ଜିଲ୍ଲା ସ୍ତରୀୟ ପଲ୍ସ ପୋଲିଓ ଦିବସ-୨୦୨୫ ପାଳିତ
ଜିଲାରେ ଦୁଇ ଲକ୍ଷ ବାର ହଜାର ଶହେ ଅନେଶତ ଶିଶୁଙ୍କୁ ପୋଲିଓ ବୁନ୍ଦା ଖୁଆଇବା ଲକ୍ଷ୍ୟ ଧାର୍ଯ୍ୟ ବାରିପଦା : ଆଜି ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଆନୁକୂଲ୍ୟରେ ଦେବେନ୍ଦ୍ରପୁର ସ୍ଥିତ ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଜିଲ୍ଲା ସ୍ତରୀୟ ପଲ୍ସ ପୋଲିଓ ବୁନ୍ଦା ସେବନ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି।ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟ ଯୋଗ ଦେଇ ଏହାର ଶୁଭାରମ୍ଭ କରିଥିଲେ। ଏହି ଅବସରରେ ଜିଲ୍ଲାପାଳ କହିଥିଲେ ଯେ ଜିଲ୍ଳାରେ ଆଜି ଠାରୁ ୧୪ ତାରିଖ ପର୍ଯ୍ୟନ୍ତ […]
Read More Text.