ଡିସେମ୍ବର ୨୨ରୁ ୩୧ ମଧ୍ୟରେ ହେବ +୨ ଇଣ୍ଟରନାଲ ଆସେସ୍ମେଣ୍ଟ
ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ବାରା ପରିଚାଳିତ ଯୁକ୍ତଦୁଇ ଦ୍ବିତୀୟ ବର୍ଷ ଛାତ୍ରଛାତ୍ରୀଙ୍କ ଇଣ୍ଟରନାଲ ଆସେସ୍ମେଣ୍ଟ/ପ୍ରୋଜେକ୍ଟ ପରୀକ୍ଷା ଆସନ୍ତା ଡିସେମ୍ବର ୨୨ରୁ ୩୧ ମଧ୍ୟରେ ଅନୁଷ୍ଠିତ ହେବ। ସମସ୍ତ ପଞ୍ଜିକୃତ ରେଗୁଲାର ପରୀକ୍ଷାର୍ଥୀଙ୍କ ପାଇଁ ଏହା ବାଧ୍ୟତାମୂଳକ। କେବଳ ରେଗୁଲାର ପରୀକ୍ଷାର୍ଥୀଙ୍କ ପାଇଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟସ୍ତରରେ ଇଣ୍ଟରନାଲ ଆସେସ୍ମେଣ୍ଟ/ପ୍ରୋଜେକ୍ଟ ପରୀକ୍ଷା କରାଯିବ। ଜଣେ ରେଗୁଲାର ପ୍ରାର୍ଥୀଙ୍କୁ ସମସ୍ତ ଇଣ୍ଟରନାଲ ଏବଂ ପ୍ରୋଜେକ୍ଟ କମ୍ପୋନେଣ୍ଟରେ ଉତ୍ତୀର୍ଣ୍ଣ ହେବାକୁ ୨୦ରୁ ଅତିକମ୍ରେ ୬ ମାର୍କ ଏବଂ […]
Read More Text.