Screenshot 2025 12 24

‘ସରପଞ୍ଚଙ୍କ ପାଇଁ ନିହାତି ଆବଶ୍ୟକ ଓଡ଼ିଆ ଲେଖି ପଢ଼ି ଜାଣିବା’

କଟକ: ଏଣିକି ସରପଞ୍ଚ ହେଲେ ଓଡ଼ିଆ ଲେଖି ପଢ଼ି ଜାଣିବା ନିହାତି ଆବଶ୍ୟକ । ଏନେଇ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି ହାଇକୋର୍ଟ । କୋର୍ଟ କହିଛନ୍ତି ଯେ, ଗ୍ରାମ ପଞ୍ଚାୟତରେ ସରପଞ୍ଚ ଏକ ସର୍ବୋଚ୍ଚ ତଥା ଗୁରୁତ୍ୱପୂର୍ଣ୍ଣ ପଦବି । ସରପଞ୍ଚଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼େ । ଜଣେ ସରପଞ୍ଚ ଗ୍ରାମ ପଞ୍ଚାୟତର ମୁଖ୍ୟ ଭାବରେ ସନ୍ତୋଷଜନକ ଭାବେ କାର୍ଯ୍ୟ ତୁଲାଇବାକୁ ହେଲେ ଓଡ଼ିଆ ପଢ଼ିବା ଓ ଲେଖିବା ଦକ୍ଷତା ଅତ୍ୟନ୍ତ ଜରୁରୀ । […]

Read More Text.
Screenshot 2026 01 10

ରାଉରକେଲା ବିମାନ ଦୁର୍ଘଟଣା: ତଦନ୍ତ ପାଇଁ ପହଞ୍ଚିଲେ ୫ ଜଣିଆ ଟିମ୍

ରାଉରକେଲା: ରାଉରକେଲାରେ ଘରୋଇ ବିମାନ ଦୁର୍ଘଟଣାରେ ଗୁରୁତର ହୋଇଥିବା ଦୁଇ ଯାତ୍ରୀ ସ୍ବାମୀ-ସ୍ତ୍ରୀଙ୍କୁ ଅଧିକ ଚିକିତ୍ସା ପାଇଁ ମୁମ୍ବାଇକୁ ଏୟାରଲିଫ୍ଟ କରାଯାଇଛି। ସେମାନେ ହେଲେ ସୁନିଲ୍ ଅଗ୍ରଓ୍ବାଲ ଏବଂ ପତ୍ନୀ ସବିତା ଅଗ୍ରଓ୍ବାଲ । ବିମାନ ଦୁର୍ଘଟଣାରେ ସ୍ୱାମୀ-ସ୍ତ୍ରୀ ସମେତ ୬ ଜଣ ଗୁରୁତର ଥିଲେ । ବାକି ଅନ୍ୟ ୪ ଜଣଙ୍କୁ ରାଉରକେଲା ସ୍ଥିତ ଆଇଜିଏଚ୍‌ ମେଡିକାଲରେ ଚିକିତ୍ସା ଜାରି ରହିଛି । ସେମାନଙ୍କ ଚିକିତ୍ସା ପାଇଁ ଦୁଇଜଣ ବରିଷ୍ଠ ଡାକ୍ତଙ୍କୁ ରାଉରକେଲା ପଠା ଯାଇଛି […]

Read More Text.
Screenshot 2025 12 28 155502 747x430

ପୁଣି ଭାଇରାଲ ହେଲା ଆନନ୍ଦ ବଜାର ଫଟୋ; ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ପ୍ରଶ୍ନବାଚୀ

ପୁରୀ: ପୁଣି ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ । ସୋସିଆଲ ମିଡିଆରେ ଭାଇରାଲ ହେଲା ଶ୍ରୀମନ୍ଦିର ଭିତର ଫଟୋ । ଶ୍ରୀମନ୍ଦିର ଆନନ୍ଦ ବଜାର ଭାଇରାଲ ହୋଇଛି । ମୋହିତ ନାମକ ଜଣେ ବ୍ୟକ୍ତି ନିଜ ଇନଷ୍ଟାଗ୍ରାମ୍ ଆଇଡିରେ ଶ୍ରୀମନ୍ଦିର ଆନନ୍ଦ ବଜାର ଫଟୋ ଅପଲୋଡ଼ କରି ପ୍ରଘଟ କରିଥିବା ଜଣାପଡ଼ିଛି । ଫଟୋ ପ୍ରଘଟ ଘଟଣାକୁ ନେଇ ଜିଲା ଆରକ୍ଷୀ ଅଧୀକ୍ଷକ ପ୍ରତୀକ ସିଂ କହିଛନ୍ତି, ଘଟଣାର ତଦନ୍ତ କରାଯାଉଛି । ଶ୍ରୀମନ୍ଦିର ଆନନ୍ଦ […]

Read More Text.
OJEE Banner 750x411

ଜାନୁଆରୀ ୨୭ରୁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା-୨୦୨୬ ପାଇଁ ଆବେଦନ

ଭୁବନେଶ୍ୱର: ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୬ ବର୍ଷ ପାଇଁ କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ବିଭିନ୍ନ ପାଠ୍ୟକ୍ରମରେ ନାମଲେଖା ପ୍ରବେଶିକା ପରୀକ୍ଷା ନିମନ୍ତେ ଜାନୁଆରୀ ୨୭ ତାରିଖରୁ ବିଦ୍ୟାର୍ଥୀ ମାନେ ଅନ୍‌ଲାଇନରେ ଆବେଦନ କରିପାରିବେ । ମାର୍ଚ୍ଚ ୨୬ ଆବେଦନର ଶେଷ ତାରିଖ ରହିଛି । ମେ’ ୧୧ରୁ ୧୭ ପର୍ଯ୍ୟନ୍ତ ପରୀକ୍ଷା ହେବ। ମେ’ ୩୧ରେ ପରୀକ୍ଷା ଫଳ ପ୍ରକାଶ କରିବାକୁ ଲକ୍ଷ୍ୟ ରଖାଯାଇଛି । ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ଓଜେଇଇ ପକ୍ଷରୁ […]

Read More Text.
Cms grivance 750x430

୧୨ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ

ଭୁବନେଶ୍ବର: ଜାନୁଆରୀ ୧୨ ତାରିଖ ତଥା ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ l ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ଥିବାରୁ ଆସନ୍ତାକାଲି ଜନ ଅଭିଯୋଗ ଶୁଣାଣି ହେବନି l ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣ ମାଧ୍ୟମ ଜରିଆରେ ଜଣାଇ ଦିଆଯିବ । ଏନେଇ ସୂଚନା ଦେଇଛନ୍ତି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ l ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ସମାଧାନ ଅଧିବେଶନ ନାଗରିକମାନଙ୍କ ପାଇଁ ରାଜ୍ୟ ନେତୃତ୍ୱଙ୍କୁ […]

Read More Text.
Massive fire

ପ୍ରେମାନନ୍ଦ ମହାରାଜ ରହୁଥିବା ଫ୍ଲାଟରେ ଭୟଙ୍କର ଅଗ୍ନିକାଣ୍ଡ

ବୃନ୍ଦାବନ: ଶ୍ରୀକୃଷ୍ଣ ଶରଣମ୍ ସୋସାଇଟିର ଫ୍ଲାଟରେ ଅଗ୍ନିକାଣ୍ଡ ଘଟିଛି । ଯେଉଁଠାରେ ପ୍ରସିଦ୍ଧ ମଥୁରା-ବୃନ୍ଦାବନ ସନ୍ଥ ପ୍ରେମାନନ୍ଦ ମହାରାଜ ରହୁଥିଲେ । କିନ୍ତୁ ବର୍ତ୍ତମାନ ସେଠାରେ ପ୍ରେମାନନ୍ଦ ମହାରାଜ ରହୁନାହାଁନ୍ତି ବୋଲି ସୂଚନା ମିଳିଛି । ସୂଚନାନୁଯାୟୀ ଅଗ୍ନିକାଣ୍ଡ ଘଟିବା ପରେ ସ୍ଥାନୀୟ ଲୋକ ଭୟଭୀତ ହୋଇପଡିଥିଲେ।ଏବେ କିନ୍ତୁ ସେହି ଫ୍ଲାଟରେ ପ୍ରେମାନନ୍ଦ ମହାରାଜ ଜୀ ରହୁନାହାଁନ୍ତି । ସେ କେଲିକଞ୍ଜର ଏକ ଆଶ୍ରମରେ ରହୁଛନ୍ତି । ସୂଚନା ପାଇବା ମାତ୍ରେ ତୁରନ୍ତ ଘଟଣାସ୍ଥଳରେ ଦମକଳ ବାହିନୀ […]

Read More Text.
Prashant tamang death 2026 01 11 16 14

ପରଲୋକରେ ଇଣ୍ଡିଆନ୍ ଆଇଡଲ୍ ସିଜିନ୍-୩ ବିଜେତା

ନୂଆଦିଲ୍ଲୀ: ଗାୟକ ଏବଂ ଅଭିନେତା ପ୍ରଶାନ୍ତ ତମାଙ୍ଗଙ୍କର ୪୩ ବର୍ଷ ବୟସରେ ଦେହାନ୍ତ ହୋଇଛି। ଚଳଚ୍ଚିତ୍ର ନିର୍ମାତା ରାଜେଶ ଘଟାନି ତମାଙ୍ଗଙ୍କ ମୃତ୍ୟୁକୁ ନିଶ୍ଚିତ କରିଛନ୍ତି। ଦାର୍ଜିଲିଂର ଗାୟକ ମହେଶ ସେୱ ଏକ ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ ପ୍ରଶାନ୍ତଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଗାୟକ ମହେଶ ସେୱା କହିଛନ୍ତି, ଦିଲ୍ଲୀ ସ୍ଥିତି ବାସଭବନରେ ପ୍ରଶାନ୍ତ ତମାଙ୍ଗଙ୍କ ହୃଦଘାତରେ ପରଲୋକ ଘଟିଛି। ମହେଶ ରବିବାର ଏକ ଇନଷ୍ଟାଗ୍ରାମ ପୋଷ୍ଟରେ ପ୍ରଶାନ୍ତ ତମାଙ୍ଗଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ସେ ତାଙ୍କ […]

Read More Text.
IMG 20260110 WA0176

ପୂର୍ବତନ ସରପଞ୍ଚ ମୃତ୍ୟୁଞ୍ଜୟ ପତିଙ୍କ ପରଲୋକ

ବାରିପଦା : ଶୁଳିଆପଦାବ୍ଲକ ଅନ୍ତର୍ଗତ ଦେଉଳି ପଞ୍ଚାଯତ ବିଜୟ କୃଷ୍ଣ ଚନ୍ଦ୍ରପୁର ଅଞ୍ଚଳର ବିଶିଷ୍ଟ ରାଜନେତା ମୃତ୍ୟୁଞ୍ଜୟ ପତି ( ପାଗଲା ନନା ) ଙ୍କ ପରଲୋକ ଘଟିଛି । ସେ ଦେଉଳି ଗ୍ରାମ ପଞ୍ଚାୟତରେ ୧୯୮୫-୯୦ ମହିହା ପର୍ଯ୍ୟନ୍ତ ସରପଞ୍ଚ ଭାବେ ନିର୍ବାଚିତ ହୋଇଥିଲେ। ସେହି ସମୟରେ ବିଜୁ ପଟନାୟକଙ୍କ ନେତୃତ୍ବ ସମୟରେ ଜନତା ଦଳ ତରଫରୁ ବାରିପଦା ନିର୍ବାଚନ ମଣ୍ଡଳୀର ସଭାପତି ଭାବେ ଦାୟିତ୍ଵ ତୁଲାଇଥିଲେ । ପରବର୍ତ୍ତୀ ସମୟରେ ମୋରଡ଼ା ନିର୍ବାଚନ ମଣ୍ଡଳୀ […]

Read More Text.
IMG 20260110 WA0154

ଏକାଦଶ ବାର୍ଷିକୀ ରୟାଲସ ପ୍ରିମିୟର ଲିଗ; ଫାଇନାଲରେ ପରି ଚାଲେଞ୍ଜର ଓ ଭି ରୋର 

ବାରିପଦା : ଷ୍ଟେସନ ଆଥେଲେଟିକ ଆସୋସିଏସନ୍ , ଷ୍ଟେସନ ବଜାର, ବାରିପଦା  ଆନୁକୁଲ୍ୟରେ ଆୟୋଜିତ ଏକାଦଶ ବାର୍ଷିକ ରୟାଲ୍ସ୍ ପ୍ରିମୀୟର ଲିଗର ୮ମ ଦିନରେ ୩ଟି ମ୍ୟାଚ ଅନୁଷ୍ଠିତ ହୋଇଥିଲା I ମୁଖ୍ୟ ଅତିଥି ଭାବେ ବିଶିଷ୍ଟ କ୍ରୀଡା ସଂଗଠକ ସୌମ୍ୟ ସ୍ୱରୂପ ମହାପାତ୍ର ଯୋଗଦେଇ ଆଜିର ଖେଳକୁ ଉଦଘାଟନ କରିବା ସହ ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ I ଅନ୍ୟ ମାନଙ୍କ ମଧ୍ୟରେ ଲିଗର ସଭାପତି ସଞ୍ଜୀବ ଦ୍ବିବେଦୀ, ଷ୍ଟେସନ ଏଥଲେଟିକ ଏସୋସିଏସନର ଉପ ସଭାପତି […]

Read More Text.
IMG 20260110 WA0150

ଶହିଦ ଭବନର ନବୀକରଣ ପାଇଁ ଜିଲ୍ଲାପାଳଙ୍କୁ ଭେଟିଲେ ବାରିପଦା କଳାକାର ପରିବାର 

ବାରିପଦା : କଳା ସଂସ୍କୃତିର ପୀଠ ମୟୁରଭଞ୍ଜ ହୋଇଥିବା ବେଳେ ବାରିପଦା ସହିଦ ଭବନରେ ବର୍ଷତମାମ ବିଭିନ୍ନ ସାଂସ୍କୃତିକ ଅନୁଷ୍ଠାନ ଦ୍ୱାରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥାଏ I ମାତ୍ର ସହିଦ ଭବନରେ ଅତ୍ୟାଧୁନିକ ଆଲୋକ ଓ ଶବ୍ଦର ବ୍ୟବସ୍ଥା ନଥିବାରୁ କାର୍ଯ୍ୟକ୍ରମ ପରିବେଷଣରେ ଆୟୋଜକ ମାନେ ବହୁ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି I ବିଶେଷ କରି ନାଟକଟିଏ ମଞ୍ଚସ୍ଥ କରିବା ପାଇଁ ଏହା ଅଧିକ ବ୍ୟୟବହୁଳ ହୋଇପଡିଥାଏ I ଅନେକ ନାଟ୍ୟ ଅନୁଷ୍ଠାନ ରାଜ୍ୟ ତଥା ଜାତୀୟ […]

Read More Text.