750x450 627730 whatsapp image 2025 10 27 at 115228

ଜଷ୍ଟିସ ସୂର୍ଯ୍ୟକାନ୍ତ ସୁପ୍ରିମକୋର୍ଟର ୫୩ତମ ସିଜେଆଇ ନିଯୁକ୍ତ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି ସୂର୍ଯ୍ୟକାନ୍ତଙ୍କୁ ପରବର୍ତ୍ତୀ ପ୍ରଧାନ ବିଚାରପତି (ସିଜେଆଇ) ନିଯୁକ୍ତ କରାଯାଇଛି। ଗୁରୁବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କ ନିଯୁକ୍ତକୁ ଅନୁୁମୋଦନ କରିଛନ୍ତି ବୋଲି ଆଇନ ମନ୍ତ୍ରୀ ଅର୍ଜୁନ ମେଘୱାଲ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଜଷ୍ଟିସ ବି.ଆର.ଗବଇ ଅବସର ନେବାପରେ ନଭେମ୍ବର ୨୪ରେ ଜଷ୍ଟିସ ସୂର୍ଯ୍ୟକାନ୍ତ ସୁପ୍ରିମକୋର୍ଟର ୫୩ତମ ସିଜେଆଇ ଭାବେ ଶପଥ ଗ୍ରହଣ କରିବେ ବୋଲି ଜଣାପଡିଛି। ୨୦୨୭ ଫେବୃଆରୀ ୯ ପର୍ଯ୍ୟନ୍ତ ସେ ଦାୟିତ୍ବ ତୁଲାଇବେ। ୧୯୬୨ ଫେବୃଆରୀ ୧୦ରେ ହରିୟାଣାର […]

Read More Text.
Trrr

ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ନକଲି ଆଧାର କାର୍ଡ

ମୁମ୍ବଇ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ନକଲି ଆଧାର କାର୍ଡ ପ୍ରସ୍ତୁତ କରାଯାଉଥିବା ଘଟଣା ଲୋକଲୋଚନକୁ ଆସିଛି। ଏହାକୁ ନେଇ ମୁମ୍ବଇ ପୁଲିସ ଅଜଣା ବ୍ୟକ୍ତିଙ୍କ ନାମରେ ମାମଲା ରୁଜୁ କରିଛି। ସୂଚନାଯୋଗ୍ୟ ଟ୍ରମ୍ପଙ୍କ ନାମରେ ନକଲି ଆଧାର କାର୍ଡ ପ୍ରସ୍ତୁତ କରାଯାଇଛି ବୋଲିି ଏନ୍‌ସିପି (ଶରଦ ପୱାର ଗୋଷ୍ଠୀ) ବିଧାୟକ ରୋହିତ ପୱାର ଅକ୍ଟୋବର ୧୬ରେ ଏକ ସାମ୍ବାଦିକ ସମ୍ମିଳନୀରେ କହିଥିଲେ। ଜାଲ ଭୋଟରଙ୍କ ତାଲିକା ପ୍ରସ୍ତୁତ କରିବାକୁ ଏଭଳି ହୀନ ଚକ୍ରାନ୍ତ କରାଯାଉଥିବା […]

Read More Text.
Images 3

ବିହାର ନିର୍ବାଚନ: ୧୦୦ ଆସନରେ ପ୍ରଭାବ ପକାଇବ ଏସ୍‌ଆଇଆର

ପାଟନା: ବିହାର ବିଧାନସଭାର ୨୪୩ ଆସନ ପାଇଁ ଆସନ୍ତା ନଭେମ୍ବର ୬ ଓ ୧୧ରେ ଦୁଇଟି ପର୍ଯ୍ୟାୟରେ ଭୋଟଗ୍ରହଣ କରାଯିବ। ଏହି ପରିପ୍ରେକ୍ଷୀରେ ବିଜେପି ନେତୃତ୍ବାଧୀନ ଏନଡିଏ ଏବଂ କଂଗ୍ରେସ ନେତୃତ୍ବାଧୀନ ଇଣ୍ଡି ମେଣ୍ଟ ସମେତ ଅନ୍ୟ ରାଜନୈତିକ ଦଳଗୁଡିକ ପ୍ରଚାର କାର୍ଯ୍ୟକୁ ବ୍ୟାପକ କରିବାରେ ଲାଗିଛନ୍ତି। ନିର୍ବାଚନ ଆୟୋଗ (ଇସି)ଙ୍କ ପକ୍ଷରୁ ଗତ ସେପ୍ଟେମ୍ବରରେ ବିହାରରେ ଏସଆଇଆର (ସ୍ବତନ୍ତ୍ର ଭୋଟର ତାଲିକା ସମୀକ୍ଷା) ଅଭିଯାନ ଚୂଡାନ୍ତ ହୋଇସାରିଛି। ଏହି ଅଭିଯାନ ଅନୁଯାୟୀ ବିହାରରେ ପଞ୍ଜିକୃତ ଭୋଟରଙ୍କ […]

Read More Text.
Flood 2

ଭିଏତନାମରେ ବନ୍ୟାର ତାଣ୍ଡବ: ୧୩ ମୃତ, ୧୧ ନିଖୋଜ

ଭିଏତନାମ : ଅନେକ ଅଞ୍ଚଳରେ ବର୍ତ୍ତମାନ ପ୍ରବଳ ବର୍ଷା ଲାଗି ରହିଛି । ଏହାରି ମଧ୍ୟରେ ଭିଏତନାମରେ ମଧ୍ୟ ପ୍ରବଳ ବର୍ଷା ହେଉଛି । ଯାହା ଏବେ ଭିଏତନାମର କେତେକ ଅଞ୍ଚଳରେ ବନ୍ୟା ସୃଷ୍ଟି କରିଛି । ପ୍ରବଳ ବର୍ଷା ଯୋଗୁଁ ବନ୍ୟାରେ ୧୩ ଜଣଙ୍କର ମୃତ୍ୟୁ ଘଟିଛି । ସୂଚନାନୁଯାୟୀ, ଭିଏତନାମରେ ପ୍ରବଳ ବର୍ଷା ଯୋଗୁଁ ଲୋକମାନେ ବହୁ ସମସ୍ୟାର ସମ୍ମୁଖୀନ କରୁଛନ୍ତି । ଭିଏତନାମରେ ବନ୍ୟା ପରିସ୍ଥିତି କାରଣରୁ ୧୩ ଜଣଙ୍କ ମୃତ୍ୟୁ ହୋଇଛନ୍ତି । ଏଥିସହ […]

Read More Text.
Landslide 1

ପାପୁଆ ନ୍ୟୁ ଗିନିରେ ଭୂସ୍ଖଳନ, ୨୧ ମୃତ

ଅଷ୍ଟ୍ରେଲିଆ : ପାପୁଆ ନ୍ୟୁ ଗିନିର ପାର୍ବତ୍ୟ ଅଞ୍ଚଳରେ ଭୂସ୍ଖଳନ ହୋଇଛି । ଏପରି ଘଟଣା ଗୁରୁବାର ବିଳମ୍ବିତ ରାତିରେ ଦେଖିବାକୁ ମିଳିଛି । ଏହି ଭୂସ୍ଖଳନରେ ପ୍ରାୟ ୨୧ ଜଣଙ୍କର ମୃତ୍ୟୁ ଘଟିଛି । ଏହି ଭୂସ୍ଖଳନରେ ଏଙ୍ଗା ପ୍ରଦେଶର କୁକାସ ଗାଁରେ ଅନେକ ଘର ନଷ୍ଟ ହୋଇଯାଇଛି । ଯାହା ଅଷ୍ଟ୍ରେଲିୟ ବ୍ରଡକାଷ୍ଟିଂ କର୍ପୋରେସନ (ଏବିସି) ପୋଲିସକୁ ସୂଚନା ଦେଇଛି ।  ପ୍ରାୟ ରାତି ୨ଟା ସମୟରେ ଏପରି ଘଟଣା ଦେଖିବାକୁ ମିଳିଛି । ସୂଚନାନୁଯାୟୀ, […]

Read More Text.
Pm modi 3

୧୫୦ତମ ଜୟନ୍ତୀରେ ସର୍ଦ୍ଦାର ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ

ଗୁଜରାଟ: ଆଜି ଏକତା ଦିବସ ପାଳୁଛି ଦେଶ । ୧୫୦ତମ ଜୟନ୍ତୀରେ ଲୌହ ମାନବ ସର୍ଦ୍ଦାର ପଟେଲଙ୍କୁ କୃତଜ୍ଞତା ଜଣାଉଛି ଦେଶ । ଗୁଜରାଟରେ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ପ୍ରଧାନମନ୍ତ୍ରୀ ମୋଦି ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି । ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଷ୍ଟାଚ୍ୟୁରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଭାରତର ଲୌହପୁରୁଷ ସର୍ଦ୍ଦାର ବଳ୍ଲଭଭାଇ ପଟେଲଙ୍କ ଜନ୍ମ ବାର୍ଷିକୀ ରାଷ୍ଟ୍ରୀୟ ଏକତା ଦିବସ ପ୍ରତିବର୍ଷ ଅକ୍ଟୋବର ୩୧ରେ ପାଳନ କରାଯାଉଛି । ରାଷ୍ଟ୍ରୀୟ ଏକତା […]

Read More Text.
Whatsapp image 2025 10 31 at 1.17.41 pm 1068x572

ଜଳ ସମ୍ପଦ ବିଭାଗର ବିସ୍ତୃତ କାର୍ଯ୍ୟାବଳୀ ସମ୍ପର୍କରେ ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ପୂର୍ବାହ୍ନ ୧୦ଟା ସମୟରେ ରାଜୀବ ଭବନସ୍ଥିତ ଜଳ ସମ୍ପଦ ବିଭାଗ ପରିଦର୍ଶନ କରି ବିଭାଗର ବିସ୍ତୃତ କାର୍ଯ୍ୟାବଳୀ ସମ୍ପର୍କରେ ପଚାରି ବୁଝିଛନ୍ତି। ମୁଖ୍ୟମନ୍ତ୍ରୀ ଜଳ ସମ୍ପଦ ବିଭାଗରେ ପହଞ୍ଚି ପ୍ରଥମେ ଅଷ୍ଟମ ମହଲାସ୍ଥିତ ରାଜ୍ୟ ଜଳ ବିଜ୍ଞାନ ତଥ୍ୟ କେନ୍ଦ୍ର ଯାଇ ସେଠାରେ ରାଜ୍ୟରେ ବିଭିନ୍ନ ଜଳ ଭଣ୍ଡାର ଓ ନଦୀ ଗୁଡିକରେ ଜଳ ସ୍ଥିତି ଅନୁଧ୍ୟାନ କରିବା ସହିତ ଏହାର କାର୍ଯ୍ୟ ପ୍ରଣାଳୀ ସମ୍ପର୍କରେ ବୁଝିଥିଲେ। […]

Read More Text.
Crocodile 1068x601

ପୋଖରୀରୁ କୁମ୍ଭୀର ଉଦ୍ଧାର

ପଟ୍ଟାମୁଣ୍ଡାଇ: ପୁଣି ପଟ୍ଟାମୁଣ୍ଡାଇରେ କୁମ୍ଭୀର ଆତଙ୍କ। ପଟ୍ଟାମୁଣ୍ଡାଇ ପୌର ପରିଷଦ ଅନ୍ତର୍ଗତ ୧୫ନଂ ୱାର୍ଡ ଅଳଭା ଗ୍ରାମରେ ବିଶ୍ୱନାଥ ନାୟକଙ୍କ ପୋଖରୀରୁ ଧରାହୋଇଛି ୧୦ ଫୁଟ ଲମ୍ବର କୁମ୍ଭୀର। ବନ ବିଭାଗ କର୍ମଚାରୀ କୁମ୍ଭୀରକୁ ଧରିନେଇଛନ୍ତି। ସୂଚନା ମୁତାବକ, ଗୁରୁବାର ବିଳମ୍ବିତ ରାତିରେ ରାଜନଗର-ପଟ୍ଟାମୁଣ୍ଡାଇ ମୁଖ୍ୟ ରାସ୍ତାର ଅଳଭା ଗାଁ ନିକଟରେ ଏକ ବିରାଟ କୁମ୍ଭୀର ଶୋଇଥିବା ଜଣେ ଟ୍ରକ ଚାଳକ ଦେଖି ଟ୍ରକ ଅଟକାଇ ଥିଲେ। ସ୍ଥାନୀୟ ଲୋକେ ଆସିଯିବାରୁ କୁମ୍ଭୀରଟି ନିକଟରେ ଥିବା ପୋଖରୀକୁ […]

Read More Text.
Bjd 2 1068x601

୩ରେ ନୂଆପଡ଼ା ଗସ୍ତ କରିବେ ନବୀନ

ଭୁବନେଶ୍ବର: ଆସନ୍ତା ୩ ତାରିଖରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନୂଆପଡ଼ା ଗସ୍ତରେ ଯିବେ। ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ସେ ଦଳୀୟ ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ପ୍ରଚାର କରିବେ। ଏ ସମ୍ପର୍କରେ ଶୁକ୍ରବାର ବିଜେଡି ପକ୍ଷରୁ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି। ସାମ୍ବାଦିକ ସମ୍ମିଳନୀରେ ବିଜେଡି ଉପସଭାପତି ଦେବୀ ମିଶ୍ର, ବରିଷ୍ଠ ନେତା ଅତନୁ ସବ୍ୟସାଚୀ ନାୟକ, ରାଜ୍ୟ ସଭା ସାଂସଦ ନିରଞ୍ଜନ ବିଶି, ଜିଲ୍ଲା ବିଜେଡି ସଭାପତି ଅବନୀ ରଞ୍ଜନ ଯୋଶୀ […]

Read More Text.
Accident

ଟ୍ରକ୍ ଧକ୍କାରେ ଜଣେ ମୃତ, ୨ ଗୁରୁତର

କେନ୍ଦୁଝର : କେନ୍ଦୁଝରରେ ଟ୍ରକ୍ ଧକ୍କାରେ ବାପା ମୃତ,ଝିଅ ଓ ଦାଦା ଗୁରୁତର I  ଆଜି ଦିନ ପ୍ରାୟ ୧୧ଟା ବେଳେ ସଦର ଥାନା ଉପର କୁସୁମିତା କଶିରାସାହିର ବିଦ୍ୟାଧର ନାଏକ  ଝିଅକୁ ରାଇସୁଆଁ ଆବାସିକା ବିଦ୍ୟାଳୟରେ ଛାଡ଼ିବାକୁ ଘରୁ ଭାଇଙ୍କ ସହ ମୋଟର ସାଇକେଲରେ ଯାଇଥିଲେ ।  ପଦ୍ମପୁର ବଜାରରୁ ଝିଅ ପାଇଁ କିଛି ଜିନିଷ କିଣିବାକୁ ଆସୁଥିବା ବେଳେ ପଦ୍ମପୁର କଲେଜ ଛକ ନିକଟରେ ଏକ ୧୪ ଚକିଆ ଟ୍ରକ୍ ମୋଟର ସାଇକେଲକୁ ଧକ୍କା ଦେଇଥିଲା […]

Read More Text.