ଜିଲ୍ଲାସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ
ବାରିପଦା – ମୟୂରଭଞ୍ଜ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ଆନୁକୂଲ୍ୟରେ ବାରିପଦାସ୍ଥିତ ଲେଡି ହେମିଲଟନ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲାସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି l ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ମୀନାରାଣୀ ପାତ୍ରଙ୍କ ସଭାପତିତ୍ୱରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ସେଠୀ, ଜିଲ୍ଲା ବିଜ୍ଞାନ ପରିଦର୍ଶକ ଯୋଗଦେଇ ନାଟକର ଉପାଦାୟତା ଉପରେ ଆଲୋକପାତ କରିଥିଲେ l ଜିଲ୍ଲାରୁ ମୋଟ ଆଠଟି ବିଦ୍ୟାଳୟର ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ l ସେହି ବିଦ୍ୟାଳୟଗୁଡିକ ହେଲା […]
Read More Text.