ଶ୍ରୀମନ୍ଦିରରୁ ପୁଣି ହିଡେନ କ୍ୟାମେରା ଜବତ
ପୁରୀ: ପୁରୀ ଶ୍ରୀମନ୍ଦିର ଭିତରେ ପୁଣି ହିଡେନ କ୍ୟାମେରା ଜବତ । ଶ୍ରୀମନ୍ଦିର ଜଗମୋହନ ନିକଟରେ ହିଡେନ କ୍ୟାମେରା ଜବତ । ଚଷମାରେ ହିଡେନ କ୍ୟାମେରା ପିନ୍ଧିଥିବା ଭକ୍ତ ଭରତ ପାଣ୍ଡିଆ ପ୍ରୋଟକଲରେ ମନ୍ଦିର ଭିତରେ ପ୍ରବେଶ କରିଥିବା ସୂଚନା ମିଳିଛି । ଅବକାଶ ନୀତି ପରେ ଜଗମୋହନରେ ଦର୍ଶନ ଚାଲିଥିବା ସମୟରେ ଭରତ ହିଡେନ କ୍ୟାମେରା ଯୁକ୍ତ ଚଷମା ପିନ୍ଧିଥିବା ଜଣାପଡିଥିଲା । ଅନ୍ୟପଟେ ଶ୍ରୀ ମନ୍ଦିର ଗର୍ଭଗୃହରେ ସେବକ ବେଶରେ ପଶିଲେ ଭକ୍ତ । ତାଙ୍କୁ […]
Read More Text.