ରାଜ୍ୟ ବିଜେପି ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀଙ୍କ ନାମ ଘୋଷିତ, ଅଭିଳାଷ ଭାରତୀୟ ଯୁବ ମୋର୍ଚ୍ଚା ସଭାପତି
ଭୁବନେଶ୍ୱର : ରାଜ୍ୟ ବିଜେପି ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀଙ୍କ ନାଁ ଘୋଷଣା । ସଭାପତି ମନମୋହନ ସାମଲଙ୍କ ଅନୁମୋଦନକ୍ରମେ ନାଁ ଘୋଷଣା କରାଯାଇଛି । ଭାରତୀୟ ଜନତା ଯୁବ ମୋର୍ଚ୍ଚା ସଭାପତି ହୋଇଛନ୍ତି ଅଭିଳାଷ ପଣ୍ଡା । ମହିଳା ମୋର୍ଚ୍ଚା ସଭାପତି ଐଶ୍ବର୍ଯ୍ୟା ବିଶ୍ବାଳ, କୃଷକ ମୋର୍ଚ୍ଚା ସଭାପତି ଶୁଭ୍ରାଂଶୁ ମୋହନ ପାଢ଼ୀ, ଏସ.ସି ମୋର୍ଚ୍ଚା ସଭାପତି ବାଇଧର ମଲ୍ଲିକ ଓ ଏସି.ଟି ମୋର୍ଚ୍ଚା ସଭାପତି ହୋଇଛନ୍ତି କାନ୍ଦେରା ସୋରେନ । ଓବିସି ମୋର୍ଚ୍ଚା ସଭାପତି […]
Read More Text.