କାର୍ତ୍ତିକ ପୂର୍ଣ୍ଣିମାରେ ବ୍ରହ୍ମପୁର-ପୁରୀ ମଧ୍ୟରେ ଚାଲିବ ସ୍ବତନ୍ତ୍ର ପାସେଞ୍ଜର ଟ୍ରେନ
ପୁରୀ: ଆସନ୍ତାକାଲି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଯାତ୍ରୀମାନଙ୍କ ସୁବିଧା ପାଇଁ ପୂର୍ବତଟ ରେଳପଥ ଦ୍ୱାରା ବ୍ରହ୍ମପୁର ଓ ପୁରୀ ମଧ୍ୟରେ ବିଶେଷ ପାସେଞ୍ଜର ଟ୍ରେନ ଚଳାଚଳ କରାଯାଉଛି । ୦୮୪୧୭ ବ୍ରହ୍ମପୁର–ପୁରୀ ପ୍ୟାସେଞ୍ଜର ବିଶେଷ ଟ୍ରେନ ମଙ୍ଗଳବାର(ଆଜି) ରାତି ୮ଟା ୩୫ ମିନିଟ୍ରେ ବ୍ରହ୍ମପୁରରୁ ଛାଡି ମଧ୍ୟରାତ୍ରି ୧ଟା ୩୦ରେ ପୁରୀ ଠାରେ ପହଞ୍ଚିବ । ୦୮୪୧୮ ପୁରୀ–ବ୍ରହ୍ମପୁର ପ୍ୟାସେଞ୍ଜର ବିଶେଷ ଟ୍ରେନ ବୁଧବାର ଭୋର ୩ ଘଟିକାରେ ପୁରୀରୁ ବ୍ରହ୍ମପୁର ଯାତ୍ରା କରିବ । […]
Read More Text.