ଟ୍ରକ୍ ଧକ୍କାରେ ଜଣେ ମୃତ, ୨ ଗୁରୁତର
କେନ୍ଦୁଝର : କେନ୍ଦୁଝରରେ ଟ୍ରକ୍ ଧକ୍କାରେ ବାପା ମୃତ,ଝିଅ ଓ ଦାଦା ଗୁରୁତର I ଆଜି ଦିନ ପ୍ରାୟ ୧୧ଟା ବେଳେ ସଦର ଥାନା ଉପର କୁସୁମିତା କଶିରାସାହିର ବିଦ୍ୟାଧର ନାଏକ ଝିଅକୁ ରାଇସୁଆଁ ଆବାସିକା ବିଦ୍ୟାଳୟରେ ଛାଡ଼ିବାକୁ ଘରୁ ଭାଇଙ୍କ ସହ ମୋଟର ସାଇକେଲରେ ଯାଇଥିଲେ । ପଦ୍ମପୁର ବଜାରରୁ ଝିଅ ପାଇଁ କିଛି ଜିନିଷ କିଣିବାକୁ ଆସୁଥିବା ବେଳେ ପଦ୍ମପୁର କଲେଜ ଛକ ନିକଟରେ ଏକ ୧୪ ଚକିଆ ଟ୍ରକ୍ ମୋଟର ସାଇକେଲକୁ ଧକ୍କା ଦେଇଥିଲା […]
Read More Text.