ସମ୍ଭାବ୍ୟ ବାତ୍ୟା ଓ ବର୍ଷାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳଙ୍କ ଆଭାସୀ ମାଧ୍ୟମରେ ପ୍ରାକ ପ୍ରସ୍ତୁତି ବୈଠକ
ବାରିପଦା: ଜିଲ୍ଲାରେ ସମ୍ଭାବ୍ୟ ବାତ୍ୟା ଏବଂ ବୃଷ୍ଟିପାତକୁ ଦୃଷ୍ଟିରେ ରଖି, ଏହାର ମୁକାବିଲା ପାଇଁ ଓ ପୂର୍ବ ପ୍ରସ୍ତୁତି ନିମନ୍ତେ ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟଙ୍କ ଅଧ୍ୟକ୍ଷତାରେ ଆଭାସୀ ମାଧ୍ୟମରେ ଏକ ପ୍ରାକପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପାଣିପାଗ ବିଭାଗ ସୂଚନାନୁସାରେ ବାତ୍ୟାର ସମ୍ଭାବନା ରହୁଥିବାରୁ ଜିଲ୍ଲାରେ ସମସ୍ତ ପ୍ରକାର ଆପଦକାଳୀନ ପ୍ରସ୍ତୁତି ବ୍ୟବସ୍ଥା ପ୍ରତି ଧ୍ୟାନ ଦେବାପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏଥି ନିମନ୍ତେ, ସମ୍ବେଦନଶିଳ ତହସିଲ, ବ୍ଲକ ଏବଂ ଗ୍ରାମ […]
Read More Text.