Image 2026 07 30T192656.251

ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାରେ ବନ୍ୟା ଜଳରେ ଫସିଥିବା ଲୋକଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ । ନିଜେ ଲାଇଫ୍ ଜ୍ୟାକେଟ୍ ପିନ୍ଧି କେସିଙ୍ଗା ସ୍ଥିତ ବେଲଖଣ୍ଡି ଶିବ ମନ୍ଦିରରୁ ବନ୍ୟା ୧୫ ଜଣଙ୍କୁ ଉଦ୍ଧାର କରିଛନ୍ତି କଳାହାଣ୍ଡି ଜିଲ୍ଲାପାଳ ସଚିନ ପାୱାର ପ୍ରକାଶ ଓ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂଦେଓ । ଜିଲ୍ଲାପାଳ ନିଜେ ଲାଇଫ ଜାକେଟ୍‌ ପିନ୍ଧି ଅଗ୍ନିଶମ କର୍ମଚାରୀଙ୍କ ସହିତ ଉଦ୍ଧାର କାର୍ଯ୍ୟରେ ସାମିଲ ହୋଇ ଏମାନଙ୍କୁ ଉଦ୍ଧାର କରିଛନ୍ତି । ସେହିପରି ରଜାପଡ଼ାର […]

Read More Text.
IMG 20260728 WA0238

ଗାଁ ରାସ୍ତା କାଦୁଅ ପଚପଚ; ସାହିବାସୀ ହନ୍ତସନ୍ତ; ପଞ୍ଚାୟତ ଓ ବ୍ଳକ ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ବାରିପଦା : ମୟୁରଭଞ୍ଜ ଜିଲ୍ଲା ର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ କୁସୁମି ବ୍ଲକ ଅନ୍ତର୍ଗତ ଯୋରଦା ପଞ୍ଚାୟତ ର ସଲାକୁଦର ର ଚାନ୍ଦାଢିପା ସାହି  ରାସ୍ତା  ୨ କିମି କାଦୁଅ ପଚପଚ ।ଏହି ସାହିରେ ୧୦୦ ରୁ ଉର୍ଦ୍ଧ୍ବ ଲୋକ ବସବାସ କରୁଛନ୍ତି ।ବର୍ଷା ଋତୁରେ ରାସ୍ତା କାଦୁଅ ପଚପଚ ବେଳେ ଖରାଦିନେ ଖାଲଖମାଲ ।ସାହିର ୧୦୦ ରୁ ଉର୍ଦ୍ଧ୍ବ ଏବଂ ଅନ୍ୟ ଗ୍ରାମ ଲୋକ ଏହି ରାସ୍ତା ଉପରେ ଗମନାଗମନ ପାଇଁ ନିର୍ଭର କରନ୍ତି ।ବୁଢାବୁଢି,ଗର୍ଭବତୀ […]

Read More Text.
IMG 20260729 WA0304

ନାଗଭଣ ରାଧାକୃଷ୍ଣ ମନ୍ଦିରରେ ଗୁରୁପୂର୍ଣ୍ଣିମା ଉତ୍ସବ ପାଳିତ 

ବାରିପଦା :  ଭାରତବର୍ଷର ସର୍ବତ୍ର ଆଷାଢ଼  ମାସ ପୂର୍ଣ୍ଣିମା ତିଥିରେ ଗୁରୁପୂର୍ଣ୍ଣିମା ତଥା ବ୍ୟାସ ପୂର୍ଣ୍ଣିମା ପାଳନ କରାଯାଏ ।ମହର୍ଷି ବଶିଷ୍ଠଙ୍କ ପୌତ୍ରର ପରାଶର ଋଷିଙ୍କ ପୁତ୍ର ବେଦବ୍ୟାସ ଯିଏକି ଶ୍ରୀମଦ୍ ଭଗବତ୍ ଗୀତା , ଭଗବତ ପୁରଣ,, ସମସ୍ତ ପୁରାଣର ରଚୟିତା ତଥା ମାନବ ଜାତିର  ଜ୍ଞାନର ଭଣ୍ଡାର ସୃଷ୍ଟି କରି ଯାଇଛନ୍ତି ତାଙ୍କରି ଜନ୍ମ ଦିନକୁ ଗୁରୁପୂର୍ଣ୍ଣିମା ପାଳନ କରାଯାଇଥାଏ  ।ସମସ୍ତ ପୂର୍ଣିମା ମଧ୍ଯରେ ଗୁରୁ ପୁର୍ଣିମା ଶ୍ରେଷ୍ଠ ଅଟେ ।କୌରବ ଓ ପାଣ୍ଡବ […]

Read More Text.
IMG 20260729 WA0299

କମିଲା ବର୍ଷା ହେଲେ କମିନି ଲୋକଙ୍କ ଦୁର୍ଦଶା, ଲଗାଣ ବର୍ଷାରେ ମୟୁରଭଞ୍ଜ ଜିଲ୍ଲାର ୨୧ଟି ବ୍ଲକର ୪୬ ଗ୍ରାମ ପ୍ରଭାବିତ

ବାରିପଦା : ଲଘୁଚାପ ଜନିତ ଲଗାଣ ବର୍ଷା ର ପ୍ରଭାବ ମୟୁରଭଞ୍ଜ ଜିଲ୍ଲା ର ସଦର ମହକୁମା ବାରିପଦା ସମେତ ବିଭିନ୍ନ ବ୍ଲକ ରେ ଦେଖିବାକୁ ମିଳିଅଛି l ବିଶେଷ କରି ସୋମବାର ରାତ୍ରୀ ଏବଂ ମଙ୍ଗଳବାର ଦିନ ଦିନତମାମ ଅହରହ ବର୍ଷା ରେ ମୟୁରଭଞ୍ଜ ଜିଲ୍ଲା ର ସଦର ମହକୁମା ବାରିପଦା ସମେତ ବଡ଼ସାହି, ବେତନଟୀ, ବାରିପଦା ବ୍ଲକ, ଖୁଣ୍ଟା, କପ୍ତିପଦା,ଉଦଳା, କୁସମୀ, ବହଳଦା, ଠାକୁରମୁଣ୍ଡା, ଜି ଵି ନଗର, ତିରିଂ, ବିଶୋଇ, ରସଗୋବିନ୍ଦପୁର, ଶାମାଖୁଣ୍ଟା, […]

Read More Text.
Manmohan singh 750x430 1 300x172

କୋଇଲା ବ୍ଲକ ଆବଣ୍ଟନ ମାମଲା, ଦିବଂଗତ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କୁ କ୍ଲିନ୍ ଚିଟ୍

ନୂଆଦିଲ୍ଲୀ : ବହୁଚର୍ଚ୍ଚିତ କୋଇଲା ବ୍ଲକ୍ ଆବଣ୍ଟନ ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଆଶ୍ବସ୍ତି ମିଳିଛି । ତାଙ୍କ ବିରୋଧରେ ଚାଲୁଥିବା ଆପରାଧିକ ମାମଲାକୁ ବୁଧବାର ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି । ସିବିଆଇ ଦାଖଲ କରିଥିବା କ୍ଲୋଜର ରିପୋର୍ଟକୁ ଗ୍ରହଣ କରି ସୁପ୍ରିମକୋର୍ଟ ମନମୋହନ ସିଂହ ଓ ଅନ୍ୟ ଅଭିଯୁକ୍ତମାନଙ୍କୁ ଏହି ମାମଲାରେ କ୍ଲିନ୍ ଚିଟ୍ ଦେଇଛନ୍ତି । ମାମଲାର ଶୁଣାଣି ବେଳେ ପ୍ରଧାନ ବିଚାରପତି ସୂର୍ଯ୍ୟକାନ୍ତ ଜୟମାଲା ବାଗଚୀ ଏବଂ ବିଚାରପତି ଭି. ମୋହନାଙ୍କ ଖଣ୍ଡପୀଠ […]

Read More Text.
Heavy rain

ଉତ୍ତରାଖଣ୍ଡରେ ବର୍ଷା ବିତ୍ପାତ : ଭୂସ୍ଖଳନ ଯୋଗୁଁ ୧୧୧ଟି ରାସ୍ତା ବନ୍ଦ, ଯାତ୍ରୀଙ୍କୁ ସତର୍କ ରହିବାକୁ ଅପିଲ୍

ଉତ୍ତରାଖଣ୍ଡ : ଉତ୍ତରାଖଣ୍ଡରେ ହେଉଥିବା ଲଗାଣ ବର୍ଷା ଜନଜୀବନକୁ ବେଶ୍ ପ୍ରଭାବିତ କରିଛି । ପାଣିପାଗ ବିଭାଗ ରାଜ୍ୟର ୮ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି । ଏହାକୁ ନେଇ ପ୍ରଶାସନ ପକ୍ଷରୁ ୨୯ ଜୁଲାଇରେ ଚାରଧାମ ଯାତ୍ରା ଏବଂ ହେମକୁଣ୍ଡ ସାହିବ ଯାତ୍ରାକୁ ଅସ୍ଥାୟୀ ରୂପେ ସ୍ଥଗିତ କରାଯାଇଛି । ରାଜ୍ୟର ବିଭିନ୍ନ ଭାଗରେ ଭୂସ୍ଖଳନ, କାଦୁଅ ଏବଂ ବଡ଼ ବଡ଼ ପଥର ପାହାଡରୁ ଖସିଛି । ଫଳରେ ୧୧୧ଟି ସଡ଼କ […]

Read More Text.
Rajya Sabha proceedings

ରାଜ୍ୟସଭାରେ ‘ବନ୍ଦେ ମାତରମ୍’ ସୁରକ୍ଷା ସଂଶୋଧନ ବିଲ୍ ପାରିତ; ଅପମାନ କଲେ କଠୋର ଦଣ୍ଡବିଧାନ

ନୂଆଦିଲ୍ଲୀ:’ବନ୍ଦେ ମାତରମ୍’କୁ ମିଳିବ ଜାତୀୟ ସଙ୍ଗୀତ ‘ଜନ ଗଣ ମନ’ ଭଳି ଆଇନଗତ ସୁରକ୍ଷା ପ୍ରଦାନ କରିବା ଲକ୍ଷ୍ୟରେ ଆଗତ ‘ପ୍ରିଭେନ୍ସନ ଅଫ୍ ଇନସଲ୍ଟ୍ସ ଟୁ ନ୍ୟାସନାଲ୍ ଅନର୍ (ସଂଶୋଧନ) ବିଲ୍–୨୦୨୬’ ବୁଧବାର ରାଜ୍ୟସଭାରେ ପାରିତ ହୋଇଛି।ବିଲ୍ ପାସ୍ ହେବା ପରେ ‘ବନ୍ଦେ ମାତରମ୍’ର ଅପମାନ କଲେ କଠୋର ଦଣ୍ଡବିଧାନର ବ୍ୟବସ୍ଥା ରହିବ। ବିଲ୍‌ ଉପରେ ଆଲୋଚନାର ଉତ୍ତର ଦେଇ ଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ କହିଥିଲେ ଯେ,ଏହି ସଂଶୋଧନ କେବଳ ଏକ ଆଇନଗତ ପରିବର୍ତ୍ତନ ନୁହେଁ, […]

Read More Text.
29bbs 78 29072026 112 2026 07 29 20 36

ଜାପାନରେ ୭.୧ ତୀବ୍ରତାର ଭୂକମ୍ପ : ୧୮ ମୃତ, ଉଦ୍ଧାର କାର୍ଯ୍ୟ ଜାରି

କୁମାମୋତୋ : ଶକ୍ତିଶାଳୀ ଭୂକମ୍ପରେ ଥରି ଉଠିଛି ଦକ୍ଷିଣ-ପଶ୍ଚିମ ଜାପାନ । ୭.୧ ତୀବ୍ରତାର ଏହି ଭୂକମ୍ପ ପରେ କୁମାମୋତୋ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଏଯାଏଁ ଅତି କମ୍‌ରେ ୧୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬୨ ଜଣ ଆହତ ହୋଇଛନ୍ତି। ଧ୍ବଂସାବଶେଷ ତଳେ ଫସିଥିବା ଲୋକଙ୍କୁ ଖୋଜିବା ପାଇଁ ଉଦ୍ଧାରକାରୀ ଦଳ ଅଭିଯାନ ଜାରି ରଖିଛି। ଜାପାନ ମେଟେରୋଲୋଜିକାଲ ଏଜେନ୍ସି ଅନୁସାରେ, ଜୁଲାଇ ୨୮ ତାରିଖ ଅପରାହ୍ଣ ପ୍ରାୟ ୪ଟା ୨୭ ମିନିଟ୍‌ରେ କୁମାମୋତୋ ଅଞ୍ଚଳରେ […]

Read More Text.
FLOOD 1 1 e1785336473839 300x164

ରାଜ୍ୟରେ ବନ୍ୟା ଯୋଗୁଁ ୬ ଜିଲ୍ଲାର ୪୪ଟି ବ୍ଲକ ପ୍ରଭାବିତ, ୪ ମୃତ

ଭୁବନେଶ୍ୱର : ଆଜି ସୁଦ୍ଧା ରାଜ୍ୟରେ ବନ୍ୟା ଯୋଗୁଁ ୬ଟି ଜିଲ୍ଲାର ୪୪ଟି ବ୍ଲକ ପ୍ରଭାବିତ ହୋଇଛି । ଏଥିରେ ପ୍ରଭାବିତ ହୋଇଛନ୍ତି ୭୪୮ଟି ଗାଁର ୨ ଲକ୍ଷରୁ ଅଧିକ ଜଣ । ବନ୍ୟାରେ ଆଜି ପର୍ଯ୍ୟନ୍ତ ୪ ଜଣଙ୍କ ମୃତ୍ୟୁ ହୋଇଛି । ୨୭ହଜାରରୁ ଅଧିକ ଘର ଭାଙ୍ଗିଛି । ଅଧିକ ପ୍ରଭାବିତ ହୋଇଛି ବାଲେଶ୍ୱର ଜିଲ୍ଲା। ଜିଲ୍ଲାର ୧ ଲକ୍ଷ ୯ ହଜାର ,୪୨୯ ଜନସଂଖ୍ୟା ବନ୍ୟା ଦ୍ୱାରା ପ୍ରଭାବିତ ହୋଇଛନ୍ତି। ଜିଲ୍ଲାରେ ମୋଟ ୧୬ […]

Read More Text.
School close 735x430

ପ୍ରବଳ ବର୍ଷା ନେଇ ହାଇଆଲର୍ଟ; ୧୦ ଜିଲ୍ଲାରେ ସ୍କୁଲ ଓ କଲେଜ ଛୁଟି

ଭୁବନେଶ୍ୱର: ଓଡ଼ିଶାର ବିଭିନ୍ନ ସ୍ଥାନରେ ବନ୍ୟା ଏବଂ ପ୍ରବଳ ବର୍ଷା ସତର୍କତାକୁ ଦୃଷ୍ଟିରେ ରଖି ବୁଧବାର ରାଜ୍ୟର ପ୍ରାୟ ୧୦ ଜିଲ୍ଲାରେ ସମସ୍ତ ସ୍କୁଲ ଏବଂ ଅଙ୍ଗନୱାଡି କେନ୍ଦ୍ର ବନ୍ଦ ରହିବ। ସୂଚନା ଅନୁଯାୟୀ, ଛାତ୍ରଛାତ୍ରୀଙ୍କ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ଭଦ୍ରକ, ଯାଜପୁର, ବରଗଡ଼, କେନ୍ଦୁଝର, ବଲାଙ୍ଗୀର, ସମ୍ବଲପୁର, ସୁନ୍ଦରଗଡ଼ା, ଦେବଗଡ଼, ସୋନପୁର ଏବଂ ନୂଆପଡ଼ାରେ ଜିଲ୍ଲା ପ୍ରଶାସନ ସମସ୍ତ ସ୍କୁଲ, କଲେଜ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସମ୍ପୃକ୍ତ ଜିଲ୍ଲା ପ୍ରଶାସନ ଦ୍ୱାରା ଜାରି […]

Read More Text.