ସୁରଟ ଡ. ଶ୍ୟାମାପ୍ରସାଦ ମୁଖାର୍ଜୀ ଚିଡ଼ିଆଖାନାରୁ ନନ୍ଦନକାନନକୁ ଆସିବେ ନୂଆ ଅତିଥି
ଭୁବନେଶ୍ବର: ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଆସିବେ ନୂଆ ଅତିଥି। ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଓ ଗୁଜରାଟର ସୁରଟସ୍ଥିତ ଡ. ଶ୍ୟାମାପ୍ରସାଦ ମୁଖାର୍ଜୀ ଚିଡ଼ିଆଖାନା ମଧ୍ୟରେ ଜୀବଜନ୍ତୁ ଅଦଳବଦଳ ହେବ। ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଉଭୟ ଚିଡ଼ିଆଖାନା କର୍ତ୍ତୃପକ୍ଷଙ୍କ ସହ କଥାବାର୍ତ୍ତା ସରିଛି। ଆବଶ୍ୟକ କାଗଜପତ୍ର କାମ ମଧ୍ୟ ସରିଥିବାବେଳେ କେନ୍ଦ୍ରୀୟ ଚିଡ଼ିଆଖାନା କର୍ତ୍ତୃପକ୍ଷ ମଧ୍ୟ ମଞ୍ଜୁର ଦେଇସାରିଛନ୍ତି। ନିଷ୍ପତ୍ତି ମୁତାବକ, ନନ୍ଦନକାନନରୁ ୫ ପ୍ରଜାତିର ୧୪ ଜୀବଜନ୍ତୁ ପଠାଯିବ। ସେଗୁଡ଼ିକ ମଧ୍ୟରେ ହଳେ ସାଧାରଣ (ନାଲି […]
Read More Text.