ଦିଲ୍ଲୀ ବିସ୍ଫୋରଣ ଘଟଣା ନେଇ ଗୁଇନ୍ଦା ମୁଖ୍ୟଙ୍କ ସହ କଥା ହେଲେ ଶାହ
ନୂଆଦିଲ୍ଲୀ: ଦିଲ୍ଲୀ ବିସ୍ଫୋରଣ ଘଟଣାର ସମୀକ୍ଷା କରିଛନ୍ତି କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ। ସେ ଘଟଣା ବିଷୟରେ ଆଇବି(ଗୁଇନ୍ଦା ବ୍ୟୁରୋ) ମୁଖ୍ୟ ତପନ ଡେକାଙ୍କ ସହିତ ଆଲୋଚନା କରିଛନ୍ତି। ଅନ୍ୟପଟେ ଘଟଣାରେ ଆତଙ୍କବାଦୀଙ୍କ ସମ୍ପୃକ୍ତି ରହିଛି କି ନାହିଁ ତାହା ସ୍ପଷ୍ଟ ହୋଇନାହିଁ। କେଉଁ ପରିସ୍ଥିତିରେ ଏହି ବିସ୍ଫୋରଣ ଘଟିଲା ତାହାର ସୁରାକ ମଧ୍ୟ ମିଳିନାହିଁ। ଦିଲ୍ଲୀ ଲାଲ୍ କିଲ୍ଲା ନିକଟ ମେଟ୍ରୋ ଷ୍ଟେସନ ପାଖ ୧ ନମ୍ବର ଗେଟ୍ ନିକଟରେ ଏହି ବିସ୍ଫୋରଣ ଘଟିଥିବାବେଳେ […]
Read More Text.