Attack 1 1

ଭାଲୁ ଆକ୍ରମଣରେ ଦୁଇ ଭାଇ ଗୁରୁତର

କନ୍ଧମାଳ: ସକାଳୁ ସକାଳୁ ଜଙ୍ଗଲରୁ ଗାଁ ଭିତରକୁ ପଶି ଆସିଲା ଭାଲୁ l ପ୍ରଥମେ ଗାଈ ବଳଦକୁ ଆକ୍ରମଣ କରୁଥିଲା l ଠିକ୍ ଏତିକି ସମୟରେ ରୁଣ୍ଡ ହୋଇଗଲେ ଗାଁ ଲୋକେ l ଗାଁ ଲୋକଙ୍କ ପାଟି ଶୁଣି ଗାଈ ବଳଦଙ୍କ ନିକଟରୁ ପଳାଇବାକୁ ବାଟ ଖୋଜିଥିଲା ଭାଲୁ । ଭାଲୁ ଫେରି ଯାଉଥିଲା ହେଲେ ଦୁଭାର୍ଗ୍ୟକୁ କେନାଲ ପାଖରେ ଭାଲୁ ମୁହଁରେ ପଡିଗଲେ ଦୁଇ ଭାଇ l ଦୁଇ ସମ୍ପର୍କୀୟ ଭାଇ ସକାଳୁ ସକାଳୁ କେନାଲକୁ ଗାଧୋଇବାକୁ […]

Read More Text.
Untitled 2025 10 14 09 57 52

ପଶ୍ଚିମବଙ୍ଗ ଗଣଦୁଷ୍କର୍ମ ପୀଡ଼ିତାଙ୍କୁ ଭେଟିଲେ ରାଜ୍ୟପାଳ

ଦୁର୍ଗାପୁରରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କ ସହ ଗଣଦୁଷ୍କର୍ମ ଘଟଣାରେ ଚିନ୍ତା ପ୍ରକଟ କରିଛନ୍ତି ପଶ୍ଚିମବଙ୍ଗ ରାଜ୍ୟପାଳ ସି.ଭି. ଆନନ୍ଦ ବୋଷ। ଗତକାଲି ସେ ହସ୍ପିଟାଲକୁ ଯାଇ ପୀଡ଼ିତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ଡାକ୍ତରଙ୍କଠାରୁ  ପଚାରି ବୁଝିଥିଲେ ଏବଂ ତାଙ୍କ ପିତାମାତାଙ୍କୁ ଭେଟିଥିଲେ। ଏହାପରେ ପଶ୍ଚିମବଙ୍ଗ ରାଜ୍ୟପାଳ ସି.ଭି. ଆନନ୍ଦ ବୋଷ ଗଣମାଧ୍ୟମ ପ୍ରତିନିଧିଙ୍କୁ ଘଟଣା ଉପରେ ଚିନ୍ତା ପ୍ରକଟ କରି କହିଥିଲେ ଯେ ପଶ୍ଚିମବଙ୍ଗ ଆଉ ମହିଳାମାନଙ୍କ ପାଇଁ ସୁରକ୍ଷିତ ନୁହେଁ। ମହିଳାମାନଙ୍କ ପାଇଁ ପଶ୍ଚିମବଙ୍ଗକୁ ସୁରକ୍ଷିତ କରିବା […]

Read More Text.
Whatsapp image 2025 10 13 at 2.01.14 pm 1068x571

ହରିଣ ଛାଲ ଓ ମୟୂର ପକ୍ଷୀ ଜବତ: ଅବସରପ୍ରାପ୍ତ ବନପାଳ ଗିରଫ

ଦେବଗଡ଼ : ଦେବଗଡ ବନଖଣ୍ଡରେ ଅବସରପ୍ରାପ୍ତ ବନପାଳଙ୍କୁ ଗିରଫ କରିଛି ବନବିଭାଗ। ବାରକୋଟ ଥାନା ଅକ୍ଷରଶିଳା ଗ୍ରାମର ଅବସରପ୍ରାପ୍ତ ଫରେଷ୍ଟର କିଶୋରଚନ୍ଦ୍ର ପ୍ରଧାନଙ୍କୁ ଗିରଫ କରାଯାଇଛି। ଘରେ ଚିତ୍ତଲ ହରିଣ ଛାଲ ଏବଂ ମୟୂର ପକ୍ଷୀ ରଖିଥିବା ଅଭିଯୋଗରେ ଗିରଫ କରିବା ସହ  ୭୪୫ ଟି ମୟୂର ପକ୍ଷୀ ଏବଂ ଗୋଟିଏ ହରିଣ ଛାଲ ଜବତ ହୋଇଛି। ରବିବାର ବିଳମ୍ବିତ ରାତିରେ କିଶୋରଙ୍କ ଘରେ ବନବିଭାଗ ଚଢାଉ କରିଥିଲା। ଚାକିରି କାଳ ସମୟରେ ହରିଣ ଛାଲ ଏବଂ […]

Read More Text.
Crime branch

ଏସଆଇ ପରୀକ୍ଷା ଠକେଇ ମାମଲା, ଫେରାର ଅଭିଯୁକ୍ତ ବିରୋଧରେ ଲୁକଆଉଟ୍ ସର୍କୁଲାର ଜାରି

ଭୁବନେଶ୍ୱର:  ପୋଲିସ ସବ-ଇନ୍ସପେକ୍ଟର (SI) ନିଯୁକ୍ତି ଦୁର୍ନୀତିର ତଦନ୍ତକୁ ଜୋରଦାର କରିଛି ଓଡ଼ିଶା କ୍ରାଇମ୍ ବ୍ରାଞ୍ଚ । ପଳାତକ ଅଭିଯୁକ୍ତଙ୍କ ବିରୋଧରେ ଲୁକ୍ ଆଉଟ୍ ସର୍କୁଲାର ଜାରି କରିଥିବା ଜଣାପଡ଼ିଛି । ପଳାତକ ଅଭିଯୁକ୍ତଙ୍କ ବିରୋଧରେ ଲୁକ୍ ଆଉଟ୍ ସର୍କୁଲାର ଜାରି କରିବା ସହିତ, ପୋଲିସ ମୁଖ୍ୟ ଷଡ଼ଯନ୍ତ୍ରକାରୀ ଶଙ୍କର ପୃଷ୍ଟି ଏବଂ ମୁନା ମହାନ୍ତିଙ୍କ ସମେତ ୧୦ ଜଣ ଅଭିଯୁକ୍ତଙ୍କ ବ୍ୟାଙ୍କ ଆକାଉଣ୍ଟକୁ ମଧ୍ୟ ଫ୍ରିଜ୍ କରିଛି । କ୍ରାଇମ୍ ବ୍ରାଞ୍ଚର ସ୍ୱତନ୍ତ୍ର ଦଳ ଝାଡ଼ଖଣ୍ଡ ଏବଂ […]

Read More Text.
Rain 1 1

ପ୍ରବଳ ବର୍ଷାରେ ଉବୁଟୁବୁ ସୂର୍ଯ୍ୟ ମନ୍ଦିର, ପର୍ଯ୍ୟଟକ ହନ୍ତସନ୍ତ

ଭୁବନେଶ୍ବର: ଉବୁଟୁବୁ ସୂର୍ଯ୍ୟ ମନ୍ଦିର। ପୁରୀ ଜିଲ୍ଲାର କୋଣାର୍କ, ଗୋପ ଓ ନିମାପଡ଼ା ଅଞ୍ଚଳରେ ପ୍ରବଳ ଘଡଘଡି ସହ ବର୍ଷା ଲାଗି ରହିଛି । ବର୍ଷା ଯୋଗୁଁ ପର୍ଯ୍ୟଟକ ହନ୍ତସନ୍ତ । ପବନର ମାତ୍ରା ଅଧିକ ନାହଁ । ହେଲେ ପ୍ରାୟ ୧ ଏଣ୍ଟା ଧରି ବର୍ଷା ଲାଗି ରହିଥିଲା । ବର୍ଷା ଯୋଗୁଁ କୋଣାର୍କ ସୂର୍ଯ୍ୟ ମନ୍ଦିର ବୁଲିବାରେ ପର୍ଯ୍ୟଟକଙ୍କୁ ଅସୁବିଧା ହେଉଛି। ସେହିପରି ଉବୁଟୁବୁ ବଡ଼ଦାଣ୍ଡ। ପୁରୀରେ ଆଜି ସକାଳୁ ପ୍ରବଳ ବର୍ଷା ହୋଇଛି। କିଛି […]

Read More Text.
Eci 1716036910

ନୂଆପଡ଼ା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ; ଅକ୍ଟୋବର ୨୦ ସୁଦ୍ଧା ନାମାଙ୍କନ

ଭୁବନେଶ୍ୱର: ଆସନ୍ତା ନଭେମ୍ବର ୧୧ରେ ହେବାକୁ ଥିବା ନୂଆପଡ଼ା ଉପନିର୍ବାଚନ ପାଇଁ ଭାରତୀୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଗେଜେଟ୍‌ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁସାରେ ନିର୍ବାଚନ ପାଇଁ ନାମାଙ୍କନର ଶେଷ ତାରିଖ ଅକ୍ଟୋବର ୨୦ ଧାର୍ଯ୍ୟ ହୋଇଛି। ସେହିପରି ଅକ୍ଟୋବର ୨୨ରେ ନାମାଙ୍କନ ପତ୍ର ଯାଞ୍ଚ ହେବାକୁ ଥିବାବେଳେ ଅକ୍ଟୋବର ୨୪କୁ ନାମାଙ୍କନ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ଧାର୍ଯ୍ୟ କରାଯାଇଛି। ନଭେମ୍ବର ୧୧ ସକାଳ ୭ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଭୋଟଦାନ ପ୍ରକ୍ରିୟା […]

Read More Text.
Screenshot 2025 10 13 150949 e1760349699669

ଭୁବନେଶ୍ୱରରେ ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକଙ୍କୁ ଆକ୍ରମଣ

ଭୁବନେଶ୍ୱର: ଭୁବନେଶ୍ୱର ରେଳ ଷ୍ଟେସନ ନିକଟରେ ସୋମବାର ଦିନ କିଛି ଦୁର୍ବୃତ୍ତଙ୍କ ଆକ୍ରମଣରେ ଜଣେ ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ଗୁରୁତର ଆହତ ହୋଇଛନ୍ତି। ଶିକ୍ଷକ ଜଣକ ରାୟଗଡା ଜିଲ୍ଲାର ଦ୍ୱିତି ଚନ୍ଦ୍ର ସାହୁ ବୋଲି ଜଣାପଡିଛି। ଯାହାଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜାତୀୟ ଶିକ୍ଷକ ପୁରସ୍କାରରେ ସମ୍ମାନିତ କରିଥିଲେ। ସୂଚନା ଅନୁଯାୟୀ, ଦ୍ୱିତି ଚନ୍ଦ୍ର ଏକ ସରକାରୀ କାମ ପାଇଁ ଭୁବନେଶ୍ୱର ଆସିଥିଲେ। ସେ ରେଳ ଷ୍ଟେସନ ନିକଟରେ ଚାଲୁଥିବା ସମୟରେ କିଛି ଦୁର୍ବୃତ୍ତ ହଠାତ୍ ତାଙ୍କୁ […]

Read More Text.
Image 2025 10 13t145657.837

ପୁରୀ ଯିବା ରାସ୍ତାରେ ପଇଡ ପିଇ ବ୍ୟବସାୟୀଙ୍କ ସୁଖଦୁଃଖ ବୁଝିଲେ ମୁଖ୍ୟମନ୍ତ୍ରୀ

ପୁରୀ: ଆଜି ପୁରୀ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କେନ୍ଦ୍ରୀୟ ସଂସ୍କୃତ ବିଶ୍ୱ ବିଦ୍ୟାଳୟରେ ଆୟୋଜିତ ରାଷ୍ଟ୍ରୀୟ ଶିକ୍ଷାନୀତି ୨୦୨୦ ସନ୍ଦର୍ଭରେ, ଭାରତୀୟ ଜ୍ଞାନ ପରମ୍ପରା ସମ୍ପର୍କରେ ଆଲୋଚନା ଚକ୍ର କାର୍ଯ୍ୟକ୍ରମରେ ଯୋଗଦେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁରୀ ଗସ୍ତରେ ଅଛନ୍ତି । ଏହି ସମୟରେ ବାଟରେ କାଦୁଆ ଠାରେ ଅଟକି ଜଣେ ପଇଡ ବ୍ୟବସାୟୀଙ୍କ ଠାରୁ ପଇଡ କିଣି ପିଇଥିଲେ ଏବଂ ପଇଡ ବ୍ୟବସାୟୀ ଶ୍ରୀଧର ମହାପାତ୍ରଙ୍କ ସହିତ ଦୁଃଖ […]

Read More Text.
Olive ridley

ଆରମ୍ଭ ହେବ ଅଲିଭ ରିଡଲେଙ୍କ ଅଣ୍ଡାଦାନ ପ୍ରକ୍ରିୟା, ଧାମରା-ଗହୀରମଥାରେ ୭ ମାସ ମାଛଧରା ମନା

ଭଦ୍ରକ: ଆଉ କିଛି ଦିନ ପରେ ଭଦ୍ରକର ବଙ୍ଗୋପସାଗର ଗହୀରମଥା ଅଞ୍ଚଳରେ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ଭିଡ ଜମିବ । ଏନ୍ତୁଡ଼ିଶାଳଭାବେ ସମଗ୍ର ବିଶ୍ୱରେ ପ୍ରସିଦ୍ଧିଲାଭ କରିଥିବା ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ଅଲିଭ ରିଡଲେଙ୍କର ପ୍ରଜନନ ପ୍ରକ୍ରିୟା ଆରମ୍ଭ ହେବ । ଅଲିଭ ରିଡଲେର ସୁରକ୍ଷା ଓ ନିରାପଦ ପ୍ରଜନନ ପ୍ରକ୍ରିୟାକୁ ନଜରରେ ରଖି ଧାମରା ଠାରୁ ଗହୀରମଥା ଯାଏ ବନବିଭାଗ ତରଫରୁ ବ୍ୟାପକ କଟକଣା ବ୍ୟବସ୍ଥା କରାଯାଉଛି । ନଭେମ୍ବର ୧ ତାରିଖରୁ ମେ […]

Read More Text.
Aiims staffer 1061x675 1 750x430

AIIMS କର୍ମଚାରୀଙ୍କୁ ଗୁଳି କରି ହତ୍ୟା

ଭୁବନେଶ୍ବର: ରାଜଧାନୀରେ ଚାଞ୍ଚଲ୍ୟ। ଭୁବନେଶ୍ବର AIIMSର ଜଣେ ଆଉଟ ସୋର୍ସିଂ କର୍ମଚାରୀଙ୍କୁ ଗୁଳିମାଡ଼ ହୋଇଛି। ଡିଉଟିକୁ ଆସିବା ବେଳେ ଗୋଡ଼ାଇ ଗୋଡ଼ାଇ ଗୁଳି କଲେ ଦୁର୍ବୃତ୍ତ। ତିନି ରାଉଣ୍ଡ ଗୁଳି କରି ଫେରାର ହୋଇ ଯାଇଥିଲେ ଦୁର୍ବୃତ୍ତ। ଗୁରୁତର ଅବସ୍ଥାରେ ତାଙ୍କୁ AIIMS ରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ସକାଳୁ ସକାଳୁ ଏମ୍ସରୁ କାମସାରି ଫେରୁଥିଲେ ସୁଧାଂଶୁ। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ଗୁଳିମାଡ଼ ହୋଇଥିବା ସୂଚନା ରହିଛି। […]

Read More Text.