନୋଟିସ ପ୍ରଦାନ କରିଛି । ସୂଚନା […]

Read More Text.
The nia raids are not linked to the april 22 pahal 1749101774519

କାଶ୍ମୀରର ୮ ସ୍ଥାନରେ ଏନଆଇଏ ଚଢାଉ

ନୂଆଦିଲ୍ଲୀ: ନୂଆଦିଲ୍ଲୀ ଲାଲକିଲ୍ଲା ନିକଟରେ କାର ବିସ୍ଫୋରଣ ଘଟଣାରେ, ଜାତୀୟ ତଦନ୍ତ ସଂସ୍ଥା (ଏନଆଇଏ) ଆଜି କାଶ୍ମୀରର ପୁଲୱାମା, ଶୋପିଆନ ଏବଂ କୁଲଗାମ ଜିଲ୍ଲାର ଆଠଟି ସ୍ଥାନରେ ଚଢାଉ କରିଛି । ତଦନ୍ତ ଅଧିକାରୀମାନେ କହିଛନ୍ତି ଯେ ଏନଆଇଏ ରେ ସାମିଲ ତଦନ୍ତ ଦଳଗୁଡ଼ିକ ଶୋପିଆନ ସ୍ଥିତ ମୌଲବୀ ଇରଫାନ ଅହମଦ ୱାଗେଇଙ୍କ ବାସଭବନରେ ତଲାସ ଚଳାଇଛନ୍ତି । ସେ ଘଟଣାରେ ଧରାପଡ଼ିଥିବା ଆତଙ୍କି ମାନଙ୍କ ସହ ସମ୍ପୃକ୍ତ । ଅକ୍ଟୋବରରେ ତାଙ୍କୁ ଗିରଫ କରା ଯାଇଥିଲା […]

Read More Text.
Road accident

ଦୁର୍ଘଟଣାରେ ଚାଲିଗଲା ଗୋଟିଏ ପରିବାରର ୬ ଜୀବନ

ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ ରୋଡୱେଜ୍ ବସ୍ ପଛରୁ ଏକ ଟେମ୍ପୋ ଧକ୍କା ଦେବାରୁ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି । ମୃତ୍ୟୁ ହୋଇଥିବା ୬ ଜଣ ଗୋଟିଏ ପରିବାରର ସଦସ୍ୟ ବୋଲି ସ୍ପଷ୍ଟ କରିଛି ପୋଲିସ । ଏଥିସହ ଏହି ଦୁର୍ଘଟଣାରେ ଆହତ ହୋଇଥିବା ୫ ଜଣଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । କିନ୍ତୁ […]

Read More Text.
Cyclone senyar

ଦକ୍ଷିଣ-ପୂର୍ବ ଏସିଆରେ ତାଣ୍ଡବ ରଚିଛି ବାତ୍ୟା ସେନ୍ୟାର, ନେଲାଣି ୬ଶହ ଜୀବନ

ନୂଆଦିଲ୍ଲୀ: ୬ଶହ ଜୀବନ ନେଲାଣି ଭୟଙ୍କର ବାତ୍ୟା ସେନ୍ୟାର ।  ଓଡ଼ିଶା ଆସିଲାନି ସିନା ଦକ୍ଷିଣ-ପୂର୍ବ ଏସିଆରେ ଭୟଙ୍କର ବିଭୀଷିକା ରଚିଛି ସେନ୍ୟାର । ଇଣ୍ଡୋନେସିଆ, ଥାଇଲାଣ୍ଡ ଓ ମାଲେସିଆରେ ବାତ୍ୟା ପ୍ରଭାବରେ ହୋଇଥିବା ଭୟଙ୍କର ବନ୍ୟା ଓଭୂସ୍ଖଳନରେ ପ୍ରାୟ ୬ଶହ ଲୋକଙ୍କ ଜୀବନ ଯାଇଛି ।  ଇଣ୍ଡୋନେସିଆ ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ହୋଇଛି ।  ଭୂସ୍ଖଳନ ଯୋଗୁଁ ଅନେକ ଗାଁ ବିଚ୍ଛିନ୍ନ ହୋଇଯାଇଥିବା ବେଳେ, ମୃତ୍ୟୁ ସଂଖ୍ୟା ୪୪୨ରେ ପହଞ୍ଚିଛି । ପ୍ରାୟ ୪ଶହରୁ ଅଧିକ ଲୋକ […]

Read More Text.
Turkish drone e1764602785812 300x161

ଇତିହାସ ରଚିଲା କିଜିଲେଲ୍ମା ଡ୍ରୋନ୍, ବିଶ୍ୱର ପ୍ରଥମ ଦେଶ ଭାବେ ତୁର୍କୀକୁ ସଫଳତା

ନୂଆଦିଲ୍ଲୀ: ଇତିହାସ ରଚିଲା ତୁର୍କୀର କିଜିଲେଲ୍ମା ଡ୍ରୋନ ।  ତୁର୍କୀର ମାନବବିହୀନ ଯୁଦ୍ଧ ବିମାନ ବା ଡ୍ରୋନ୍ ‘କିଜିଲେଲ୍ମା’ (KIZILELMA) ଏକ ଐତିହାସିକ ସଫଳତା ହାସଲ କରିଛି ।  ଏହି ଡ୍ରୋନ୍ ଟି ଆକାଶ ମାର୍ଗରେ ଉଡୁଥିବା ଏକ ଦ୍ରୁତଗାମୀ ଟାର୍ଗେଟ୍ ବିମାନକୁ ମିସାଇଲ ମାଡ଼ କରି ଖସାଇ ଦେଇଛି ।  ବିଶ୍ୱରେ ପ୍ରଥମ ଥର ପାଇଁ କୌଣସି ଡ୍ରୋନ୍ ଆକାଶରୁ ଆକାଶକୁ (Air-to-Air) ଆକ୍ରମଣ କରି ଅନ୍ୟ ବିମାନକୁ ଧ୍ୱଂସ କରିବାରେ ସଫଳ ହୋଇଛି ।  ଏହି […]

Read More Text.
Gettyimages 2184585949 20250728110847600

ଭାରତୀୟଙ୍କ ସପକ୍ଷରେ ଏଲନ ମସ୍କ, ଆମେରିକା ସରକାରଙ୍କ ପଦକ୍ଷେପକୁ କଲେ ବିରୋଧ

ନୂଆଦିଲ୍ଲୀ: ଟେସଲା, ସ୍ପେସଏକ୍ସ ପ୍ରତିଷ୍ଠାତା ଏଲୋନ୍ ମସ୍କ ଏକ ଆମେରିକୀୟ ପୋଡକାଷ୍ଟ ରେ ଦେଇଥିବା ଉତ୍ତର ରୁ ଜଣା ପଡିଛି ଯେ ଭାରତୀୟଙ୍କ ଭିସା ବିରୁଦ୍ଧରେ ଆମେରିକା ସରକାରଙ୍କ ପଦକ୍ଷେପକୁ ସହ ସେ ସହମତ ନୁହନ୍ତି । ମସ୍କ କହିଛନ୍ତି ଯେ ଆମେରିକାକୁ ଆସିଥିବା ପ୍ରତିଭାଶାଳୀ ଭାରତୀୟଙ୍କଠାରୁ ଆମେରିକା ଅତ୍ୟନ୍ତ ଲାଭବାନ ହୋଇଛି, ଏହାସହ ସତର୍କ କରାଇ ଦେଇଛନ୍ତି ଯେ କିଛି ଆଉଟସୋର୍ସିଂ କମ୍ପାନୀ କମ୍ ମୂଲ୍ୟରେ ନିଯୁକ୍ତି ଦେବା ପାଇଁ ଏଚ-୧ବି  ଭିସା ସିଷ୍ଟମ୍‌କୁ ନିଜ ନିୟନ୍ତ୍ରଣକୁ […]

Read More Text.
G7d19qgbeaaaoba e1764602076151 300x139

ଆଜିଠୁ ସଂସଦର ଶୀତକାଳୀନ ଅଧିବେଶନ: ଆରମ୍ଭରୁ ଗୃହରେ ବିରୋଧୀଙ୍କ ନାରାବାଜି

ନୂଆଦିଲ୍ଲୀ: ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଛି । ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ଦିବ୍ୟଙ୍ଗତ ସାଂସଦଙ୍କ ଉର୍ଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କରିଛନ୍ତି ବାଚସ୍ପତି ଓମ୍‌ ବିର୍ଲା । ଦିବ୍ୟଙ୍ଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ପରେ ୧ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା । ଏହା ପରେ ଭାରତୀୟ ମହିଳା କ୍ରିକେଟ ଦଳ ବିଶ୍ୱ ବିଜୟୀ ହୋଇଥିବାରୁ ଶୁଭେଚ୍ଛା ଜଣାଇଲେ ବାଚସ୍ପତି । ଏଥିରେ ସହମତି ଜଣାଇଥିଲେ ଉପସ୍ଥିତ ସମସ୍ତ ସଦସ୍ୟ । ଏହାପରେ ପ୍ରଶ୍ନକାଳ […]

Read More Text.
Images

ବିଶ୍ବ ଏଡ୍‌ସ ଦିବସ: ରାଜ୍ୟରେ ବର୍ଷକୁ ଚିହ୍ନଟ ହେଉଛନ୍ତି ୩ ହଜାରରୁ ଊର୍ଦ୍ଧ୍ବ

ଭୁବନେଶ୍ୱର: ବର୍ଷକୁ ବର୍ଷ ରାଜ୍ୟରେ ଏଡ୍‌ସ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୫ ବର୍ଷର ତଥ୍ୟ ଅନୁସାରେ, ପ୍ରତିବର୍ଷ ତିନି ହଜାରରୁ ଅଧିକ ନୂଆ ରୋଗୀ ଚିହ୍ନଟ ହେଉଛନ୍ତି। ଏଡ୍‌ସ ନ ବ୍ୟାପିବା ପାଇଁ ରାଜ୍ୟ ସରକାର ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ହାତକୁ ନେଇଥିଲେ ବି ସ୍ଥିତିରେ ସୁଧାର ଆସୁନି। ଗଞ୍ଜାମ, ଖୋର୍ଦ୍ଧା, କଟକ ଓ ନବରଙ୍ଗପୁରରେ ଅଧିକ ଏଡ୍‌ସ ରୋଗୀ ଚିହ୍ନଟ ହେଉଛନ୍ତି। ରାଜ୍ୟରେ ଏବେ ଏଡ୍‌ସ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ […]

Read More Text.