ରାଷ୍ଟ୍ରପତି ନିର୍ବାଚନକୁ ବିରୋଧ: ତାଞ୍ଜାନିଆରେ ହିଂସା, ୭୦୦ ମୃତ
ଡୋଡୋମା: ରାଷ୍ଟ୍ରପତି ନିର୍ବାଚନରେ ଦେଖାଦେଇଥିବା ଅନିୟମିତତାକୁ କେନ୍ଦ୍ରକରି ଆଫ୍ରିକୀୟ ରାଷ୍ଟ୍ର ତାଞ୍ଜାନିଆରେ ଗୁରୁବାର ବିକ୍ଷୋଭ ପ୍ରଦର୍ଶିତ ହୋଇଥିବାବେଳେ ପରବର୍ତ୍ତୀ ସମୟରେ ଏହା ହିଂସାର ରୂପ ନେଇଥିଲା। ପୁଲିସ ସହ ସଂଘର୍ଷରେ ପ୍ରାୟ ୭୦୦ ଲୋକ ପ୍ରାଣ ହରାଇଥିବାବେଳେ ଶତାଧିକ ଆହତ ହୋଇଛନ୍ତି। ବିରୋଧୀ ଦଳର ପ୍ରାର୍ଥୀଙ୍କୁ ନିର୍ବାଚନ ଲଢିବାରୁ ବଞ୍ଚିତ କରାଯାଇଥିବାରୁ ଏହାର ପ୍ରତିବାଦରେ ତାଙ୍କର ସମର୍ଥକମାନେ ଦେଶବ୍ୟାପୀ ବିକ୍ଷୋଭ ପ୍ରଦର୍ଶନ କରିଥିବା କୁହାଯାଇଛି। ହିଂସା ପରିପ୍ରେକ୍ଷୀରେ ଦେଶର ଡାର୍-ଏସ୍-ସଲାମ, ମୱାନ୍ଜା ଓ ଆରୁଶା ଭଳି ଏକାଧିକ […]
Read More Text.