ଭଂଜପୁର ଜଗଦ୍ଧାତ୍ରୀ ମେଳା କମିଟି ଆନୁକୂଲ୍ୟରେ ରକ୍ତଦାନ ଶିବିର ଅନୁଷ୍ଠିତ, ମୋଟ ୪୩ ୟୁନିଟ ରକ୍ତ ସଂଗ୍ରହ
ବାରିପଦା – ଭଂଜପୁର ଜଗଦ୍ଧାତ୍ରୀ ପୂଜା ଓ ମେଳା କମିଟି ଆନୁକୂଲ୍ୟରେ ମେଳାର ୬ଷ୍ଠ ଦିନ ଏକ ସ୍ବେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି I ଏହି ଶିବିରରେ ୭ ଜଣ ମହିଳା ସମେତ ମୋଟ ୪୩ ଜଣ ସ୍ବେଛାକୃତ ଭାବେ ରକ୍ତଦାନ କରିଥିଲେ I ମୁଖ୍ୟ ଅତିଥି ଭାବେ ବାରିପଦା ଉପ ଜିଲ୍ଲାପାଳ ଡଃ ଦୟାସିନ୍ଧୁ ପରିଡା ଓ ସମ୍ମାନିତ ଅତିଥି ଭାବେ ଭଂଜପୁର ଥାନା ଭାରପ୍ରାପ୍ତ ଅଧିକାରୀ ଅଜୟ କୁମାର ଜେନା ଯୋଗଦେଇ ଏହି […]
Read More Text.