ରୁଷ ମିଲିଟାରୀରେ ନିଯୁକ୍ତ ୪୪ ଭାରତୀୟ, ତୁରନ୍ତ ମୁକ୍ତ କରିବାକୁ ଭାରତର ଦାବି
ନୂଆଦିଲ୍ଲୀ: ରୁଷ ସେନାରେ ୪୪ ଭାରତୀୟ । ସେମାନଙ୍କୁ ତୁରନ୍ତ ମୁକ୍ତ କରିବାକୁ ରୁଷ ନିକଟରେ ଭାରତ ଦାବି ଦୋହରାଇଛି । ଏହା କହିଛନ୍ତି ବୈଦେଶିକ ମନ୍ତ୍ରାଳୟର ମୁଖପାତ୍ର ରଣଧୀର ଜୟସ୍ବାଲ । ରୁଷ ସେନାରେ ନିଯୁକ୍ତ ଭାରତୀୟଙ୍କ ସଂପର୍କରେ ମସ୍କୋ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରାଯାଇଛି । ରୁଷ ମିଲିଟାରୀରେ ଭାରତୀୟ ନାଗରିକଙ୍କୁ ନିଯୁକ୍ତି ନ କରିବାକୁ କୁହାଯାଇଛି । ଗତ କିଛି ମାସ ମଧ୍ୟରେ ରୁଷ ସେନାରେ ଭାରତୀୟ ନାଗରିକଙ୍କ ନିଯୁକ୍ତି ବଢ଼ିଛି । ରୁଷ […]
Read More Text.