ମଦ ଦୋକାନକୁ ବିରୋଧ କରି ତାତିଲେ ଲୋକେ, ତାଲା ଭାଙ୍ଗି ଲୁଟିନେଲେ ପେଟି ପେଟି ମଦ
ଯାଜପୁର : ମଦ ଦୋକାନକୁ ବିରୋଧ କରି ତାତିଲେ ଲୋକେ । ତାଲା ଭାଙ୍ଗି ଲୁଟିନେଲେ ପେଟି ପେଟି ମଦ । ଯିଏ ଯେମିତି ପାରିଲା ବୋହିନେଲା । ମଦ ଦୋକାନ ଉଦଘାଟନ ପୂର୍ବରୁ ଦୋକାନ ତାଲା ଭାଙ୍ଗି ନେଇଗଲେ ପେଟି ପେଟି ମଦ। ଏଭଳି ରୋଚକ ଘଟଣା ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲା ଚଣ୍ଡିଖୋଲ ନିକଟ କଣ୍ଟିଗଡ଼ିଆ ମୌଜା ଗାନ୍ଧୀ ଛକରେ। ସୂଚନା ଅନୁଯାୟୀ, ଏଠାରେ ସରକାରୀ ସ୍ୱୀକୃତି ପ୍ରାପ୍ତ ବିଦେଶୀ ମଦ ଦୋକାନ ଖୋଲାଯିବାର ଥିଲା […]
Read More Text.