ଜାତୀୟ ନାଟ୍ୟ ମହୋତ୍ସବ ଉଦଘାଟିତ, ଦର୍ଶକଙ୍କୁ ସ୍ତବ୍ଧ କଲା ଦିଲ୍ଲୀର ନାଟକ “ଅଲ ମାଇ ସନ୍ସ”
ବାରିପଦା : ସ୍ଥାନୀୟ ସହିଦ ସ୍ମୃତି ଭବନରେ ଓମ ନାଟ୍ୟ ସଂସ୍ଥାର ରୌପ୍ୟ ଜୟନ୍ତୀ ପାଳନ ଅବସରରେ ଆୟୋଜିତ ଜାତୀୟ ନାଟ୍ୟ ମହୋତ୍ସବ ଉଦଘାଟିତ ହୋଇଯାଇଛି I ମୁଖ୍ୟ ଅତିଥି ଭାବେ ଯୋଗଦେଇ ମାନ୍ୟବର ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣଚନ୍ଦ୍ର ମହାପାତ୍ର ଏହି ମହୋତ୍ସବକୁ ଉଦଘାଟନ କରିବା ସହ ମହୋତ୍ସବର ସଫଳତା କାମନା କରିଥିଲେ I ସମ୍ମାନିତ ଅତିଥି ଭାବେ ବାରିପଦା ଉପ ଜିଲ୍ଲାପାଳ ଡଃ ଦୟାସିନ୍ଧୁ ପରିଡା, ଶିକ୍ଷାବିତ ପ୍ରିତିଶ […]
Read More Text.