କାର୍ ଧକ୍କାରେ ୨ କଲେଜ ଛାତ୍ରୀ ମୃତ, ରାସ୍ତାରୋକ କଲେ ଉତ୍ତ୍ୟକ୍ତ ଲୋକେ
ଆନନ୍ଦପୁର : କାର ଧକ୍କାରେ ପ୍ରାଣ ହରାଇଛନ୍ତି ଦୁଇ ଜଣ କଲେଜ ଛାତ୍ରୀ। ଶନିବାର କେନ୍ଦୁଝର ଜିଲ୍ଲା ଆନନ୍ଦପୁରର ୨୦ ନମ୍ବର ଜାତୀୟ ରାଜପଥର ବାରିଗାଁ ନିକଟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ମୃତା ଛାତ୍ରୀ ଦ୍ଵୟ ହେଲେ। ସେମାନେ କନକମଞ୍ଜରୀ ମହିଳା ମହାବିଦ୍ୟାଳୟରେ ପଢୁଥିଲେ। ଉଭୟେ ସାଇକେଲ ଯୋଗେ ବେଲବାହାଳିସ୍ଥିତ ନିଜ ଘରକୁ ଫେରିବା ସମୟରେ କାର ଧକ୍କା ଦେଇଥିଲା। ଏହି ଦୁର୍ଘଟଣା ପରେ ସେଠାରେ ଉତ୍ତେଜନା ପ୍ରକାଶ ପାଇଥିଲା। ଉତ୍ତ୍ୟକ୍ତ ଲୋକେ ରାସ୍ତାରୋକୋ କରିଥିଲେ। […]
Read More Text.