ସାଇକେଲରେ ଯାଇ ଲୋକଙ୍କ ଗୁହାରି ଶୁଣିଲେ ବିଡିଓ
ସୁବର୍ଣ୍ଣପୁର: ସାଇକେଲରେ ଯାଇ ଲୋକଙ୍କ ଗୁହାରି ଶୁଣିଲେ ବିଡିଓ । ଏକେଉଁ ମନଗଢା କାହାଣୀ କି ସିନେମାର ଦୃଶ୍ୟ ନୁହେଁ, ଜଣେ ମଣିଷ ଜୀବନର ବାସ୍ତବିକ ଘଟଣା । ଯାହାକି ମନକୁ ଛୁଇଁଲା ଭଳି କଥାଟିଏ । ଏ ସମାଜରେ ସଭିଏ ନିଜ ନିଜ କାମରେ ବ୍ୟସ୍ତ । କାହାକୁ କାହା କଥା ଭାବିବାକୁ ବି ସମୟ ନାହିଁ । କିନ୍ତୁ ଏହାରି ଭିତରେ ଜଣେ ବିଡିଓ କିଛି ଭିନ୍ନ କରି ଆଜି ବେଶ ଚର୍ଚ୍ଚାରେ ଅଛନ୍ତି । […]
Read More Text.