Mobile 2

୩୪୦ ଚୋରି ମୋବାଇଲ ଜବତ କଲା ବ୍ରହ୍ମପୁର ପୋଲିସ, ୪ ଗିରଫ

ବ୍ରହ୍ମପୁର :  ବିଭିନ୍ନ ସମୟରେ ବିଭିନ୍ନ ସ୍ଥାନରୁ ଚୋରୀ ହୋଇଥିବା ବିପୁଳ ପରିମାଣ ର ଚୋରୀ ମୋବାଇଲ ବ୍ରହ୍ମପୁର ବଡ ବଜାର ଥାନା ପୋଲିସ ଜବତ କରିବା ସହ ରାଜ୍ୟ ଓ ରାଜ୍ୟ ବାହାରର ୪ ଲୁଟେରା ଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି l କୌଣସି ସୂତ୍ରରୁ ଖବର ପାଇ ବଡ଼ ବଜ଼ାର ଥାନା ଶୁକ୍ରବାର ରାତିରେ ପୋଲିସ ଶ୍ରୀ କ୍ଷେତ୍ର ବିହାର ଠାରେ ଥିବା ଏକ ଘରୁ ପୋଲିସ ସୁଟକେଶ ଥିବା ୩୪୦ […]

Read More Text.
Screenshot 2025 11 29 125236 750x430

ରାଜ୍ୟରେ ଖୋଲିବ ଆଉ ୧୫ ପୋକ୍ସୋ ଅଦାଲତ: ଆଇନ ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଖୋଲିବ ଆଉ ୧୫ ପୋକ୍ସୋ ଅଦାଲତ। ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ବାଲେଶ୍ବର, ଭଦ୍ରକ, କଟକ, ବ୍ରହ୍ମପୁର, ଯାଜପୁର, କେନ୍ଦୁଝରରେ ଖୋଲିବାକୁ ଯୋଜନା କରାଯାଇଛି। ସେହିପରି ଭୁବନେଶ୍ୱର, ବାରିପଦା, ଫୁଲବାଣୀ, ପୁରୀ, ସମ୍ବଲପୁର, ସୁନ୍ଦରଗଡ଼ ମଧ୍ୟ ପୋକ୍ସୋ ଅଦାଲତ ଖୋଲିବା ନେଇ ସୂଚନା ରହିଛି। ଏହା ସହ ଦେବଗଡ଼, ମାଲକାନଗିରି, ସୋନପୁରରେ ସ୍ବତନ୍ତ୍ର ପୋକ୍ସୋ କୋଟ୍ ହେବ ବୋଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଘୋଷଣା କରିଛନ୍ତି ।

Read More Text.
Capital hospital

କ୍ୟାପିଟାଲ ହସ୍ପିଟାଲରୁ ସଫେଇ କର୍ମଚାରୀଙ୍କ ଝୁଲନ୍ତା ମୃତଦେହ ଜବତ

ଭୁବନେଶ୍ବର: କ୍ୟାପିଟାଲ ହସ୍ପିଟାଲରୁ ଶନିବାର ଏକ ଝୁଲନ୍ତା ମୃତଦେହ ଜବତ ହୋଇଛି। କ୍ୟାପିଟାଲ ହସ୍ପିଟାଲ ଫାଣ୍ଡି ପୁଲିସ ମୃତଦେହକୁ ଜବତ କରିଛି। ମୃତକ ଜଣ ଡାକ୍ତରଖାନାରେ ଜଣେ ସଫେଇ କର୍ମଚାରୀ ଭାବେ କାର୍ଯ୍ୟ କରୁଥିଲେ ବୋଲି ଜଣାପଡ଼ିଛି। ତାଙ୍କ ନାମ ପରମାନନ୍ଦ ନାୟକ। ଏକ ଗାମୁଛାରେ ତାଙ୍କ ମୃତଦେହ ଝୁଲୁଥିବା ଅବସ୍ଥାରେ ଶନିବାର ଦେଖିବାକୁ ମିଳିଥିଲା। ପରମାନନ୍ଦ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ପୁଲିସ ଘଟଣାର ତଦନ୍ତ ଚଳାଇଛି।

Read More Text.
Pm modi subhadra yojana

ନୂଆବର୍ଷରେ ନୂଆ ସୁଭଦ୍ରାଙ୍କୁ ମିଳିବ ଡବଲ୍‌ କିସ୍ତି

ଭୁବନେଶ୍ୱର: ସରଜମିନ ତଦନ୍ତ ପରେ ସୁଭଦ୍ରାରେ ୧୭ ଲକ୍ଷରୁ ଊର୍ଦ୍ଧ୍ବ ମହିଳା ଯୋଡ଼ି ହୋଇଛନ୍ତି । ଏ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗୃହରେ ତଥ୍ୟ ରଖିଛନ୍ତି । ୧୭ ଲକ୍ଷ ୮୩ ହଜାର ୨୫୧ ମହିଳା ସୁଭଦ୍ରାରେ ଯୋଡ଼ି ହୋଇଛନ୍ତି । ୭ ଲକ୍ଷ ୫୧ ହଜାର ୪୭୯ ଜଣ ସମସ୍ତ ୩ଟି କିସ୍ତି ପାଇଛନ୍ତି । ୧ କୋଟି ୩ ଲକ୍ଷ ୮୯ ହଜାର ୮୦୧ ମହିଳା ପ୍ରଥମ କିସ୍ତି ଟଙ୍କା ପାଇଛନ୍ତି। ୧ […]

Read More Text.
4455

କଷିଆ ମୁହାଣରୁ ଡ଼ଲଫିନର ମୃତଦେହ ଉଦ୍ଧାର

ବାସୁଦେବପୁର : ବାସୁଦେବପୁର କଷିଆ ସମୁଦ୍ର ମୁହାଣରୁ ବିରାଟକାୟ ଡଲଫିନ୍‌ର ମୃତଦେହ ଉଦ୍ଧାର ହୋଇଛି। ଡଲଫିନ୍‌ଟିର ଲମ୍ବ ୧୨ରୁ ୧୫ ଫୁଟ୍ ହୋଇଥିବା ଜଣାପଡିଛି। ଏବଂ ଏହାର ଓଜନ ୧ ଟନରୁ ଅଧିକ ହେବ। ମତ୍ସ୍ୟଜୀବୀମାନେ ଡଲଫିନଟିକୁ ସମୁଦ୍ରରେ ମୃତ ଅବସ୍ଥାରେ ଉଦ୍ଧାରକରି ମୁହାଣକୁ ଆଣିବା ପରେ ବନ ବିଭାଗ ଉଦ୍ଧାର କରିଛି।

Read More Text.
Bsf ig

ଆତ୍ମସମର୍ପଣ ନକଲେ ଏନ୍‌କାଉଣ୍ଟର: ବିଏସଏଫ ଆଇଜି

ଭୁବନେଶ୍ୱର  : ଓଡ଼ିଶାରେ ଏବେ ଛୋଟଛୋଟ ଗ୍ରୁପ ହୋଇ ବୁଲୁଛନ୍ତି ମାଓବାଦୀ । ଆନ୍ଧ୍ର ଓ ଛତିଶଗଡ଼ ପଟୁ ମଧ୍ୟ ଓଡ଼ିଶାକୁ ମାଓବାଦୀ ପଶି ଆସୁଛନ୍ତି । ଏମାନଙ୍କ ଉପରେ ନଜର ଥିବା କହିଛନ୍ତି ବିଏସଏଫ ଆଇଜି । କେକେବିଏନ ଅଞ୍ଚଳ ଉପରେ ବିଏସଏଫ ବିଶେଷ ନଜର ରଖିଛି । ମାଓବାଦୀଙ୍କୁ ବିଏସଏଫ ଆଇଜିଙ୍କ କଡ଼ା ଚେତାବନୀ ଦେଇଛନ୍ତି । ଆତ୍ମସମର୍ପଣ କର ନଚେତ୍ ଏନ୍‌କାଉଣ୍ଟର ହେବ । ହିଡିମ୍ବା ଭଳି ପ୍ରତି ମାଓ ନେତାଙ୍କ ଉପରେ ନଜର […]

Read More Text.
Paddy 2

ମଣ୍ଡିରେ ପଡ଼ିରହିଛି ଧାନ, ଚାଷୀ ଅସନ୍ତୁଷ୍ଟ

ସମ୍ବଲପୁର : ମଣ୍ଡିରୁ ଉଠୁନି ଧାନ । ଦାନା ବାନ୍ଧୁଛି ଚାଷୀ ଆନ୍ଦୋଳନ । ସମ୍ବଲପୁରରେ ପୂର୍ବ ନିର୍ଦ୍ଧାରିତ ସମୟ ଅନୁଯାୟୀ ମଣ୍ଡିକୁ ଉଠିପାରିଲାନି ଧାନ । ଯାହାକୁ ନେଇ ଚାଷୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି । ଆନ୍ଦୋଳନ ପାଇଁ ସଜବାଜ ହେଉଛନ୍ତି ଚାଷୀ । ଗତକାଲି ଧାନ ଚାଷୀମାନେ ଧାନ ନେଇ ବରେଇପାଲି ଓ ଅନ୍ୟମଣ୍ଡିଗୁଡ଼ିକରେ ପହଞ୍ଚିଥିଲେ । ଦୀର୍ଘ ସମୟ ଧରି ଯୋଗାଣ ଅଧିକାରୀ ଓ ମିଲର୍ସମାନଙ୍କୁ ନେଇ ବୈଠକ ବସିଥିଲା । […]

Read More Text.
Panchayatraj dept

ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି, ଜିଲ୍ଲା ପରିଷଦ ନିର୍ବାଚନ ପାଇଁ ୪୨ କୋଟିର ଅତିରିକ୍ତ ବଜେଟ ବ୍ୟବସ୍ଥା

ଭୁବନେଶ୍ବର : ବଢ଼ିଲା ପଞ୍ଚାୟତ ନିର୍ବାଚନ ଚର୍ଚ୍ଚା । ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି ଆରମ୍ଭ । ଜିଲ୍ଲା ପରିଷଦ ନିର୍ବାଚନ ପାଇଁ ଅତିରିକ୍ତ ବଜେଟରେ ୪୨ କୋଟିର ବ୍ୟବସ୍ଥା ହୋଇଛି । ଯଦିଓ ୨୦୨୭ ମସିହା ପ୍ରାରମ୍ଭରେ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି । ତଥାପି ଜିଲ୍ଲା ପରିଷଦ ନିର୍ବାଚନ ପ୍ରସ୍ତୁତି ପାଇଁ ଅତିରିକ୍ତ ବଜେଟରେ ସ୍ୱତନ୍ତ୍ର ଭାବେ ୪୨ କୋଟି ଟଙ୍କା ବରାଦ କରାଯାଇଛି । ସ୍ଥାନୀୟ ସ୍ୱାୟତ୍ତ ଶାସନ ନିର୍ବାଚନ ପାଇଁ ଦୀର୍ଘ […]

Read More Text.
Download

କୂଅରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ

ବଲାଙ୍ଗିର : କୂଅରୁ ଉଦ୍ଧାର ହୋଇଛି ଜଣେ ଯୁବକଙ୍କ ମୃତଦେହ । ହାତରେ ବନ୍ଧା ହୋଇଛି ଦଉଡ଼ି । ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ଥାନା ବୁରୋମାଳ ଗାଁର ଚାଷଜମିରେ ଥିବା କୂଅରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକ ହେଲେ ସୁରେନ୍ଦ୍ର ଭାଟି । ତାଙ୍କ ହାତରେ ଦଉଡ଼ି ଏକ ପଥର ବନ୍ଧା ହୋଇଛି । ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି ପରିବାର । ପୋଲିସ ମୃତଦେହକୁ ଜବତ କରି ତଦନ୍ତ କରୁଛି ।

Read More Text.
Screenshot 2025 11 29 125236 750x430

୪୧୪୫ ମନ୍ଦିରର ଅନୁଦାନ ରାଶି ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର: ଆଜି ବିଧାନସଭାରେ ଶୀତ ଅଧିବେଶନର ତୃତୀୟ ଦିବସ। ଏଥିରେ ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ଏକ ପ୍ରଶ୍ନର ଉତ୍ତର ରଖି ଆଇନ ମନ୍ତ୍ରୀ ପୃଥ୍ବୀରାଜ ପଟ୍ଟନାୟକ କହିଛନ୍ତି, ରାଜ୍ୟ ସରକାର ୪୧୪୫ ମନ୍ଦିରର ଆର୍ଥିକ ଅନୁଦାନ ବୃଦ୍ଧି କରିଛନ୍ତି। ପୂର୍ବାପେକ୍ଷା ଅଢ଼େଇ କୋଟି ଅଧିକ ଅନୁଦାନ ଯୋଗାଇ ଦେଇଛନ୍ତି ସରକାର। ପୂର୍ବରୁ ଏହା ୫ କୋଟି ଟଙ୍କା ଥିବା ବେଳେ ଏବେ ଏହାକୁ ସାଢ଼େ ୭ କୋଟି ଟଙ୍କାକୁ ବୃଦ୍ଧି କରାଯାଇଛି। ଅର୍ଥାତ୍ ଅଢ଼େଇ କୋଟି […]

Read More Text.