ସାଇବର ସୁରକ୍ଷା ଅଭିଯାନ-୨୦୨୫ ଅବସରରେ ବାରିପଦା ଠାରେ ସଚେତନତା ସାଇକେଲ ରାଲି ଅନୁଷ୍ଠିତ
ବାରିପଦା – ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା ପୋଲିସ ପ୍ରଶାସନ, ମୟୂରଭଞ୍ଜଙ୍କ ମିଳିତ ଆନୁକୂଲ୍ୟରେ ସାଇବର ସୁରକ୍ଷା ସଚେତନତା ଅଭିଯାନ-୨୦୨୫ ପାଳନ ଅବସରରେ ଆଜି ମୟୂରଭଞ୍ଜ ପୋଲିସ ପ୍ରଶାସନ ପକ୍ଷରୁ ଏକ ସଚେତନତା ସାଇକେଲ ରାଲି ଆୟୋଜିତ ହୋଇଯାଇଛି I ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ବରୁଣ ଗୁଣ୍ଟୁପାଲ୍ଲୀ ଏହାକୁ ଉଦଘାଟନ କରି କହିଥିଲେ ଯେ ଏହି ରାଲି ର ମୁଖ୍ୟ ଉଦେଶ୍ୟ ହେଉଛି ସାଇବର ଠକ ମାନଙ୍କ କବଳରୁ […]
Read More Text.