Photo for the news of post office

ଭଡ଼ାରେ ଚାଲିଛି ଡ଼ାକଘର, ବିଟିପୁର ଉପଡ଼ାକଘର ନିର୍ମାଣ ପ୍ରସଙ୍ଗରେ ପୂର୍ଣ୍ଣଚ୍ଛେଦ ପଡ଼ିବ କେବେ ?

ତହସିଲଦାରଙ୍କ କାର୍ଯ୍ୟପନ୍ଥାକୁ ନେଇ ପ୍ରଶ୍ନବାଚୀ ଆଗରପଡ଼ା:ଆଗରପଡ଼ା ସ୍ଥିତ ବିଟିପୁର ଉପଡ଼ାକଘରର ସ୍ଥାୟୀ ଗୃହ ନିର୍ମାଣ ନିମନ୍ତେ ବନ୍ତ ତହସିଲ କାର୍ଯ୍ୟାଳୟ ପକ୍ଷରୁ ଭଦ୍ରକ ପୋଷ୍ଟାଲ ଅଧୀକ୍ଷକଙ୍କୁ ଆବଶ୍ୟକୀୟ କାଗଜପତ୍ର ପ୍ରେରଣ ପାଇଁ ପତ୍ର ଲେଖାଯାଇଥିଲା । ପୋଷ୍ଟାଲ ଅଧୀକ୍ଷକଙ୍କ ତରଫରୁ ବନ୍ତ ତହସିଲ କାର୍ଯ୍ୟାଳୟକୁ ଆବଶ୍ୟକୀୟ କାଗଜପତ୍ର ପ୍ରେରଣକୁ ଇତି ମଧ୍ୟରେ ମାସାଧିକ କାଳ ବିତି ଯାଇଥିଲେ ସୁଦ୍ଧା ତହସିଲ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନଥିବାରୁ ସ୍ଥାୟୀ ଗୃହ ନିର୍ମାଣ ପ୍ରସଙ୍ଗରେ ବିଳମ୍ବ ଘଟୁଥିବା ଜଣାପଡ଼ିଛି […]

Read More Text.
Photo for the news of school

ପୁରୁଷଣ୍ଢ ନୋଡ଼ାଲ ବିଦ୍ୟାଳୟ ଶ୍ରେଣୀ ଗୃହ ନିର୍ମାଣ ପ୍ରସଙ୍ଗ: ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ପରେ ବିଡ଼ିଓଙ୍କ କ୍ଷେତ୍ର ପରିଦର୍ଶନ

ପ୍ରଧାନଶିକ୍ଷୟିତ୍ରୀଙ୍କ ବିଇଓଙ୍କୁ ପତ୍ର ଆଗରପଡ଼ା:୧୯୫୫ ମସିହାରେ ପ୍ରତିଷ୍ଠିତ ବନ୍ତ ଶିକ୍ଷାଧିକାରୀଙ୍କ ଅଧିନସ୍ଥ ତୋଫାବିବି କ୍ଲଷ୍ଟର ଅନ୍ତର୍ଗତ ପୁରୁଷଣ୍ଢ ନୋଡ଼ାଲ ବିଦ୍ୟାଳୟରେ ଆବଶ୍ୟକ ମୁତାବକ ଶ୍ରେଣୀ ଗୃହ ପ୍ରତିଷ୍ଠା ସମୟରେ ଥିବା ବେଳେ କାଳକ୍ରମେ ଶ୍ରେଣୀଗୃହ ଗୁଡ଼ିକ ବିପଦସଙ୍କୁଳ ଅବସ୍ଥାରେ ପରିଣତ ହୋଇଥିଲା । ଗତ ଜୁଲାଇ ମାସରେ ଏକ ଶ୍ରେଣୀ ଗୃହ ଛାତରୁ ପ୍ଲାଷ୍ଟର ଗଳିପଡ଼ିଥିବାର ଦେଖିବାକୁ ମିଳିଥିଲା । ସୋଭାଗ୍ୟବସତଃ ଶ୍ରେଣୀ ଗୃହରେ କେହିବି ପିଲା ଉପସ୍ଥିତ ନଥିବାରୁ ଏକ ସୁନିଶ୍ଚିତ ବିପଦରୁ ରକ୍ଷା ମିଳିଯାଇଥିଲା […]

Read More Text.
Images (4)

କଲକାତା ଓ ଝାଡଖଣ୍ଡର ୪୦ରୁ ଅଧିକ ସ୍ଥାନରେ ଇଡି ରେଡ୍

ନୂଆଦିଲ୍ଲୀ: କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ୪୦ରୁ ଅଧିକ ସ୍ଥାନରେ ଏକା ସମୟରେ ଚଢାଉ କରିଛନ୍ତି । କୋଇଲା ଚୋରି ଏବଂ ଅବୈଧ ଖଣି ଖନନ ଅଭିଯୋଗରେ ଅଭିଯୁକ୍ତ ନେଟୱାର୍କ ଗୁଡ଼ିକୁ ଟାର୍ଗେଟ କରିଛି ଇଡି । ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଶୁକ୍ରବାର ଦିନ ପ୍ରମୁଖ କୋଇଲା ଚୋରି ନେଟୱାର୍କ ଗୁଡ଼ିକୁ ଟାର୍ଗେଟ କରି ଦେଶବ୍ୟାପୀ ଏକ ଅଭିଯାନ ଆରମ୍ଭ କରିଛି । ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ୪୦ରୁ ଅଧିକ ସ୍ଥାନରେ ଏକ ସମୟରେ ସନ୍ଧାନ ସହିତ […]

Read More Text.
Images (3)

୨୦ ବର୍ଷ ପରେ ବଦଳିଲେ ବିହାର ଗୃହବିଭାଗ ମନ୍ତ୍ରୀ, ନୀତିଶଙ୍କଠାରୁ ଦାୟିତ୍ୱ ନେଲେ ସମ୍ରାଟ

ପାଟଣା: ନୀତଶ ମନ୍ତ୍ରିମଣ୍ଡଳରେ ବଡ଼ ପରିବର୍ତ୍ତନ କରାଯାଇଛି। ୨୦ ବର୍ଷ ପରେ ନୀତିଶ କୁମାର ଗୃହ ବିଭାଗ ଛାଡ଼ିଛନ୍ତି। ଏହି ବିଭାଗ ବିଜେପି ପାଖକୁ ଚାଲିଯାଇଛି । ଉପ ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧରୀ ଗୃହ ବିଭାଗର ଦାୟିତ୍ୱ ସମ୍ଭାଳିବେ । ଏବେ ଅର୍ଥ ବିଭାଗ ଜେ଼ଡିୟୁ ହାତରେ । ବିଜେନ୍ଦ୍ର ଯାଦବ ଶକ୍ତି ସହିତ ଅର୍ଥ ବିଭାଗର ଦାୟିତ୍ୱ ନେଇଛନ୍ତି । ଏହା ସହିତ ମଙ୍ଗଳ ପାଣ୍ଡେଙ୍କୁ ପୁନର୍ବାର ସ୍ୱାସ୍ଥ୍ୟ ବିଭାଗର ଦାୟିତ୍ୱ ଦିଆଯାଇଛି । ପ୍ରଥମ […]

Read More Text.
Images (2)

G20 ସମ୍ମିଳନୀରେ ଯୋଗ ଦେବା ଲାଗି ଦକ୍ଷିଣ ଆଫ୍ରିକା ଅଭିମୁଖେ ଯାତ୍ରା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ତିନି ଦିନିଆ ଦକ୍ଷିଣ ଆଫ୍ରିକା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସକାଳେ ଆଫ୍ରିକାରେ ଅନୁଷ୍ଠିତ ହେଉଥିବା ପ୍ରଥମ G20 ସମ୍ମିଳନୀରେ ଯୋଗଦେବା ପାଇଁ ଦକ୍ଷିଣ ଆଫ୍ରିକାର ଜୋହାନ୍ସ ବର୍ଗ ଅଭିମୁଖେ ଯାତ୍ରା କରିଛନ୍ତି। ଯିବା ପୂର୍ବରୁ ସେ କହିଥିଲେ, ଆମର ଦୃଷ୍ଟିକୋଣ ସହିତ G20 ସମ୍ମିଳନୀରେ ଭାରତର ଦୃଷ୍ଟିକୋଣ ଉପସ୍ଥାପନ ହେବ । ଏହା ଏକ ବିଶେଷ ସ୍ୱତନ୍ତ୍ର ସମ୍ମିଳନୀ । ୨୦୨୩ରେ ଭାରତର G20 ସଭାପତିତ୍ୱ ସମୟରେ, ଆଫ୍ରିକୀୟ […]

Read More Text.
୪

ସାରା ଦେଶରେ ୪ ନୂଆ ଲେବର କୋଡ ଲାଗୁ କଲେ ମୋଦୀ ସରକାର

ନୂଆଦିଲ୍ଲୀ : ମୋଦୀ ସରକାର ୨୧ ନଭେମ୍ବରରୁ ସାରା ଦେଶରେ ଚାରୋଟି ନୂଆ ଲେବର୍‌ କୋଡ୍‌ ଲାଗୁ କରିଛନ୍ତି । ଏଥିରେ ସର୍ବନିମ୍ନ ଦରମା, ନିଯୁକ୍ତ ପତ୍ର, ସମାନ କାମକୁ ସମାନ ଦରମା,ସାମାଜିକ ସୁରକ୍ଷା , ଓଭର୍‌ଟାଇମ୍‌କଲେ ଦୁଇ ଗୁଣା ଦରମା,ଫିକ୍ସ ଟର୍ମ ଗ୍ରାଚୁଟି ଏବଂ ଅସୁରିକ୍ଷିତ ସ୍ଥାନରେ ୧୦୦ ପ୍ରତିଶତ ସ୍ୱାସ୍ଥ୍ୟ ସୁରକ୍ଷା ଉପରେ ଗୁରୁତ୍ୱ ଦିଆଯାଇଛି । ଏହା ଦେଶର ଶ୍ରମିକମାନଙ୍କ ସୁରକ୍ଷା ପାଇଁ ସବୁଠାରୁ ବଡ ପଦକ୍ଷେପ ବୋଲି କୁହାଯାଇଛି । ସାମାଜିକ […]

Read More Text.
Images

ବାଂଲାଦେଶରେ ତୀବ୍ରତା ୫.୭ ଭୂମିକମ୍ପ, ୩ ମୃତ

ବାଂଲାଦେଶ: ଆଜି ସକାଳ ୧୦:୧୦ରେ ବାଂଲାଦେଶର ବିଭିନ୍ନ ଜିଲ୍ଲାରେ ଭୂମିକମ୍ପ ଅନୁଭୂତ ହୋଇଥିଲା । ରିକ୍ଟର ସ୍କେଲ ଏହାର ତୀବ୍ରତା ୫.୭ ମାପିଥିଲା। ଭୂମିକମ୍ପର କେନ୍ଦ୍ରସ୍ଥଳ ବାଂଲାଦେଶ ଥିଲା । ଯାହା ଫଳରେ ପ୍ରାୟ ୧୭ ସେକେଣ୍ଡ ପାଇଁ ଭୂମି ଥରି ଉଠିଥିଲା, ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ ବାହାରି ଆସିଥିଲେ । ଭୂମିକମ୍ପ ଯୋଗୁଁ ବାଂଲାଦେଶରେ ୩ ଜଣଙ୍କର ମୃତ୍ୟୁ ହୋଇଥିବ ସୂଚନା ରହିଛି । ଜର୍ମାନ ରିସର୍ଚ୍ଚ ସେଣ୍ଟର ଫର ଜିଓସାଇନ୍ସର ସୂଚନା […]

Read More Text.
Tejas

ଦୁବାଇ ଏୟାର ସୋରେ ଦୁର୍ଘଟଣା: ଖସିପଡିଲା ତେଜସ, ପାଇଲଟ ମୃତ

ଦୁବାଇ : ଦୁବାଇରେ ଏୟାର ସୋ’ରେ ବିମାନ ଦୁର୍ଘଟଣାଗ୍ରସ୍ତ । ଦୁବାଇ ଏୟାର ସୋ’ରେ ଏକ ପ୍ରଦର୍ଶନୀ ସମୟରେ ଏକ ଭାରତୀୟ ତେଜସ୍ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପାଇଲଟଙ୍କ ମୃତ୍ୟୁ ହୋଇଛି । ଭିଡିଓରେ ଦେଖାଯାଉଛି ଯେ, ତେଜସ୍ ଜେଟ୍ ହଠାତ୍ ତଳକୁ ଖସିପଡ଼ିବା ପରେ ବିସ୍ଫୋରଣ ହୋଇଛି । ଘଟଣା ସ୍ଥଳରେ ଉଦ୍ଧାରକାରୀ ଟିମ୍ ପହଞ୍ଚିଛି । ଏହି ବିସ୍ଫୋରଣ ସମୟ ପ୍ରାୟ ଅପରାହ୍ନ ୨.୧୦ ସମୟରେ ଘଟିଛି । ହଜାର ହଜାର ଦର୍ଶକ […]

Read More Text.
Delhi 3

ଅଟା ମେସିନରେ ବୋମା ତିଆରି କରୁଥିଲା ଆତଙ୍କୀ ମୁଜାମ୍ମିଲ

ନୂଆଦିଲ୍ଲୀ : ଦିଲ୍ଲୀର ଲାଲକିଲ୍ଲା ନିକଟରେ ହୋଇଥିବା କାର ବୋମା ବିସ୍ଫୋରଣ ଘଟଣାରେ ତଦନ୍ତକାରୀ ଏଜେନ୍ସିଗୁଡ଼ିକ ବଡ଼ ସୁରାକ ମିଳିଛି । ଗିରଫ ଅଭିଯୁକ୍ତ ମୁଜାମ୍ମିଲ ଶକିଲ ଗଣାଇ ବିସ୍ଫୋରକ ପ୍ରସ୍ତୁତ କରିବା ପାଇଁ ଏକ ଅଟା କଳ ଏବଂ ବୈଦ୍ୟୁତିକ ଯନ୍ତ୍ରପାତି ବ୍ୟବହାର କରିଥିଲେ । ପୋଲିସ ହରିୟାଣାର ଫରିଦାବାଦର ଜଣେ ଟ୍ୟାକ୍ସି ଡ୍ରାଇଭରଙ୍କ ଘରୁ ଏହି ମିଲ୍ ଏବଂ ଯନ୍ତ୍ରପାତି ଜବତ କରିଥିଲା । ଜମ୍ମୁ-କାଶ୍ମୀରର ପୁଲୱାମାର ବାସିନ୍ଦା ଗଣାଇ ଫରିଦାବାଦର ଏକ ଭଡା ଘରେ […]

Read More Text.
Al falah

ମହମ୍ମଦ ସିଦ୍ଦିକିଙ୍କ ଘର ଉପରେ ବୁଲିବ ବୁଲଡୋଜର, ୩ ଦିନରେ ଖାଲି କରିବାକୁ ନୋଟିସ

ନୂଆଦିଲ୍ଲୀ : ଅଲ୍-ଫଲାହ ୟୁନିଭର୍ସିଟି ମାଲିକଙ୍କ ଘର ଉପରେ ବୁଲିବ ବୁଲଡୋଜର । ଭାଙ୍ଗିବ ମଧ୍ୟପ୍ରଦେଶରେ ଥିବା ପୈତୃକ ଘର । ଘର ଭାଙ୍ଗିବାକୁ ଜାରି ହେଲା ନୋଟିସ । ଆତଙ୍କବାଦ ଓ ଠକେଇ ତଦନ୍ତ ମଧ୍ୟରେ ଉଚ୍ଛେଦ ନୋଟିସ୍ ଜାରି ହୋଇଛି । ମଧ୍ୟପ୍ରଦେଶର ମହୋ କ୍ୟାଣ୍ଟନମେଣ୍ଟ ବୋର୍ଡ (MCB) ଅଲ୍- ଫଲାହ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାତା ମହମ୍ମଦ ଜାୱାଦ ଅହମ୍ମଦ ସିଦ୍ଦିକିଙ୍କ ପୈତୃକ ଘର ଭାଙ୍ଗିବା ପାଇଁ ନୋଟିସ୍ ଜାରି କରିଛି । ମୁକେରୀ ମୋହଲ୍ଲାରେ ଥିବା […]

Read More Text.