ପର୍ଯ୍ୟଟକଙ୍କ ପାଇଁ ଆଜିଠୁ ଖୋଲିଲା ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟ
ଭୁବନେଶ୍ୱର : ଖୋଲିଲା ଶିମିଳିପାଳ । ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଅଭୟାରଣ୍ୟ ଖୋଲିଛି । ଦୁଇଟି ଗେଟ୍ ଦେଇ ପ୍ରବେଶ କରୁଛନ୍ତି ପର୍ଯ୍ୟଟକ । ପିଠାବଟା ଓ କାଳିଆଣି ଫାଟକ ଦେଇ ୨୦୦ ଶହରୁ ଅଧିକ ପର୍ଯ୍ୟଟକ ପ୍ରବେଶ କରିଛନ୍ତି । ବ୍ୟାଘ୍ର ପ୍ରକଳ୍ପର ମଜା ନେବେ ପର୍ଯ୍ୟଟକ । ପ୍ରଥମ ଦିନରେ ଶିମିଳିପାଳ ଅଭୟାରଣ୍ୟକୁ ପ୍ରବେଶ କରି ବେସ ଉତ୍ସାହିତ ପର୍ଯ୍ୟଟକ । ଆଜିଠୁ ପୁଣି ଥରେ ଖୋଲା ଜିମ୍ନି ଗାଡିରେ ବସି କୋର ଅଞ୍ଚଳ […]
Read More Text.