ରାଷ୍ଟ୍ରୀୟ ସଂଗୀତ “ବନ୍ଦେ ମାତରମ”ର ୧୫୦ତମ ବାର୍ଷିକୀ ଦିବସ ପାଳିତ
ବାରିପଦା- ଆଜି ୨୦୨୫ ନଭେମ୍ବର ୭ ତାରିଖ ଭାରତର ଜାତୀୟ ସଙ୍ଗୀତ ‘ବନ୍ଦେ ମାତରମ୍’ ର ୧୫୦ତମ ବାର୍ଷିକୀ ଦିବସ ପାଳନ ଅବସରରେ ଓଡିଶା ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଜିଲ୍ଲା ସଂସ୍କୃତି କାର୍ଯ୍ୟାଳୟ ତରଫରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନେତ୍ରା ନନ୍ଦ ମଲ୍ଲିକ ମଲ୍ଲିକଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ […]
Read More Text.