IMG 20260803 WA0122

ରାଜ୍ୟସ୍ତରୀୟ ଖୋ-ଖୋ ପ୍ରତିଯୋଗିତା ପାଇଁ ମୟୁରଭଞ୍ଜ ଦଳ ଘୋଷିତ

ବାରିପଦା : ଓଡ଼ିଶା  ଖୋ ଖୋ ଏସୋସିଏସନ ଆନୁକୂଲ୍ୟରେ ପୁରୀ ଠାରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟସ୍ତରୀୟ ଖୋ ଖୋ ଚମ୍ପିୟାନସିପ ରେ ଅଂଶଗ୍ରହଣ କରିବା ପାଇଁ ମୟୁରଭଞ୍ଜର ଉଭୟ ପୁରୁଷ ଓ ମହିଳା ଘୋଷିତ ହୋଇଯାଇଛି I ମୟୁରଭଞ୍ଜ ଏଥଲେଟିକ ଏସୋସିଏସନ ଦ୍ୱାରା ମନୋନୀତ ମହିଳା ଦଳରେ ସୁମିତା ମହାନ୍ତ, ଶୁଭଶ୍ରୀ ମହାନ୍ତ, ସିନଗା ମୁର୍ମୁ, ଲକ୍ଷ୍ମୀ ସିଂ, ଶୁଭାଙ୍ଗୀଶ୍ରୀୟା ସିଂ, ମାଳତୀ ସୋରେନ, ମନୀଷା ମାଝି, ସଂଗୀତା ସିଂ, ରଇବାରୀ ମୁର୍ମୁ, ସୂର୍ଯ୍ୟମଣୀ ମୁର୍ମୁ, […]

Read More Text.
School

ଛାତ୍ରାବାସରେ ନବମ ଶ୍ରେଣୀର ୨୭ ଛାତ୍ରଙ୍କୁ ନିସ୍ତୁକ ମାଡ ମାରିଲେ ଜଣେ ଦଶମ ଛାତ୍ର

ରାୟଗଡା : ମଙ୍ଗଳ ବିଭାଗ ଦ୍ବାରା ପରିଚାଳିତ ହଷ୍ଟେଲରେ ବର୍ବରତା ହୋଇଛି ସୀମା ପାର ।  ରାତି ଅଧରେ ହଷ୍ଟେଲ୍‌ ପରିସରରେ ହୋଇଛି ପ୍ରଜାକୋର୍ଟ । ଏଭଳି ଘଟଣା ରାୟଗଡା ଜିଲ୍ଲା ରିଭଲକୋଣା ଏସଏସଡି ସରକାରୀ ଉଚ୍ଚ ବିଦ୍ୟାଳୟରେ ଘଟିଛି । ଶିକ୍ଷକଙ୍କୁ ନିର୍ଯ୍ୟାତନା ସଂକ୍ରାନ୍ତରେ ଅଭିଯୋଗ କରିବା ପରେ ଜଣେ 10ମ ଶ୍ରେଣୀର ଛାତ୍ର ନବମ ଶ୍ରେଣୀର 27 ଜଣ ଛାତ୍ରଙ୍କୁ ବାଡିରେ ନିସ୍ତୁକ ମାଡ ମାରିଛି । ଜଣେ ପରେ ଜଣେ ଛାତ୍ରକୁ  ନଡିଆ ବାହୁଙ୍ଗା […]

Read More Text.
Chandipura virus

ଗୁଜରାଟରେ ଚାନ୍ଦିପୁରା ଭାଇରସ୍ ଆତଙ୍କ, ୨୨ ଶିଶୁ ମୃତ

ଗୁଜରାଟ: ଗୁଜରାଟରେ ଚାନ୍ଦିପୁରା ଭାଇରସ୍ ଆତଙ୍କ ।  ଏହି ଆତଙ୍କ ଯୋଗୁଁ ୨୨ ଜଣ ଶିଶୁଙ୍କର ମୃତ୍ୟୁ ଘଟିଛି । ​ଗୁଜରାଟରେ ମାରାତ୍ମକ ଚାନ୍ଦିପୁରା ଭାଇରସର ଗମ୍ଭୀର ସ୍ୱାସ୍ଥ୍ୟ ସଙ୍କଟ ସୃଷ୍ଟି କରିଛି । ସାଧାରଣ ଜ୍ବର ଭଳି ଦେଖାଯାଉଥିବା ଏହି ରୋଗ କିଛିଦିନ ଭିତରେ ମସ୍ତିଷ୍କକୁ ଆକ୍ରାନ୍ତ କରି ଜୀବନପ୍ରତି ବିପଦ ସୃଷ୍ଟି କରୁଛି। ଗୁଜରାଟ ସ୍ୱାସ୍ଥ୍ୟମନ୍ତ୍ରୀ ପ୍ରଫୁଲ୍ଲ ପାନସେରିୟାଙ୍କ ସୂଚନା ଅନୁଯାୟୀ, ରାଜ୍ୟରେ ମୋଟ ୧୮୪ ଜଣ ରୋଗୀଙ୍କ ରକ୍ତ ପରୀକ୍ଷା କରାଯାଇଥିଲା। ସେଥିମଧ୍ୟରୁ ୩୫ […]

Read More Text.
Drone attack

ରୁଷ୍ ବେଳାଭୂମିରେ ଡ୍ରୋନ୍ ଆକ୍ରମଣ, ୭ ମୃତ

ରୁଷ: ରୁଷର ବ୍ଲାକ୍ ସିର ଉପକୂଳରେ ଥିବା ଲୋକପ୍ରିୟ ପର୍ଯ୍ୟଟନସ୍ଥଳ ଗେଲେଣ୍ଡଜିକ୍ ନିକଟସ୍ଥ ଏକ ବେଳାଭୂମିରେ ରବିବାର ଦିନ ଡ୍ରୋନ୍ ଆକ୍ରମଣ ହୋଇଛି । ଯେଉଁଥିରେ ଅତି କମରେ ୭ ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ୩ ଜଣ ପିଲା ଥିବା ଜଣାପଡିଛି । ଏଥିସହ ଏହି ଆକ୍ରମଣରେ ୪୦ ଜଣ ମଧ୍ୟ ଆହତ ହୋଇଛନ୍ତି । ଏହି ଆକ୍ରମଣ ପାଇଁ ରୁଷ ୟୁକ୍ରେନକୁ ଦାୟୀ କରିଛି । ସୂଚନାନୁଯାୟୀ, ଗେଲେଣ୍ଡଜିକ୍ ସହର ନିକଟସ୍ଥ ଆର୍ଖିପୋ-ଓସିପୋଭକା […]

Read More Text.
Chhuramada

ସ୍କୁଲରେ ପଶି ଶିକ୍ଷୟିତ୍ରୀଙ୍କୁ ନୃଶଂସ ହତ୍ୟା, ମୁଖାପିନ୍ଧା ଯୁବକ କଲା ୩୪ ଥର ଛୁରାମାଡ଼

ହରୟାଣା : ହରିୟାଣା ଫରିଦାବାଦରେ ସ୍କୁଲ ଶିକ୍ଷୟିତ୍ରୀଙ୍କୁ ମୁଖାପିନ୍ଧା ଯୁବକ ୩୪ ଥର ଛୁରାମାଡ଼ କରି ହତ୍ୟା କରିଛି । ସ୍କୁଲ ଭିତରେ ପଶି ଶିକ୍ଷୟିତ୍ରୀଙ୍କୁ ଛୁରୀ ଭୁସି ହତ୍ୟା ଘଟଣାରେ ପୋଲିସ ୨୧ ବର୍ଷୀୟ ଅଭିଯୁକ୍ତ ଅମିତକୁ ଗିରଫ କରିଛି । ଶିକ୍ଷୟିତ୍ରୀ ଜଣକ ଫିରୋଜପୁର ସିକରୋନା ସ୍ଥିତ ଏକ ଘରୋଇ ସ୍କୁଲରେ ଶିକ୍ଷୟିତ୍ରୀ ଭାବେ କାର୍ଯ୍ୟ କରୁଥିଲେ । ଖବର ମୁତାବକ, ହରିୟାଣାର ଫରିଦାବାଦ ଅନ୍ତର୍ଗତ ସିକ୍ରୋନା ଗାଁରେ ଥିବା ସରସ୍ବତୀ ସିନିୟର ସେକେଣ୍ଡାରୀ ସ୍କୁଲ […]

Read More Text.
Fire

ଇଲେକ୍ଟ୍ରୋନିକ୍ ଚିପ୍ସ କମ୍ପାନୀରେ ନିଆଁ : ୨ ଅଗ୍ନିସେବା କର୍ମଚାରୀ ମୃତ, ୩ ଆହତ

ନୋଏଡା: ଗ୍ରେଟର ନୋଏଡାର ଇକୋଟେକ୍-୩ରେ ଥିବା ଏକ କମ୍ପାନୀରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଫଳରେ ଏହି ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ଘଟିଥିଲାବେଳେ ୩ ଜଣ ଆହତ ହୋଇଛନ୍ତି । କାନ୍ଥ ଏବଂ ବିମ୍ ଭୁଶୁଡ଼ି ପଡ଼ିବାରୁ ଏଭଳି ଦୁର୍ଘଟଣା ଘଟିଥିବା ଜଣାପଡିଛି । ଯାହା ସ୍ଥାନୀୟ ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଛି । ସୂଚନାନୁଯାୟୀ, ଇକୋଟେକ୍-୩ ସ୍ଥିତ ILGIM କମ୍ପାନୀରେ ସୋମବାର ଏବଂ ମଙ୍ଗଳବାର ରାତିରେ ଅଗ୍ନିକାଣ୍ଡ ଦୁର୍ଘଟଣା ଘଟିଛି । ଏହି କମ୍ପାନୀରେ ଇଲେକ୍ଟ୍ରୋନିକ୍ […]

Read More Text.
Supreme Court

ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତିଙ୍କ ସଂଖ୍ୟା

ନୂଆଦିଲ୍ଳୀ: ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା । ସୁପ୍ରିମକୋର୍ଟରେ ବିଚାରପତିଙ୍କ ସଂଖ୍ୟା ବୃଦ୍ଧି ପାଇଁ ଆଣାଯାଇଥିବା ସୁପ୍ରିମକୋର୍ଟ (ବିଚାରପତି ସଂଖ୍ୟା) ସଂଶୋଧନ ବିଲ୍ ୨୦୨୬କୁ ସୋମବାର ଲୋକସଭାରେ ବାଚନିକା ଭୋଟରେ ପାରିତ ହୋଇଛି। ବିଲଟିକୁ ଆଇନ ଓ ନ୍ୟାୟମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ଉପସ୍ଥାପନ କରିଥିଲେ। ଏହି ବିଲ୍ ଅନୁଯାୟୀ ସୁପ୍ରିମକୋର୍ଟର ଅନୁମୋଦିତ ବିଚାରପତି ସଂଖ୍ୟା ୩୪ରୁ ବଢ଼ି ୩୮ ହେବ। ଅର୍ଥାତ୍ ମୁଖ୍ୟ ବିଚାରପତିଙ୍କୁ ବାଦ ଦେଲେ ବିଚାରପତିଙ୍କ ସଂଖ୍ୟା ୩୩ରୁ ୩୭କୁ ବୃଦ୍ଧି ପାଇବ। ସରକାରଙ୍କ […]

Read More Text.
332 e1785853891438 300x197

ତପ୍ତପାଣିରେ ମା’ କନ୍ଧୁଣୀ ଦେବୀ ମନ୍ଦିରରେ ପୂଜାର୍ଚ୍ଚନା କଲେ ରାଷ୍ଟ୍ରପତି

ବ୍ରହ୍ମପୁର : ସ୍ବତନ୍ତ୍ର ଟ୍ରେନ ଯୋଗେ ବ୍ରହ୍ମପୁରରେ ପହଞ୍ଚିବା ପରେ କାର ଯୋଗେ ତପ୍ତପାଣି ଗଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ତପ୍ତପାଣିରେ ମା’ କନ୍ଧୁଣୀ ଦେବୀ ମନ୍ଦିରରେ ପୂଜାର୍ଚ୍ଚନା କଲେ ରାଷ୍ଟ୍ରପତି। ରାସ୍ତାରେ ଯିବା ବେଳେ ରାସ୍ତାରେ ଅଟକି ଚକୋଲେଟ୍‌ ବାଣ୍ଟିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଦିଗପହଣ୍ଡି କଲେଜ ଆଗରେ ଛାତ୍ରୀ ମାନଙ୍କୁ ନିଜେ ଚକୋଲେଟ୍‌ ବାଣ୍ଟିଲେ। ସୂଚନାନୁସାରେ, ଦର୍ଶନ ପରେ ରାଷ୍ଟ୍ରପତି ପୁଣି ଏହି ରାସ୍ତାରେ ବ୍ରହ୍ମପୁର ଫେରି ଗୋଳାବନ୍ଧ ଆର୍ମି ଏୟାର ଡିଫେନ୍ସ କଲେଜରେ […]

Read More Text.
Screenshot 2026 08 04 161604 750x430

ରାଜ୍ୟରେ ଖୁବଶୀଘ୍ର ଆରମ୍ଭ ହେବ ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ସିଟି ଇକୋନୋମିକ୍ ରିଜିଅନ୍ ପ୍ରକଳ୍ପ

ଭୁବନେଶ୍ୱର: ବିକଶିତ ଭାରତ ପାଇଁ ବିକଶିତ ଓଡ଼ିଶା ଲକ୍ଷ୍ୟକୁ ସାକାର କରିବା ଦିଗରେ ରାଜ୍ୟ ସରକାର ଆଉ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ରାଜ୍ୟରେ ଖୁବଶୀଘ୍ର ଆରମ୍ଭ ହେବ ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ସିଟି ଇକୋନୋମିକ୍ ରିଜିଅନ୍ ପ୍ରକଳ୍ପ। ରାଜ୍ୟକୁ କେନ୍ଦ୍ରୀୟ ସହାୟତା ଓ ଋଣ ମିଳିବା ପୂର୍ବରୁ ନିଜସ୍ୱ ଅର୍ଥରେ ଆରମ୍ଭ ହେବ ପ୍ରକଳ୍ପ। ଏ ନେଇ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ।ସେ କହିଛନ୍ତି BKPPER ପ୍ରକଳ୍ପକୁ ଗତକାଲି ରାଜ୍ୟସ୍ତରୀୟ ପ୍ରୋଜେକ୍ଟ ମନିଟରିଂ କମିଟିରେ ମିଳିଥିଲା ଅନୁମୋଦନ। […]

Read More Text.
President e1785770676520 300x164

ଓଡ଼ିଶାରେ ମହାମହିମ, ଜଗତଗୁରୁ କୃପାଳୁଜୀ ବିଶ୍ୱବିଦ୍ୟାଳୟର କଲେ ଉଦଘାଟନ

ଭୁବନେଶ୍ବର : ଓଡ଼ିଶାରେ ମହାମହିମ ଦ୍ରୌପଦୀ ମୁର୍ମୁ ।  କଟକ ବାଆଁରାରେ ଜଗତଗୁରୁ କୃପାଳୁଜୀ ବିଶ୍ୱବିଦ୍ୟାଳୟର କଲେ ଉଦଘାଟନ । ଆସନ୍ତାକାଲି ସକାଳେ ସ୍ବତନ୍ତ୍ର ଟ୍ରେନ ଯୋଗେ କରିବେ ବ୍ରହ୍ମପୁର ଗସ୍ତ । ରାଷ୍ଟ୍ରପତିଙ୍କ ଟ୍ରେନ ବ୍ରହ୍ମପୁର ଷ୍ଟେସନର ୪ ନଂ ପ୍ଲାଟଫର୍ମରେ ଲାଗିବ। ଟ୍ରେନରେ ଯାତ୍ରା ପାଇଁ ରାଷ୍ଟ୍ରପତିଙ୍କ ପାଇଁ ଆମୋଦଦାୟକ ସ୍ୱତନ୍ତ୍ର କୋଚ ରହିଛି। ୧୦ଟି ବିଶିଷ୍ଟ ବିଶିଷ୍ଟ ସ୍ୱତନ୍ତ୍ର ଟ୍ରେନରେ ରାଷ୍ଟ୍ରପତି ବ୍ରହ୍ମପୁର ଯିବେ। ଏହା ପୂର୍ବରୁ ବ୍ରହ୍ମପୁର ରେଳ ଷ୍ଟେସନକୁ ନୂଆ ରୂପରେ […]

Read More Text.