ଉପଖଣ୍ଡ ସ୍ତରୀୟ ଯୁଗ୍ମ ଜନ ଶୁଣାଣି ଶିବିର
ବାରିପଦା : ବାମନଘାଟୀ ଉପଖଣ୍ଡ ସଦର ମହକୁମା ରାଇରଙ୍ଗପୁର ଠାରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ରେ ଏକ ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଶିବିର ଅନୁଷ୍ଠିତ ହୋଇ ଯାଇଛି|ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଇଶ୍ୱର ଚନ୍ଦ୍ର ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ଶିବିରରେ ବାମନଘାଟି ଉପ ଜିଲ୍ଲାପାଳ ଶ୍ରୀ ସୌମ୍ୟରଞ୍ଜନ ପ୍ରଧାନ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ଯଦୁନାଥ ଜେନା ଓ ଉପଖଣ୍ଡ ଆରକ୍ଷୀ ଅଧିକାରୀ ଶ୍ରୀ ବୀରେନ୍ଦ୍ର କୁମାର ସେନାପତି ପ୍ରମୁଖ ଯୋଗ ଦେଇଥିଲେ| ପ୍ରାରମ୍ଭ […]
Read More Text.