IMG 20260902 WA0272

ବାରିପଦା ସହରରେ ୩ଟି ପାନୀୟଜଳ କିଓସ୍କ ଉଦ୍‌ଘାଟିତ

ବିଶୁଦ୍ଧ ପାନୀୟଜଳ ଯୋଗାଣକୁ ରାଜ୍ୟ ସରକାରଙ୍କ ସର୍ବାଧିକ ଗୁରୁତ୍ୱ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ବାରିପଦା: ସହରବାସୀ ତଥା ଯାତାୟାତ କରୁଥିବା ଲୋକଙ୍କୁ ସହଜରେ ବିଶୁଦ୍ଧ ଓ ଗୁଣାତ୍ମକ ପାନୀୟଜଳ ଯୋଗାଇଦେବା ଉଦ୍ଦେଶ୍ୟରେ ସହରର ତିନୋଟି ପ୍ରମୁଖ ସ୍ଥାନରେ ପାନୀୟଜଳ କିଓସ୍କ ଉଦ୍‌ଘାଟିତ ହୋଇଛି । ଗୃହ ନିର୍ମାଣ ଓ ନଗର ଉନ୍ନୟନ ଏବଂ ସାଧାରଣ ଉଦ୍ୟୋଗ ବିଭାଗର ମନ୍ତ୍ରୀ ଡ଼ କୃଷ୍ଣଚନ୍ଦ୍ର ମହାପାତ୍ର ଯୋଗଦେଇ କିଓସ୍କଗୁଡ଼ିକୁ ଲୋକାର୍ପଣ କରିବା ସହ ନିଜେ ପାଣି ପିଇ ଏହାର ଶୁଭାରମ୍ଭ […]

Read More Text.
Ram mandir ceo

ଏୟାର ମାର୍ଶାଲ୍ ଜିତେନ୍ଦ୍ର ମିଶ୍ର ରାମ ମନ୍ଦିର ନୂଆ ସିଇଓ ମନୋନୀତ

ଉତ୍ତରପ୍ରଦେଶ: ଶ୍ରୀ ରାମ ମନ୍ଦିର ତୀର୍ଥ କ୍ଷେତ୍ର ଟ୍ରଷ୍ଟକୁ ଏହାର ପ୍ରଥମ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ମିଳିଛନ୍ତି । ସୂତ୍ର ଅନୁସାରେ, ଏୟାର ମାର୍ଶାଲ୍ ଜିତେନ୍ଦ୍ର ମିଶ୍ରଙ୍କ ନାମରେ ମୋହର ଲାଗିଛି । ଟ୍ରଷ୍ଟର ପ୍ରେସ୍ ସମ୍ମଳନୀରେ ଏନେଇ ଆନୁଷ୍ଠାନିକ ଘୋଷଣା କରାଯିବ । ଏୟାର ମାର୍ଶାଲ୍ ଜିତେନ୍ଦ୍ର ମିଶ୍ର ତାଙ୍କ ନିଯୁକ୍ତି ତାରିଖରୁ ତିନି ବର୍ଷ ପର୍ଯ୍ୟନ୍ତ CEO ପଦବୀରେ ରହିବେ । ଏୟାର ମାର୍ଶାଲ୍ ଜିତେନ୍ଦ୍ର ମିଶ୍ର ଭାରତୀୟ ବାୟୁସେନାରେ ୩୮ ବର୍ଷ ଧରି […]

Read More Text.
02bbs 48 02092026 112 2026 09 02 19 43

ଦିଶା ସାଲିଆନ ମୃତ୍ୟୁ ମାମଲାର ତଦନ୍ତ କରିବ ସିବିଆଇ

ନୂଆଦିଲ୍ଲୀ : ଦିଶା ସାଲିଆନ ମୃତ୍ୟୁ ମାମଲାର ତଦନ୍ତ କରିବ ସିବିଆଇ । ତଦନ୍ତରେ ମୁମ୍ବାଇ ପୋଲିସ ଅବହେଳା କରିଥିବା ଅଭିଯୋଗ ଆଣିଥିଲେ  ଦିଶାଙ୍କ ବାପା ।  ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ପୂର୍ବତନ ମ୍ୟାନେଜର ଦିଶା ସାଲିଆନଙ୍କ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ପାଇଁ ବମ୍ବେ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ତଦନ୍ତ ପାଇଁ  ଜଣେ ବରିଷ୍ଠ ସିବିଆଇ ଅଧିକାରୀଙ୍କୁ ତଦନ୍ତ ଭାର ଦିଆଯଇବାକୁ ମୁମ୍ୱାଇ ସିବିଆଇର  ଜଏଣ୍ଟ ଡାଇରେକ୍ଟରଙ୍କୁ  ନିର୍ଦ୍ଦେଶ ଦିଆଯାଇଛି  ଏବଂ ପ୍ରମାଣ […]

Read More Text.
8nadrrgk malaria 625x300 02 September

ମ୍ୟାଲେରିଆ ଔଷଧ ଖାଇ ଶିଶୁ ମୃତ: ୫୦ରୁ ଅଧିକ ଅସୁସ୍ଥ

ଅମରାବତୀ: ଆନ୍ଧ୍ରପ୍ରଦେଶର ପୋଲାଭରମ୍‌ ଅନ୍ତର୍ଗତ ଗୋଲ୍ଲାଗୁପ୍ପା ଗ୍ରାମରେ ମ୍ୟାଲେରିଆ ନିରୋଧକ ‘କ୍ଲୋରୋକ୍ୱିନ୍’ ବଟିକା ଖାଇବା ପରେ ଜଣେ ୭ ବର୍ଷୀୟ ସ୍କୁଲ ଛାତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ ୫୦ରୁ ଅଧିକ ଲୋକ ଗୁରୁତର ଅସୁସ୍ଥ ହୋଇପଡ଼ିଛନ୍ତି। ଅସୁସ୍ଥମାନଙ୍କ ମଧ୍ୟରେ ୪୦ରୁ ଅଧିକ ଛୋଟ ପିଲା ରହିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଗ୍ରାମରେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମ୍ୟାଲେରିଆ ପ୍ରତିଷେଧକ ଭାବେ ଗ୍ରାମବାସୀ ଓ ସ୍କୁଲ ପିଲାମାନଙ୍କୁ କ୍ଲୋରୋକ୍ୱିନ୍ ଔଷଧ ବଣ୍ଟାଯାଇଥିଲା। ଔଷଧ ସେବନର କିଛି ସମୟ ପରେ […]

Read More Text.
SC

ଓଡ଼ିଶା DGP ଚୟନକୁ ନେଇ ସସ୍ ପେନ୍ସ ଜାରି: ସେପ୍ଟେମ୍ବର ୭କୁ ଘୁଞ୍ଚିଲା ସୁପ୍ରିମକୋର୍ଟଙ୍କ ଶୁଣାଣି

ଭୁବନେଶ୍ବର: ଓଡ଼ିଶା DGP ଚୟନ ମାମଲା । ସେପ୍ଟେମ୍ବର ୭କୁ ଘୁଞ୍ଚିଲା ସୁପ୍ରିମକୋର୍ଟଙ୍କ ଶୁଣାଣି । ଆମିକସ କ୍ୟୁରି ଦାଖଲ କଲେ ରିପୋର୍ଟ । ନୂଆ ପୋଲିସ ମୁଖ୍ୟ ଚୟନ ଉପରେ ଜାରି ରହିଲା ସସ୍ ପେନ୍ସ । ଓଡ଼ିଶାର ପରବର୍ତ୍ତୀ ପୋଲିସ ମହାନିର୍ଦ୍ଦେଶକ ଚୟନକୁ ନେଇ ସସ୍ ପେନ୍ସ ଜାରି ରହିଛି । ଆଜି ସୁପ୍ରିମକୋର୍ଟରେ ମାମଲା ଉଠିଥିବା ବେଳେ ଶୁଣାଣିକୁ ସେପ୍ଟେମ୍ବର ୭କୁ ଘୁଞ୍ଚାଇ ଦିଆଯାଇଛି । ଏହାରି ମଧ୍ୟରେ ମାମଲାରେ ସୁପ୍ରିମକୋର୍ଟଙ୍କୁ ସହାୟତା […]

Read More Text.
Screenshot 2026 09 02 122135 750x430

କମିଲା PUCC ଜରିମାନା, ରାଜ୍ୟ ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର : ରାଜ୍ୟରେ କମିଲା PUCC ଫାଇନ୍ । ୧୦ ହଜାରରୁ ୬ ହଜାର ହେଲା PUCC ଜରିମାନା ଟଙ୍କା । ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ବଡ଼ ଘୋଷଣା । ପ୍ରଥମ ଥର ବାଇକ ନିୟମ ଭାଙ୍ଗିଲେ ୧ହଜାର ଟଙ୍କା ଫାଇନ ଦେବାକୁ ପଡ଼ିବ। ଦ୍ବିତୀୟ ଥର ନିୟମ ଭାଙ୍ଗିଲେ ୨ ହଜାର ଟଙ୍କା ଫାଇନ୍ ପଡ଼ିବ । ୪ ଚକିଆ ଯାନ ପାଇଁ ପ୍ରଥମ ଥର ୨ ହଜାର ଟଙ୍କା ଫାଇନ୍ […]

Read More Text.
Paradip accident

ଡ୍ରେନକୁ ଓଲଟି ପଡ଼ିଲା କାର୍, ଦମ୍ପତି ମୃତ

ପାରାଦୀପ : ଡ୍ରେନରେ ପଶିଗଲା କାର୍, ଦମ୍ପତି ମୃତ । ଅଣନିଶ୍ବାସୀ ହୋଇ ଚାଲିଗଲା ଦୁଇ ଜଣଙ୍କ ଜୀବନ। ମୃତକ ହେଲେ ପାରାଦୀପ ମେରାଇନ ବିଭାଗର ଅବସରପ୍ରାପ୍ତ ବିଭୁତି ଦାସ ଏବଂ ତାଙ୍କ ପତ୍ନୀ ପ୍ରତିମା ଦାସ। ଚଣ୍ଡିଖୋଲ-ପାରାଦୀପ ରାସ୍ତା ପାରାଦୀପଗଡ ବିଜୁ ପଟ୍ଟନାୟକ ମାର୍କେଟ କମ୍ପ୍ଲେକ୍ସ ନିକଟରେ ଦୁର୍ଘଟଣା ଘଟିଛି । ଗତକାଲି ବିଭୂତି ଏବଂ ତାଙ୍କ ପତ୍ନୀ କାରରେ ପାରାଦୀପ ଗଡ଼ରେ ଥିବା ତାଙ୍କ ସଡୁଙ୍କ ଘରକୁ ବୁଲିବାକୁ ଯାଇଥିଲେ। ବିଳମ୍ବିତ ରାତିରେ ଫେରୁଥିବା ସମୟରେ […]

Read More Text.
Vigilance 1 1

ଲାଞ୍ଚ ମାମଲାରେ ତତ୍କାଳୀନ ଇଲେକ୍ଟ୍ରିକାଲ ଜୁନିଅର ଇଞ୍ଜିନିଅର ନିର୍ଦ୍ଦୋଶରେ ଖଲାସ

ବାରିପଦା : ପ୍ରାପ୍ତ ତଥ୍ୟ ଅନୁଯାୟୀ 2020 ମସିହାରେ ମୟୁରଭଞ୍ଜ ଜିଲ୍ଲା କପ୍ତିପଦା ଇଲେକ୍ଟ୍ରିକାଲ ଜୁନିଅର ଇଞ୍ଜିନିଅର ଅସ୍ୱିନୀ କୁମାର ଦାସ ଅଧିକାରୀ ଅଭିଯୋଗକାରୀ ଶିଶିର କୁମାର ନାୟକ ଙ୍କ ଠାରୁ ପ୍ରତିମାସ ଗାଡିଭଡା ବାବଦକୁ 1300 ଟଙ୍କା ଲାଞ୍ଚ ମାଗିଥିଲେ l ଏ ବାବଦରେ ଅଭିଯୋଗକାରୀ ବାଲେଶ୍ଵର ଭିଜିଲାନ୍ସ ଏସ ପି ଙ୍କ ନିକଟରେ ଅଭିଯୋଗ କରିଥିଲେ l ଏ ବାବଦରେ ଭିଜିଲାନ୍ସ ରେ କେସ ନମ୍ବର 39/2020 ରେ ଏକ ମାମଲା ରୁଜୁ କରାଯାଇଥିଲା […]

Read More Text.
IMG 20260901 WA0236

 ବନ୍ୟା ପାଣିରେ ଭାସିଯାଇଥିବା ଖବରକାଗଜ ବିକ୍ରେତାଙ୍କ ମୃତଦେହ ଉଦ୍ଧାର

ବାରିପଦା : ଵିଜାତଳା ବ୍ଳକର ଜଣାଶୁଣା ଖବର କାଗଜ ବିକ୍ରେତା ସୃଷ୍ଟିଧର ଗିରି(୬୫)  ଗତକାଲି ଖବର କାଗଜ ବାଣ୍ଟିବାକୁ ଯାଉଥିବା ସମୟରେ ଆମଦାବେଡା – ନୁଆଗାଁ ପୋଲ ଉପରେ ପାରୋଉଥିବା ସମୟରେ ଉଛୁଳା ପାଣି ସୁଅରେ ଗତକାଲି ପୂର୍ବାହ୍ନ ୧୧ ଟା ପାଖାପାଖି ବେଳେ ଭାସି ଯାଇଥିଲେ ।ସ୍ଥାନୀୟ ଲୋକେ,ଅଗ୍ନିଶମ ବିଭାଗ ଏବଂ ପୋଲିସ ଖୋଜା ଖୋଜି କରି ନୟାନ୍ତ ହୋଇ ଯାଇଥିଲେ । ପରିବାରବର୍ଗ ଓ ଗ୍ରାମବାସୀ ,ସାମ୍ବାଦିକମାନେ ଚିନ୍ତିତ ଥିଲେ ।ଆଜି ପୁଣି ଅଗ୍ନିଶମ […]

Read More Text.

ଦ୍ୱାରଶୁଣୀ ଘାଟି ରାସ୍ତା କଟକଣା ଅବଧି ବୃଦ୍ଧି

ସେପ୍ଟେମ୍ବର ୩୦ ଯାଏଁ ପ୍ରତି ବୁଧବାରରୁ ଶନିବାର ପର୍ଯ୍ୟନ୍ତ ୧୧ରୁ ୪ଟା ଯାଏଁ ଯାତାୟତ ବନ୍ଦ ରହିବ ବାରିପଦା : ଦ୍ୱାରଶୁଣୀ ଘାଟି ମଧ୍ୟ ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର ସଂପ୍ରସାରଣ କାର୍ଯ୍ୟ ପାଇଁ କଟକଣା ଅବଧିକୁ ଚଳିତ ମାସ ସେପ୍ଟେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ନିମନ୍ତେ ଆବଶ୍ୟକ ହେଉଥିବା ପଥର ବିସ୍ଫୋରଣ କାର୍ଯ୍ୟ ପାଇଁ ସତର୍କତା ପଦକ୍ଷେପ ସ୍ଵରୁପ ଜିଲ୍ଳା ପ୍ରଶାସନ ପକ୍ଷରୁ ଏହି […]

Read More Text.