Medical 1

ଚିକିତ୍ସାରେ ଅବହେଳାରୁ ଶିଶୁ ମୃତ୍ୟୁ ଅଭିଯୋଗ : ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଉତ୍ତେଜନା

ବାଲେଶ୍ଵର: ଶିଶୁ ମୃତ୍ୟୁ ଅଭିଯୋଗରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଉତ୍ତେଜନା। ଚିକିତ୍ସା ଅବହେଳା ପାଇଁ ଜଣେ ୩ ମାସର ଶିଶୁପୁତ୍ରର ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ମୃତ ଶିଶୁ ବାଲେଶ୍ବର ଜିଲ୍ଲା ଜଳେଶ୍ଵର ଥାନା ଜମାଳପୁର ଅଞ୍ଚଳର ଶମ୍ଭୁନାଥ ରାଉଳଙ୍କ ତିନିମାସର ଶିଶୁ ପୁତ୍ର ଅଭିଜିତ ରାଉଳ ବୋଲି ଜଣାପଡିଛି। ମିଳିଥିବା ସୂଚନା ଅନୁଯାୟୀ ଅଭିଜିତର ଦେହ ଅସୁସ୍ଥ ଥିବାରୁ ପରିବାର ଲୋକେ ତାକୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଶିଶୁ ଭବନ ଆଇସିୟୁରେ ଭର୍ତ୍ତି […]

Read More Text.
୨

ମାଟି ଅତଡା ଧସି ୨୦ଆଦିବାସୀ ଗ୍ରାମକୁ ଯାତାୟତ ଠପ୍

ପାତ୍ରପୁର: ସାମୁଦ୍ରିକ ଝଡ ମନ୍ଥା ପ୍ରଭାବରେ ଗଞ୍ଜାମ ଜିଲାର ପାତ୍ରପୁର ବ୍ଲକ୍ ରେ ଜିଲ୍ଲାର ସର୍ବାଧିକ ବୃଷ୍ଟି ରେକଡ୍ ହୋଇଛି। ବର୍ଷା ଫଳରେ ଦୁର୍ଗମ ପାହାଡ ଅଞ୍ଚଳରେ ଆଦିବାସୀ କରିଥିବା ବିଭିନ୍ନ ଫସଲ ମାଟିରେ ଅତଡାରେ ନଷ୍ଟ ହେବା ଆଶଙ୍କା ଦେଖା ଦେଇଛି। ଗତକାଲି ରାତିରେ ପ୍ରବଳ ବର୍ଷା ଫଳରେ ପାହାଡ ତଳ ତାଡ଼କା ସାହି ଠାରୁ ଆଙ୍କୁଲି ରାସ୍ତାର ତିତିରିସିଙ୍ଗୀ ଗ୍ରାମ ନିକଟ ରାଇ ପାଟ ନିକଟରେ ମାଟି ଅତଡା ଖସି ପଡିଛି। ଫଳରେ ପାହାଡ […]

Read More Text.
Governor 1068x601

ରାଜଭବନ ସଚିବାଳୟ କାର୍ଯ୍ୟର ସମୀକ୍ଷା କଲେ ରାଜ୍ୟପାଳ

ଭୁବନେଶ୍ବର: ରାଜଭବନ ସଚିବାଳୟ କାର୍ଯ୍ୟର ସମୀକ୍ଷା କରିଛନ୍ତି ରାଜ୍ୟପାଳ ଡ. ହରିବାବୁ କମ୍ଭମପଟି। ଏ ନେଇ ରାଜଭବନ ମିନି କନଫରେନ୍ସ ହଲ​‌ରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ରାଜ୍ୟପାଳ ଅଧିକାରୀମାନଙ୍କ ସହିତ ଆଲୋଚନା କରିବା ସହିତ ବିଭିନ୍ନ ସେକ୍ସନର ପ୍ରଦର୍ଶନର ମୂଲ୍ୟାଙ୍କନ କରିଥିଲେ। ବିଶେଷ କରି ଉଚ୍ଚଶିକ୍ଷା, ଜନଜାତି ମଙ୍ଗଳ ଏବଂ ସାଧାରଣ ସେବା କାର୍ଯ୍ୟଗୁଡ଼ିକର ସମୀକ୍ଷା କରିଥିଲେ। ଦଳଗତ କାର୍ଯ୍ୟ, ସମନ୍ବୟ ଏବଂ ଅଧିକାରୀମାନଙ୍କ ମଧ୍ୟରେ ପ୍ରଭାବଶାଳୀ ଯୋଗାଯୋଗ ରହିଲେ ଅନୁଷ୍ଠାନ ଓ ଜନସେବା କାର୍ଯ୍ୟଗୁଡ଼ିକ […]

Read More Text.
Vigi

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଜିଏସଟି ଅଧିକାରୀ

ଟିଟିଲାଗଡ଼:  ୧୨ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି ଟିଟିଲାଗଡ଼ ସି.ଟି. ଏଣ୍ଡ ଜି.ଏସ.ଟି. ଅଧିକାରୀ ଉମାକାନ୍ତ ମହାକୁର । ଜଣେ ବ୍ୟବସାୟୀ ରମେଶ ବସ୍ତିଆଙ୍କ ମିଥ୍ୟା ଜୋରିମାନା ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଅଧିକାରୀ ଶ୍ରୀ ମହାକୁର । ରମେଶଙ୍କୁ ୨୩ ହଜାର ୬ ଶହ ଟଙ୍କା ଜୋରିମାନା କରାଯାଇଥିଲା । ଜୋରିମାନାକୁ ୭୫୦୦ ଟଙ୍କା କରିଦେବା ପାଇଁ ୧୨ ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ଏନେଇ ରମେଶ […]

Read More Text.
R0 0 800 600 w800 h600 fmax

ମହୁମାଛି ଆକ୍ରମଣରେ ଛେଳି ଚରାଳି ମୃତ

ଚମ୍ପୁଆ : ମହୁମାଛି ଆକ୍ରମଣରେ ଜଣେ ମୃତ, ଦୁଇ ଗୁରୁତର। କେନ୍ଦୁଝର ଜିଲ୍ଲା ଚମ୍ପୁଆ ରେଞ୍ଜ ଅଞ୍ଚଳରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ରାମଚନ୍ଦ୍ରପୁରର ନିରାଶ ମୁଣ୍ଡା ବୋଲି ଜଣାପଡିଛି। ଦୁଇ ଗୁରୁତରଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଚମ୍ପୁଆ ମେଡିକାଲରେ ଭର୍ତ୍ତି କରାଯାଇଛି। ୩ ଜଣ ଛେଳି ଚରାଇବାକୁ ଯାଇଥିବା ମହୁମାଛି ଆକ୍ରମଣ ଶିକାର ହୋଇଥିଲେ।

Read More Text.
Car 1

କାଚ ଭାଙ୍ଗି କାରରୁ ୨୦ ଲକ୍ଷ ଟଙ୍କା ଲୁଟ୍

ବରଗଡ : ବରଗଡ ଗାନ୍ଧୀ ଛକରେ ଅଭାବନୀୟ ଘଟଣା ଘଟିଛି। କାର୍‌ କାଚ ଭାଙ୍ଗି ୨୦ ଲକ୍ଷ ଟଙ୍କା ଲୁଟ୍ ହୋଇଛି। ହୋଟେଲରେ ଖାଇବା ସମୟରେ କିଛି ଦୁର୍ବୁତ୍ତ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। କିଛି ଯୁବକ ଗାନ୍ଧୀ ଛକରେ ଥିବା ଏକ ହୋଟେଲକୁ ଖାଇବାକୁ ଯାଇଥିଲେ। ବରଗଡ ଏସ୍‌ବିଆଇରୁ ୧୫ ଲକ୍ଷ ଏବଂ ଏଟିଏମ୍‌ରୁ ୫ ଲକ୍ଷ ଉଠାଇଥିଲେ। ବ୍ୟକ୍ତିମାନେ କାର୍‌ର ଆଗ ସିଟ୍ ତଳେ ଟଙ୍କା ରଖି ଖାଇବାକୁ ଯାଇଥିଲେ। ଏତିକିବେଳେ କିଛି […]

Read More Text.
Recent photo 1685551121

ବାତ୍ୟା ‘ମୋନ୍ଥା’ର ପ୍ରଭାବ: ବଢ଼ିଲା ଯୁକ୍ତ ଦୁଇ ଫର୍ମ ପୂରଣ ଅବଧି

ଭୁବନେଶ୍ଵର: ବାତ୍ୟା ମନ୍ଥା ପାଇଁ ଯୁକ୍ତ ଦୁଇ ଫର୍ମ ପୂରଣର ତାରିଖକୁ ଘୁଞ୍ଚାଇ ଦିଆଯାଇଛି। ଅକ୍ଟୋବର ୨୮ରେ ୨୦୨୬ର ଯୁକ୍ତ ଦୁଇ ପରୀକ୍ଷା ପାଇଁ ଫର୍ମ ପୂରଣର ଶେଷ ତାରିଖ ଥିଲା। ହେଲେ ବାତ୍ୟା ମନ୍ଥା ପ୍ରଭାବ ପାଇଁ ଅନେକ କଲେଜର ଛାତ୍ରଛାତ୍ରୀମାନେ ଫର୍ମ ପୂରଣ କରିପାରିନାହାନ୍ତି। ଏ ନେଇ କଲେଜ ଗୁଡିକ ଠାରୁ ନିବେଦନ ଆସିବା ପରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଏବଂ ତାରିଖକୁ ଘୁଞ୍ଚାଇ ଦିଆଯାଇଛି। ପୂର୍ବରୁ […]

Read More Text.
Suresa pujari

ବାତ୍ୟାରେ ୩୩ ବ୍ଲକ ଓ ୧୧ ସହରାଞ୍ଚଳ ପ୍ରଭାବିତ, କ୍ଷୟକ୍ଷତି ଆକଳନ କରି ୭୨ ଘଣ୍ଟାରେ ରିପୋର୍ଟ ଦେବେ ଜିଲ୍ଲା ପ୍ରଶାସନ

ଭୁବନେଶ୍ୱର : ବାତ୍ୟା ମୋନ୍ଥାରେ ରାଜ୍ୟର ୩୩ ବ୍ଲକ ଓ ୧୧ ସହରାଞ୍ଚଳ ପ୍ରଭାବିତ। କାଲିଠାରୁ କ୍ଷୟକ୍ଷତି ନେଇ ରିପୋର୍ଟ ସଂଗ୍ରହ କରିବେ ଜିଲ୍ଲାପାଳ। ଫସଲର କ୍ଷୟକ୍ଷତି ନେଇ ତଥ୍ୟ ସଂଗ୍ରହ କରିବେ ଅଧିକାରୀ । ସଠିକ ଆକଳନ କରି ୭୨ ଘଣ୍ଟାରେ ରିପୋର୍ଟ ଦେବେ ଜିଲ୍ଲାପ୍ରଶାସନ । ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ଘର ଭାଙ୍ଗିଥିଲେ ସର୍ଭେ କରାଯାଇ ତୁରନ୍ତ କ୍ଷତିପୂରଣ ଦିଆଯିବ । ଆକଳନ ବେଳେ […]

Read More Text.
Ravenshaw clg

ରେଭେନ୍ସା ଇଷ୍ଟ ହଷ୍ଟେଲ୍‌ରେ ଝାଡ଼ାବାନ୍ତି: ୧୫ରୁ ଅଧିକ ଛାତ୍ର ଆକ୍ରାନ୍ତ

କଟକ: ରେଭେନ୍ସା ଇଷ୍ଟ ହଷ୍ଟେଲର ୧୫ ଛାତ୍ର ଅସୁସ୍ଥ । ଫୁଡ ପଏଜନ ପାଇଁ ୧୫ ଛାତ୍ର ଅସୁସ୍ଥ ହୋଇଥିବା ସୂଚନା ମିଳିଛି । ସମସ୍ତଙ୍କୁ SCB ମେଡିକାଲରେ ଭର୍ତ୍ତି କରାଯାଇଛି । ପ୍ରାଥମିକ ପର୍ଯ୍ୟାୟରୁ ପିଇବା ପାଣିରୁ ଫୁଡ ପଏଜନ ହୋଇଥିବା ଜଣାପଡିଛି । ପାଣି ପରୀକ୍ଷା ପାଇଁ ପଠାଯାଇଛି । ଗତକାଲି ରାତିରେ ହଷ୍ଟେଲର ଅନ୍ତେବାସୀମାନେ ଭାତ, ରୁଟି, ଅଣ୍ଡା ତଡକା ଓ ଭଜା ଖାଇଥିଲେ । ହଷ୍ଟେଲରେ ପ୍ରାୟ ୧୮୦ ଛାତ୍ର ରହୁଥିଲେ । […]

Read More Text.
Mao b

ଆତ୍ମସମର୍ପଣ କଲେ ଦୁଇ ହାର୍ଡକୋର ମାଓବାଦୀ

ମାଲକାନଗିରି: ଦୁଇ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ । ମାଲକାନଗିରି ଜିଲ୍ଲା ସୀମାନ୍ତ ତେଲେଙ୍ଗାନା ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି । ମାଓ ସଙ୍ଗଠନର ସେଣ୍ଟ୍ରାଲ କମିଟି ମେମ୍ବର ପୁଲୁରି ପ୍ରସାଦ ରାଓ ଓରଫ ଚନ୍ଦ୍ରନ୍ନା, ଷ୍ଟେଟ କମିଟି ସଦସ୍ୟ ବି.ପ୍ରକାଶ ଓରଫ ପ୍ରଭାତ ଆତ୍ମସମର୍ପଣ କରିଛନ୍ତି । ତାଙ୍କ ନାମରେ ଦେଢ କୋଟିରୁ ଅଧିକ ଟଙ୍କାର ପୁରଷ୍କାର ରାଶି ରହିଛି । ୪ଟି ରାଜ୍ୟରେ ଏମାନେ ମୋଷ୍ଟ ୱାଣ୍ଟେଡ ରହିଥିଲେ । ସିସି ମେମ୍ବର ପୁଲୁରି ପ୍ରସାଦ ରାଓର […]

Read More Text.