ପୁଣି ୧୦ ସ୍କୁଲକୁ ବୋମା ଧମକ, ଛୁଟି ଘୋଷଣା କଲେ ସ୍କୁଲ ପ୍ରଶାସନ
ଗୁଜରାଟ : ପୁଣି ସ୍କୁଲକୁ ବୋମା ଧମକ । ଗୁଜରାଟ ଅହମଦାବାଦର ୧୦ଟି ସ୍କୁଲକୁ ମିଳିଛି ବୋମା ଧମକ । ୧୦ଟି ସ୍କୁଲକୁ ଇମେଲ ମ୍ୟାଧ୍ୟମରେ ବୋମା ଧମକ ମିଳିଛି । ସ୍କୁଲ ଗୁଡ଼ିକୁ ବୋମାରେ ଉଡ଼ାଇଦେବାକୁ ‘ମୁନରୋ କ୍ୟୁକେଲ ‘ ନାମକ ଏକ ଇମେଲ ଆଇଡିରୁ ଧମକପୂର୍ଣ୍ଣ ମେଲ ଆସିଥିଲା । ମେଲ ସମ୍ପର୍କରେ ସୂଚନା ପାଇ ପୋଲିସକୁ ଜଣାଇଥିଲେ ସ୍କୁଲ ପ୍ରଶାସନ। ଏହାପରେ ଧମକ ମିଳିଥିବା ସମସ୍ତ ସ୍କୁଲରେ ଛୁଟି ଘୋଷଣା କରାଯାଇଥିଲା । ଘଟଣାସ୍ଥଳରେ […]
Read More Text.