America

ସିରିୟା ISIS ଆଡ୍ଡା ଉପରେ ଆମେରିକାର ଏୟାରଷ୍ଟ୍ରାଇକ

ନୂଆଦିଲ୍ଲୀ : ଆଇଏସର ଆତଙ୍କବାଦୀଙ୍କ ଉପରେ ପୁଣି ଥରେ ଏୟାର ଷ୍ଟ୍ରାଇକ୍ କରିଛି ଆମେରିକା । ଆମେରିକା ଆଇଏସର ଅନେକ ଠିକଣା ଉପରେ ମିସାଇଲ ମାଡ଼ କରିଛି । ଗତ ମାସରେ ଆମେରିକାର ତିନି ଜଣ ନାଗରିକଙ୍କୁ ହତ୍ୟା ପରେ ଶନିବାର ସିରିୟାରେ ୟୁଏସର ଏହି ଅପରେସନ କରିଛି । ୟୁଏସ ସେଣ୍ଟ୍ରାଲ୍ କମାଣ୍ଡ କହିଛି ଯେ, ଶନିବାର ଦିନ ୧୨ଟା୩୦ରେ ସିରିୟାରେ ବାୟୁ ସେନା ଏୟାର ଷ୍ଟ୍ରାଇକ୍ କରିଛି । ଅନ୍ୟ ସହଯୋଗୀ ଦେଶ ସହ ମିଳିତ […]

Read More Text.
Cyberthaka 300x166

୨୦ କୋଟି ଟଙ୍କାର ଠକେଇ, ଆନ୍ତଃରାଜ୍ୟ ଗ୍ୟାଙ୍ଗର ୧୨ସାଇବର ଠକଙ୍କୁ ବାନ୍ଧିଲା କମିଶନରେଟ ପୋଲିସ

ଭୁବନେଶ୍ବର : ୨୦କୋଟି ଟଙ୍କାର ସାଇବର ଠକେଇ । କମିଶନରେଟ ପୋଲିସକୁ ବଡ଼ ସଫଳତା ।  ଆନ୍ତଃରାଜ୍ୟ ଗ୍ୟାଙ୍ଗର ୧୨ଗିରଫ ।  ଏଥିରେ ବିହାରର ୭, କେରଳର ୪, ଓଡ଼ିଶାରୁ ଜଣେ ଗିରଫ ।  ସେମାନଙ୍କ ନିକଟରୁ ୩୦ କି ପ୍ୟାଡ ମୋବାଇଲ, ୩୦ ଆଣ୍ଡ୍ରଏଡ ମୋବାଇଲ ଏବଂ ଅନେକ ଗୁରୁତ୍ଵ ପୂର୍ଣ୍ଣ କାଗଜ ଜବତ ହୋଇଛି । ବଡ ଧରଣର ସାଇବର ସିଣ୍ଡିକେଟ୍ କୁ ଧରିଲା କମିଶନରେଟ ପୋଲିସ I  7 ବର୍ଷ ରୁ ଅଧିକ […]

Read More Text.
Murder case

ବ୍ୟବସାୟୀଙ୍କୁ ପଥରରେ ଛେଚି ହତ୍ୟା

କଟକ: କଟକରେ ବ୍ୟବସାୟୀଙ୍କୁ ନିର୍ମମ ହତ୍ୟା ।  ଖାନନଗର ଅଞ୍ଚଳର ରାସ୍ତା କଡ଼ରେ ପଡ଼ିଛି ଯୁବକଙ୍କ ରକ୍ତାକ୍ତ ମୃତଦେହ ।  ମୃତ ମାଛ ବ୍ୟବସାୟୀ ପୁରୀଘାଟ ଅଞ୍ଚଳର ପପୁ ଦାଶ ।  ତାଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ପୂର୍ବ ଶତ୍ରୁତା ନା ଅନ୍ୟ କୌଣସି କାରଣ ପାଇଁ ଯୁବକଙ୍କୁ ହତ୍ୟା କରାଯାଇଛି ।  ବାଦାମବାଡି ଥାନା ପୋଲିସ ଓ ସାଇଣ୍ଟିଫିକ୍ ଟିମ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି ।

Read More Text.
Dead body 300x173

ବିଲ ମଝିରୁ ଅଧାପୋଡା ମୃତଦେହ ଜବତ

ଭଦ୍ରକ: ଭଦ୍ରକ ଜିଲ୍ଲାରେ ବିଲ ମଝିରୁ ମିଳିଲା ଅଧାପୋଡା ମୃତଦେହ । ମୃତଦେହ ଜବର କରି ତଦନ୍ତ କରୁଛି ପୁଲିସ । ରାଜ୍ୟରେ ଦିନକୁ ଦିନ ବଢୁଥିବା ଅପରାଧ ପୁଲିସ ପାଇଁ ମୁଣ୍ଡବିନ୍ଧ ସାଜୁଛି । କିନ୍ତୁ ଅପରାଧ କମିବା ବଦଳରେ ବଢ଼ିବାରେ ଲାଗିଛି । ଏହାରି ଭିତରେ ଭଦ୍ରକ ଜିଲ୍ଲାରୁ ଆଉ ଏକ ଆଶ୍ଚର୍ଯ୍ୟ କଲା ଭଳି ଘଟଣା ସାମ୍ନାକୁ ଆସିଛି । ଭଦ୍ରକ ଜିଲ୍ଲାରେ ବିଲ ମଝିରୁ ଅଧାପୋଡା ମୃତଦେହ ମିଳିଛି । ମୃତଦେହକୁ […]

Read More Text.
7a0b00fc 2440 460b b8db e4913d9e9cea 1068x497

ରାଜଧାନୀରେ ଜଳିଗଲା ଆଉ ଏକ ଆମ ବସ

ଭୁବନେଶ୍ୱର:ରାଜଧାନୀ ଭୁବନେଶ୍ବରରେ ପୁଣିଥରେ ‘ଆମ ବସ’ରେ ନିଆଁ । ପଟିଆରେ ଥିବା ଏକ ବସ୍ ଡିପୋରେ ବସରେ ଅଗ୍ନିକାଣ୍ଡ ଘଟିଛି । ବସରେ ନିଆଁ ଲାଗିବା ପରେ ସାରା ଅଞ୍ଚଳରେ ଧୂଆଁମୟ ହୋଇଯାଇଥିଲା । ଖବର ପାଇଁ ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ କରିଛନ୍ତି । ଶେଷ ଖବର ସୁଦ୍ଧା ନିଆଁ ଲିଭା କାର୍ଯ୍ୟ ଜାରି ରହିଥିଲା । ତେବେ କେଉଁ କାରଣରୁ ବସରେ ନିଆଁ ଲାଗିଲା କାରଣ ଅସ୍ପଷ୍ଟ ରହିଛି […]

Read More Text.

୧୫ରେ ୧୨ ଘଣ୍ଟିଆ ବରଗଡ଼ ବନ୍ଦ ଡାକରା

ବରଗଡ଼: ଜାନୁଆରୀ ୧୫ ତାରିଖରେ ବରଗଡ଼ ବନ୍ଦ ଡାକରା ଦିଆଯାଇଛି। ବରଗଡ଼ ଜିଲାରୁ ରୋହିଙ୍ଗୀଆ ଅନୁପ୍ରବେଶକାରୀଙ୍କୁ ହଟାଇବା ଏବଂ ଅପରାଧ ନିୟନ୍ତ୍ରଣ ଦାବି ନେଇ ବଜରଙ୍ଗ ଦଳ ଆସନ୍ତା ୧୫ତାରିଖ ବରଗଡ଼ ଜିଲା ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଜରୁରୀକାଳୀନ ସେବା ବ୍ୟତୀତ ସମସ୍ତ ସରକାରୀ, ବେସରକାରୀ ଦପ୍ତର, ସ୍କୁଲ, କଲେଜ, ଗାଡିମୋଟର ବନ୍ଦ ରହିବ। ଏ ନେଇ ବଜରଙ୍ଗ ଦଳର ବରଗଡ଼ ଜିଲା ସଂଯୋଜକ ସଞ୍ଜୀବ କୁମାର […]

Read More Text.
Accident

ପିକଅପ ଡ୍ରାଇଭରଙ୍କ ବେପରୁଆ ଗାଡି ଚାଳନା: ଚାଲିଗଲା ୨ ଜୀବନ, ୨ ଗୁରୁତର

କଲମପୁର:କଳାହାଣ୍ଡି ଜିଲ୍ଲା ଜୟପାଟଣାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ପିକଅପ ଡ୍ରାଇଭରଙ୍କ ବେପାରୁଆ ଗାଡି ଚାଳନା ଯୋଗୁଁ ଶିଶୁ ସମେତ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ ଏକ ପିକଅପ ଗାଡି ଜୟପାଟଣା ରୁ ବାନେର ପଟ କୁ ଆସୁଥିବା ବେଳେ ପ୍ରଥମେ ସଦଗୁରୁ ପେଟ୍ରୋଲ ଟ୍ୟାଙ୍କି ନିକଟରେ ଜଣେ ଶିକ୍ଷକ ଙ୍କୁ ଧକ୍କା ଦେଇଥିଲା। ପୁର୍ନବାର ଗୀତାଭବନ ନିକଟରେ ସିନ୍ଦକାଗୁଡା ରୁ ବଡକର୍ଲାକୋଟ କୁ ଯାଉଥିବା […]

Read More Text.
Cm majhi

ସମ୍ବଲପୁରରେ ବୃହତ ୱାଟର ସପ୍ଲାଏ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ, ମିଳିବ ୨୪ ଘଣ୍ଟିଆ ବିଶୁଦ୍ଧ ପାଣି

ସମ୍ବଲପୁର: ସମ୍ବଲପୁର ସହରବାସୀଙ୍କ ଦୀର୍ଘଦିନର ପିଇବା ପାଣି ସମସ୍ୟାକୁ ଦୃଷ୍ଟିରେ ରଖି ସମ୍ବଲପୁର ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇଦେବା ଉଦ୍ଦେଶ୍ୟରେ ୪୫୧ କୋଟି ୨୪ ଲକ୍ଷ ଟଙ୍କା ବ୍ୟୟରେ ଏକ ବୃହତ ୱାଟର ସପ୍ଲାଏ ପ୍ରକଳ୍ପର ଭିତ୍ତିପ୍ରସ୍ତର କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ । ଏହି ପ୍ରକଳ୍ପ ଅଧୀନରେ ସମ୍ବଲପୁର ସହର ମଧ୍ୟରେ ପ୍ରାୟ ୩୪୦ କିଲୋମିଟର ଦୀର୍ଘ ପାଣି ପାଇପ୍‌ଲାଇନ୍ ବିଛାଯିବ। ସେଥିପାଇଁ ଗୋଟିଏ ଇନ୍‌ ଟେକ୍ ଓ୍ବେଲ୍‌ […]

Read More Text.
Scb

ନାବାଳକକୁ ଗୁଳିମାଡ: କଟକ ସ୍ଥାନାନ୍ତର

ସମ୍ବଲପୁର: ସମ୍ବଲପୁର ସଦର ଥାନା ଅନ୍ତର୍ଗତ ମିର୍ଗା ମୁଣ୍ଡାରେ ଅଭାବନୀୟ ଘଟଣା ଘଟିଛି। ଦିବ୍ୟାଂଶୁ ପୁରୋହିତ ନିଜର ଏଆର ବନ୍ଧୁକରେ ଖେଳୁଥିବା ସମୟରେ ଭୁଲରେ ଗୁଳି ଚାଳନା ହୋଇଥିଲା। ନାବାଳକ ଛାତିରେ ଗୁଳି ବାଜିଥିଲା। ନାବାଳକ ଜଣକ ଭଡ଼ାରେ ରହୁଥିଲେ। ଗୁଳିବାଜିବା ପରେ ନାବାଳକଙ୍କୁ ପ୍ରଥମେ ବୁର୍ଲା ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ତାଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଅଭିଯୁକ୍ତକୁ ପୁଲିସ ଅଟକ ରଖିବା ସହିତ ଘରୁ କିଛି ସାମଗ୍ରୀ […]

Read More Text.
PURI INTERNATIONAL AIRPORT 2 1536x832 1 750x430

ପ୍ରସ୍ତାବିତ ପୁରୀ ବିମାନବନ୍ଦର ଅଞ୍ଚଳରେ ହେବନି ଅବୈଧ ନିର୍ମାଣ

ପୁରୀ: ପୁରୀରେ ପ୍ରସ୍ତାବିତ ବିମାନବନ୍ଦର ଅଞ୍ଚଳ ଚାରିପାଖେ ଯେଭଳି ମନମୁଖୀ ଭାବେ କୋଠାବାଡ଼ି ଓ ଉଚ୍ଚ ଅଟ୍ଟାଳିକା ଏବଂ ନିର୍ମାଣ ନ ହେବ, ସେଥିପାଇଁ ଏକ ସ୍ୱତନ୍ତ୍ର ସଂସ୍ଥା ଦ୍ୱାରା ସର୍ଭେ କରାଯିବ । ଏ ପ୍ରକଳ୍ପ ପାଇଁ ଜାଗା ଚିହ୍ନଟ ହୋଇସାରିବାରୁ ଏହା ଯେଭଳି ସଂରକ୍ଷିତ ରହିବ, ସେଥିପାଇଁ ଉଦ୍ୟମ ଆରମ୍ଭ ହୋଇଛି । ରାଜ୍ୟ ପରିବହନ ବିଭାଗ ଏ ନେଇ ଏକ ଟେଣ୍ଡର ଆହ୍ୱାନ କରିଛି । ଏହି ସ୍ଥାନଟି ବିମାନବନ୍ଦର ପାଇଁ ଚିହ୍ନଟ […]

Read More Text.