Paradeep ship

ପାରାଦୀପ ବନ୍ଦରରେ ଜାହାଜରେ ଲାଗିଲା ନିଆଁ

ପାରାଦୀପ: ଜାହାଜରେ ଲାଗିଲା ନିଆଁ ।  ପାରାଦୀପ ବନ୍ଦରରେ ଅଘଟଣ ।  ଲୋଡିଂ ବେଳେ ଜାହାଜରେ ଲାଗିଲା ନିଆଁ ।  ଇକୋ କୋଲୋନେଲ ଜାହାଜରେ ନିଆଁ ।  ନିଆଁ ଲାଗି ସାରା ଅଞ୍ଚଳ ଧୂଆଁମୟ ହୋଇଯାଇଥିଲା ।  ଗତକାଲି ବିଳମ୍ବିତ ରାତିରେ ଘଟିଥିଲା ଅଘଟଣ । ଜାହାଜରେ କୋଇଲା ବୋଝେଇ ସମୟରେ ନିଆଁ ଲାଗିଯାଇଥିଲା ।  ଚେନ୍ନାଇରାଧା ବର୍ଥରେ ଲୋଡିଂ ହେଉଥିଲା ଥର୍ମାଲ କୋଇଲା । ଜାହାଜକୁ CQ-2 ବର୍ଥକୁ ଅଣାଯାଇ କୋଇଲା କଢାଯିବା ପରେ ନିଆଁ ଲିଭାଯାଇଛି […]

Read More Text.
Jail

୩୩ ୱାରେଣ୍ଟଙ୍କୁ ପଳାତକ ଘୋଷଣା କଲା କଟକ ଜିଲ୍ଲା ପୋଲିସ

କଟକ: କଟକ ଜିଲ୍ଲାରେ ବର୍ଷ ବର୍ଷ ହେଲା ଫେରାର୍ ଥିବା ୩୩ ଜଣ ୱାରେଣ୍ଟ୍ ଆସାମୀଙ୍କୁ କଟକ ଜିଲ୍ଲା ପୋଲିସ ପଳାତକ ଘୋଷଣା କରିଛି । ସମ୍ପୃକ୍ତ ୩୩ ଜଣଙ୍କ ୱାରେଣ୍ଟ୍ ଆସାମୀଙ୍କ ସ୍ଥାୟୀ ଠିକଣାରେ ଥାନା ଅଧିକାରୀମାନେ ପହଞ୍ଚିଛନ୍ତି । ଜାମିନ ବିହୀନ ଗିରଫ ପରୱାନା ଜାରି ହୋଇଥିବା ଆସାମୀଙ୍କ ଗାଁରେ ଡେଙ୍ଗୁରା ବଜାଇ ଓ ମାଇକରେ ସତର୍କ କରାଇଛି ପୋଲିସ । ବିଏନଏସ୍ ଧାରା ୮୪ରେ ପୁଲିସ ନୋଟିସ୍ ଜାରି କରିଛି । ଜାରି […]

Read More Text.
78e7b619 9007 41d2 a6f8 9a81e830a7a5

ମହାପ୍ରଭୁ ଶ୍ରୀଜଗନ୍ନାଥ ହେଉଛନ୍ତି ଭାବ, ଭକ୍ତି ଓ ବିଶ୍ୱାସର ଦେବତା: ଲେଖକ ସାମ୍ମୁଖ୍ୟର ସାହିତ୍ୟ ଉତ୍ସବରେ ବିଶିଷ୍ଟ ଅତିଥିଙ୍କ ମତ

ଭୁବନେଶ୍ୱର: ଓଡ଼ିଶାର ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ‘ଲେଖକ ସାମ୍ମୁଖ୍ୟ, ଓଡ଼ିଶା’ ଆନୁକୂଲ୍ୟରେ  ଶୁକ୍ରବାର  ଦିନ ପୁରୀ ୟୁଥ୍ ହଷ୍ଟେଲ ସଭାଗୃହରେ ଏକ ଭବ୍ୟ ସାହିତ୍ୟ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ତତ୍ତ୍ୱ ଓ ମହିମା ଉପରେ ବିଶଦ ଆଲୋଚନା କରାଯାଇଥିଲା। ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରାକ୍ତନ ପ୍ରଶାସନିକ ଅଧିକାରୀ ପଦ୍ମନାଭ ପଣ୍ଡା ମହାପ୍ରଭୁଙ୍କ ସ୍ୱରୂପ ସମ୍ପର୍କରେ ନିଜର ସାରଗର୍ଭକ ବକ୍ତବ୍ୟ ପ୍ରଦାନ କରିଥିଲେ। ଶ୍ରୀ ପଣ୍ଡା ବିଭିନ୍ନ ଉଦାହରଣ ମାଧ୍ୟମରେ […]

Read More Text.
Img 20251129 wa0197

ନାବାଳିକା ଦୁଷ୍କର୍ମ ମାମଲା: ଅଭିଯୁକ୍ତକୁ ଜୋରିମାନା ସହ ଆଜୀବନ କାରାଦଣ୍ଡ 

ବାରିପଦା :  ଆଜି ଏକ ଦୁଷ୍କର୍ମ ଅଭିଯୋଗ ସଂକ୍ରାନ୍ତ  ମାମଲାର ବିଚାର କରି ମାନ୍ୟବର ଆଡ଼ ହକ ଆଡିସନାଲ ଜିଲ୍ଲା ଓ ଦୌରାଜଜ ଫାଷ୍ଟଟ୍ରାକ ସ୍ପେଶାଲ କୋର୍ଟ ଅଣ୍ଡାର ପୋକ୍ସ ଆକ୍ଟ ସନ୍ତୋଷ କୁମାର ନାୟକ ଅଭିଯୁକ୍ତ ମୟୁରଭଞ୍ଜ ଜିଲ୍ଲା ବୈଶିଂଘା ଥାନା ଅନ୍ତର୍ଗତ  ଶିମିଳିଡାହି( ମାନଗୋବିନ୍ଦପୁର) ଗ୍ରାମର ବାକା ଏଲିଏସ ଉମେଶ୍ଵର ସିଂ  (25) କୁ  ଦଫା  376(3) ଆଇପିସି   ଅନୁଯାୟୀ ଆଜୀବନ   ସଶ୍ରମ କାରାଦଣ୍ଡ ସମେତ ପଚାଶ ହଜାର ଟଙ୍କା ଜୋରିମାନା ଅନାଦେୟ ଅଧିକ […]

Read More Text.
Img 20251129 wa0207

ଜାତୀୟ ମହିଳା ଆୟୋଗ ସଦସ୍ୟା ଡା. ଅର୍ଚନା ମଜୁମଦାରଙ୍କ ମୟୁରଭଞ୍ଜ ଗସ୍ତ

ବାରିପଦା: ଗତ ୨୭ ତାରିଖରେ ମାନ୍ୟବର ସଦସ୍ୟ ଜାତୀୟ ମହିଳା ଆୟୋଗ ଡା. ଅର୍ଚନା ମଜୁମଦାର ଗସ୍ତ କରି ବିଭାଗୀୟ ଅଧିକାରୀଙ୍କ ସହ ମହିଳା ମାନଙ୍କ ନିମନ୍ତେ ଥିବା ବିଭିନ୍ନ ସରକାରୀ ଯୋଜନା ଓ ମୟୁରଭଞ୍ଜ ଜିଲ୍ଲା ଥିବା ମହିଳାଙ୍କ ସମସ୍ୟା ବିଷୟରେ ଆଲୋଚନା କରିଥିଲେ ଓ ତା ୨୮-୧୧-୨୦୨୫ରିଖ ଦିନ ମାନ୍ୟବର ସଦସ୍ୟ ଡଓ. ଅର୍ଚନା ମଜୁମ୍ଦାର ସାମାଖୁଣ୍ଟା ବ୍ଲକର ରଙ୍ଗାମାଟିଆ ଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ମହିଳାଙ୍କ ଏକ ସଭାରେ ଭାଗନେଇ […]

Read More Text.
Img 20251129 wa0203

ବିଶ୍ଵବିଦ୍ୟାଳୟ ସ୍ନାତକୋତ୍ତର ଓଡ଼ିଆ ବିଭାଗର ପଞ୍ଚଦିବସୀୟ ଶିକ୍ଷକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ

ବାରିପଦା: ମହାରାଜା ଶ୍ରୀ ରାମଚନ୍ଦ୍ର ଭଞ୍ଜଦେଓ ବିଶ୍ଵବିଦ୍ୟାଳୟ ସ୍ନାତକୋତ୍ତର ଓଡ଼ିଆ ଦ୍ଵାରା ପିଏମ୍ ଉଷା ଆନୁକୁଲ୍ୟରେ ‘ଓଡ଼ିଆ ଭାଷା ଓ ସାହିତ୍ୟ ଗବେଷଣା ପଦ୍ଧତିର ପ୍ରୟୋଗବିଧି’ ବିଷୟରେ ଆୟୋଜିତ ପଞ୍ଚଦିବସୀୟ ଶିକ୍ଷକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି। କୁଳପତି ପ୍ରଫେସର ପ୍ରମୋଦ କୁମାର ଶତପଥୀଙ୍କ ପୌରହିତ୍ୟରେ ଅନୁଷ୍ଠିତ ଏହି ଉଦଯାପନୀ ସଭାରେ ସାହିତ୍ୟିକା ତଥା ଗବେଷିକା ପଦ୍ମଶ୍ରୀ ଦମୟନ୍ତୀ ବେଶ୍ରା ମୁଖ୍ୟ ଅତିଥି ରୂପେ ଯୋଗଦାନ କରି ସ୍ଥାନୀୟ ମହନୀୟତାକୁ କିପରି ଗବେଷଣା ମାଧ୍ୟମରେ ବିଶ୍ଵଦରବାରରେ ପହଞ୍ଚାଯାଇ […]

Read More Text.
Img 20251129 wa0205

ଅଭିନେତା ହେବାର ସ୍ବପ୍ନ ଦେଖିଛନ୍ତି ଶିଶୁ କଳାକାର ଆୟୁଷ 

ବାରିପଦା : ଓଡିଶା ସରକାରଙ୍କ ଭାଷା ଓ ସଂସ୍କୃତି ବିଭାଗ, ଓଡିଶା ସଙ୍ଗୀତ ନାଟକ ଏକାଡେମୀ ଓ ନାଟ୍ୟସଙ୍ଘର ମିଳିତ ଆନୁକୂଲ୍ୟରେ ତଥା ବାରିପଦା କଳାକାର ପରିବାରର ସହଯୋଗରେ ବାରିପଦାରେ ଏକ ୧୫ ଦିନିଆ ନାଟ୍ୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି I ବିଶିଷ୍ଟ ନାଟ୍ୟ ନିର୍ଦ୍ଦେଶକ ଓ ଅଭିନେତା ଧୀର ବସାଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଥିବା ଏହି କର୍ମଶାଳାରେ ତାଲିମ ନେଇଥିବା ୨୦ ଜଣ ଯୁବକ ଯୁବତୀଙ୍କୁ ନେଇ ଏକ ନାଟକ ସହିଦ ଭବନରେ ମଞ୍ଚସ୍ଥ ହୋଇଥିଲା […]

Read More Text.
Img 20251129 wa0198

ସିପିଆଇର ମୟୁରଭଞ୍ଜ ଜିଲ୍ଲା ପରିଷଦ ବୈଠକ, ୧୮ ଡିସେମ୍ବର ବାଲେଶ୍ଵରରେ ଶତବାର୍ଷିକୀ ସମାରୋହ ପାଇଁ ପ୍ରସ୍ତୁତି

ବାରିପଦା: ଆଜି ଭାରତୀୟ କମ୍ୟୁନିଷ୍ଟ ପାର୍ଟିର ମୟୁରଭଞ୍ଜ ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ ହୋଇ ସମସ୍ତ ଶାଖା, ଜୋନ, ଜିଲ୍ଲାରେ ପାର୍ଟିର ଶତବାର୍ଷିକୀ ପାଳନ ସହ ୧୮ ଡିସେମ୍ବର ବାଲେଶ୍ଵରଠାରେ ମୟୁରଭଞ୍ଜ, ଭଦ୍ରକ ଓ ବାଲେଶ୍ଵର ଜିଲ୍ଲାକୁ ନେଇ ଆଞ୍ଚଳିକ ସ୍ତରର ଶତବାର୍ଷିକୀ ସମାରୋହ ଅନୁଷ୍ଠିତ ହେଉଥିବା ରୁ ଏହାର ସଫଳତା ପାଇଁ ସ୍ଵତନ୍ତ୍ର ନିଷ୍ପତ୍ତି ହୋଇଅଛି। ଏହି ବୈଠକକୁ ସିପିଆଇ ର ନବନିର୍ବାଚିତ ରାଜ୍ୟ ସମ୍ପାଦକ ଡାକ୍ତର ପ୍ରଶାନ୍ତ କୁମାର ମିଶ୍ର ଉଦ୍ଘାଟନ କରି ଦେଶର […]

Read More Text.
Capture 25 1068x594

ଆତ୍ମସମର୍ପଣ କଲେ ୧୫ ମାଓବାଦୀ

ମୁମ୍ବାଇ: ଦିନକୁ ଦିନ ଭୁଶୁଡ଼ୁଛି ମାଓଗଡ଼। ମହାରାଷ୍ଟ୍ର ଗଡ଼ଚିରୋଲି ଜିଲ୍ଲାରେ ପୁଣି ଆତ୍ମସମର୍ପଣ କଲେ ଆଉ ୧୫ ମାଓବାଦୀ। ଆଇଏମ୍‌ଏମ୍‌ସି ପ୍ରବକ୍ତା ଅନନ୍ତ ଓରଫ ବିକାଶ ନାଗପୁର ସମେତ ୧୫ ହାର୍ଡକୋର୍ ମାଓବାଦୀ ଆତ୍ମ ସମର୍ପଣ କରିଛନ୍ତି। ସମସ୍ତଙ୍କ ମୁଣ୍ଡରେ ମୋଟ ୯୨ ଲକ୍ଷ ଟଙ୍କାର ପୁରସ୍କାର ରାଶି ଥିବା ବେଳେ ଅନନ୍ତ ନାଁରେ ୨୪ ଲକ୍ଷ ଟଙ୍କା ପୁରସ୍କାର ରାଶି ଘୋଷଣା ଥିଲା। ଏମାନଙ୍କଠାରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ମଧ୍ୟ ଜବତ କରାଯାଇଛି। ତେବେ ଗତ […]

Read More Text.
Whatsapp image 2025 11 29 at 9.12.43 am

ଶ୍ରୀରାମଙ୍କ ୭୭ ଫୁଟ ଉଚ୍ଚ କାଂସ୍ୟ ପ୍ରତିମୂର୍ତ୍ତି ଅନାବରଣ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦକ୍ଷିଣ ଗୋଆର କନାକୋନାସ୍ଥିତ ପର୍ତ୍ତଗାଲୀ ଗାଁରେ ଶ୍ରୀ ସଂସ୍ଥାନ ଗୋକର୍ଣ୍ଣ ପର୍ତ୍ତଗାଲୀ ଜୀବୋତ୍ତମ ମଠରେ ଭଗବାନ ଶ୍ରୀରାମଙ୍କ ୭୭ ଫୁଟ ଉଚ୍ଚ ବିଶ୍ବର ସବୁଠାରୁ ବଡ କାଂସ୍ୟ ପ୍ରତିମୂର୍ତ୍ତିର ଅନାବରଣ କରିଛନ୍ତି। ଏହି ପ୍ରତିମୂର୍ତ୍ତି ପ୍ରସିଦ୍ଧ ମୂର୍ତ୍ତିକାର ରାମ ସୂତାରଙ୍କ ଦ୍ବାରା ପ୍ରସ୍ତୁତ କରାଯାଇଛି। ସେ ଗୁଜରାତର ଷ୍ଟାଚ୍ୟୁ ଅଫ୍ ୟୁନିଟି ମଧ୍ୟ ପ୍ରସ୍ତୁତ କରିଥିଲେ। ପ୍ରତିମୂର୍ତ୍ତି ଅନାବରଣ ଅବସରରେ ଗୋଆ ରାଜ୍ୟପାଳ ଅଶୋକ ଗଜପତି ରାଜୁ, ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ, […]

Read More Text.