Mohan charan majhi 1068x556

ଇ-ଚାଲାଣ ୫୦% କୋହଳ କଲେ ସରକାର

ଭୁବନେଶ୍ବର: ଗାଡ଼ି ଚାଳନା ସମୟରେ ଆଇନ ଉଲ୍ଲଂଘନକାରୀଙ୍କ ପାଇଁ କଟାଯାଉଥିବା ଇ-ଚାଲାଣରେ କୋହଳ କରିଛନ୍ତି ରାଜ୍ୟ ସରକାର। ଇ-ଚାଲାଣରେ ସରକାର ଲାଗୁ କରୁଥିବା ଜରିମାନାରେ ୫୦ ପ୍ରତିଶତ କୋହଳ କରାଯାଇଛି। ଅର୍ଥାତ ଯେତିକି ପରିମାଣର ଇ-ଚାଲାଣ କଟିଛି ତାହାର ଅଧା ଅର୍ଥ ଫାଇନ ବାବଦରେ ଭରିବାକୁ ହେବ। ଯେଉଁ କ୍ଷେତ୍ରରେ ୫୦ ହଜାର ଟଙ୍କା ଫାଇନ କଟାଯାଇଥିବ ସେଠାରେ ୨୫ ହଜାର ଟଙ୍କା ଦେବାକୁ ପଡ଼ିବ। ସେହିପରି ୧୦ ହଜାର ବଦଳରେ ୫ ହଜାର ଏବଂ ୫ ହଜାର […]

Read More Text.
Adminitration 1068x601

ବାଲିଯାତ୍ରା ଉପର ପଡିଆରେ ସ୍ଥାନ ପାଇବ ସାଂସ୍କୃତିକ ଐତିହ୍ୟ

କଟକ: ଆସନ୍ତା ନଭେମ୍ବର ୫ ତାରିଖରୁ ୧୨ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଯାଉଥିବା ଐତିହାସିକ କଟକ ବାଲିଯାତ୍ରା-୨୦୨୫ରେ ଉପର ପଡିଆରେ କଟକ ସାଂସ୍କୃତିକ ଐତିହ୍ୟକୁ ସ୍ଥାନ ଦିଆଯିବ। କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ନିଷ୍ପତି ଗ୍ରହଣ କରାଯାଇଛି। ବିଶେଷକରି କଟକର ପାରମ୍ପରିକ ଖାଦ୍ୟ, ଦହିବରା ଆଳୁଦମ୍‌, ଠୁଙ୍କାପୁରୀ, ରୁପା ତାରକସି, ମାଟିରେ ତିଆରି ସାମଗ୍ରୀ ଓ ପାତ୍ର, ବାଉଁଶରୁ ତିଆରି ସାମଗ୍ରୀ, ଶିଙ୍ଗ କାମ, ଶିଳ, ଚକି ଓ ଅନ୍ୟାନ୍ୟ ହସ୍ତଶିଳ୍ପ ସାମଗ୍ରୀ ସମେତ […]

Read More Text.
Collector 1068x601

ନୂଆପଡା ଉପନିର୍ବାଚନ ପାଇଁ ପୁଲିସ-ମାଜିଷ୍ଟ୍ରେଟ ସମନ୍ଵୟ ବୈଠକ

ନୂଆପଡା: ଭାରତ ନିର୍ବାଚନ କମିଶନ ନୂଆପଡା ବିଧାନସଭା ଉପନିର୍ବାଚନ ପାଇଁ ତାରିଖ ଘୋଷଣା କରିବା ସହିତ ସମଗ୍ର ଜିଲ୍ଲାରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି। ଏହି  ସମୟରେ ନିଜ ନିଜର ଦାୟିତ୍ଵ ଓ କର୍ତ୍ତବ୍ୟ ସମ୍ବନ୍ଧରେ ଅବଗତ କରିବା ପାଇଁ  ଜିଲ୍ଲାପାଳ ମଧୂସୁଦନ ଦାଶଙ୍କ ଅଧ୍ୟକ୍ଷତାରେ ମୁଖ୍ୟାଳୟ ସମ୍ମିଳନୀ କକ୍ଷରେ ଶୁକ୍ରବାର ପୁଲିସ-ମାଜିଷ୍ଟ୍ରେଟ ସମନ୍ଵୟ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅମ୍ରିତ ପାଲ୍ ସିଂ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର […]

Read More Text.
Vigilance 1068x601

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ୨ ପୌର ଅଧିକାରୀ

ଜଳେଶ୍ଵର: ଲାଞ୍ଚ ନେଇ ଧରାପଡ଼ିଛନ୍ତି ଜଳେଶ୍ଵର ପୌର ପରିଷଦର ଦୁଇ ଜଣ ଅଧିକାରୀ। ସେମାନେ ହେଲେ ସହକାରୀ ପରିମଳ ତଥା ଏମଆଇଏସ ସଂଯୋଜକ ବ୍ରଜ ଗୋପାଳ ଘୋଷ ଏବଂ ପରିମଳ ବିଶେଷଜ୍ଞ ରତିକାନ୍ତ ପାତ୍ର। ବକେୟା ବିଲ୍‌ କ୍ଲିୟର କରିବା ଲାଗି ଜଣେ ଠିକାଦାରଙ୍କଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଶୁକ୍ରବାର ଭିଜିଲାନ୍ସ ଅଧିକାରୀମାନେ ପୂର୍ବ ଯୋଜନା ମୁତାବକ ସେମାନଙ୍କୁ ଧରିଛନ୍ତି। ସେମାନଙ୍କଠାରୁ ଲାଞ୍ଚ ଅର୍ଥ ଜବତ ହୋଇଛି। ଏହା ପରେ ଭିଜିଲାନ୍ସ ପକ୍ଷରୁ […]

Read More Text.
Kendujhar police 1068x601

ବ୍ୟାଙ୍କ ଡକାୟତି ଯୋଜନା ପଣ୍ଡ: ୯ ଜଣିଆ ଗ୍ୟାଙ୍ଗକୁ ଧରିଲା ପୁଲିସ

କେନ୍ଦୁଝର: ଏକ ବ୍ୟାଙ୍କରେ ଡକାୟତି ଯୋଜନାକୁ ପଣ୍ଡ କରିଛି କେନ୍ଦୁଝର ଟାଉନ ଥାନା ପୁଲିସ। ବ୍ୟାଙ୍କ ଅଫ୍‌ ଇଣ୍ଡିଆରେ ଡକାୟତି କରିବା ଲାଗି ଗ୍ୟାଙ୍ଗ ସଦସ୍ୟମାନେ ଯୋଜନା କରୁଥିବା ସମୟରେ ପୁଲିସ ଚଢ଼ାଉ କରି ୯ଜଣଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ମଧ୍ୟ ଜବତ ହୋଇଛି। ସୂଚନା ଅନୁସାରେ, ଟାଉନ ଥାନା ଅନ୍ତର୍ଗତ ନାରଣପୁରର ଘଡ଼ଘଡ଼ି ମନ୍ଦିର ନିକଟରେ ଥିବା ଏକ ପରିତ୍ୟକ୍ତ ଘରେ ଏହି ଗ୍ୟାଙ୍ଗର ସଦସ୍ୟମାନେ ଏକାଠି ହୋଇ ବ୍ୟାଙ୍କ ଲୁଟ୍ […]

Read More Text.
Naveen 3

ଦିଲ୍ଲୀରୁ ଫେରିଲେ ନବୀନ, ଖୁବଶୀଘ୍ର ନୂଆପଡ଼ା ପାଇଁ ପ୍ରାର୍ଥୀ ଘୋଷଣା କରିପାରେ ଦଳ

ଭୁବନେଶ୍ୱର : ଓଡ଼ିଶା ଫେରିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ।  ସେପ୍ଟେମ୍ବର ୭ ତାରିଖରେ ଦିଲ୍ଲୀ ଯାଇଥିଲେ ନବୀନ।  ଦିଲ୍ଲୀରେ ୩୨ ଦିନ ରହିବା ପରେ ଓଡ଼ିଶା ଫେରିଛନ୍ତି ।  ବିଭିନ୍ନ ସାମାଜିକ ଓ ବ୍ୟକ୍ତିଗତ କାର୍ଯ୍ୟକ୍ରମ ପାଇଁ ଦିଲ୍ଲୀ ଗସ୍ତରେ ଥିଲେ ନବୀନ। ତାଙ୍କୁ ସ୍ବାଗତ କଲେ ଦଳୀୟ ନେତା ଓ କର୍ମୀ । ସୂଚନାଯୋଗ୍ୟ : ୯ ତାରିଖରେ ଉପରାଷ୍ଟ୍ରପତି ନିର୍ବାଚନ ଥିବାବେଳେ ନବୀନଙ୍କ ଦିଲ୍ଲୀ ଗସ୍ତ ନେଇ ଚର୍ଚ୍ଚା ବଢିଥିଲା । […]

Read More Text.
Vigilance 1

୨୦ ହଜାର ଟଙ୍କା ଲାଞ୍ଚ ନେଇ ମହାକାଳପଡ଼ା ତହସିଲଦାର ଗିରଫ

ମହାକାଳପଡ଼ା : ମହାକାଳପଡ଼ା ତହସିଲଦାର ଗିରଫ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରିଫ କଲା ଭିଜିଲାନ୍ସ । କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ତହସିଲ୍ ଶିବ ମଲ୍ଲିକକୁ ଗିରଫ କରିଛି ଭିଜିଲାନ୍ସ । ଚଢ଼ାଉ ବେଳେ ୪ଟି ବିଲଡିଂ, ୭ ଦାମୀ ପ୍ଲଟ, ୧୮ ଲକ୍ଷ ଟଙ୍କା ବ୍ୟାଙ୍କ ଜମା ଟଙ୍କା ସହ ପ୍ରାୟ ଦେଢ଼ ଲକ୍ଷ ଟଙ୍କାର କ୍ୟାସ୍ ଠାବ କରିଛି ଭିଜିଲାନ୍ସ । ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ିବସିଲା ଭିଜିଲାନ୍ସ […]

Read More Text.
Murder 1

ଜମି ବିବାଦ: ଭାଇ ନେଲା ଭାଇର ଜୀବନ

କେନ୍ଦୁଝର: ଜମି ଲୋଭ ପାଇଁ ଅପରାଧ । ରାଗ ଆଗରେ ଫିକା ପଡ଼ିଲା ରକ୍ତ ସମ୍ପର୍କ । ଉଗ୍ରରୂପ ନେଲା ଜମି ବିବାଦ । ଭାଇର ଜୀବନ ନେଲା ଭାଇ । ବାପାଙ୍କ ପରେ ବଡ଼ ଭାଇ ହିଁ ସାନ ଭାଇର ସାହାର ସାଜେ । ସୁଖ ଦୁଃଖରେ ଭାଇ ସାଙ୍ଗରେ ଥିଲେ ମନୋବଳ ଦ୍ରୁଢ଼ ହୁଏ । କିନ୍ତୁ ଭାଇ ଯଦି ବଇରୀ ସାଜିବ ତେବେ କାହା ଉପରେ ବା ଭରସା କରିହେବ । ଆମେ […]

Read More Text.
Elephant 1

ଖାଦ୍ୟ ଅନ୍ବେଷଣରେ ଗାଁ ମୁହାଁ ହାତୀପଲ, ଶହଶହ ହେକ୍ଟର ଧାନ ଗଛ କଲେ ନଷ୍ଟ

ଅନୁଗୁଳ: ଜଙ୍ଗଲ ଛାଡ଼ି ଗାଁ ମୁହାଁ ହାତୀପଲ । ଅନୁଗୁଳରେ ହାତୀପଲଙ୍କ ଉତ୍ପାତ । ହାତୀପଲଙ୍କୁ ଦେଖି ଭୟଭୀତ ଲୋକେ । ଅନୁଗୁଳ ଜିଲ୍ଲା ନୂଆ ସାହି, କାଙ୍ଗୁଲା ଓ ଗୋପୀନାଥପୁର ଅଞ୍ଚଳରେ ହାତୀପଲ ବ୍ୟାପକ ଫସଲ ନଷ୍ଟ କରିଛନ୍ତି । ଶହଶହ ହେକ୍ଟର ଧାନ ଗଛ ଦଳିଚକଟି କରି ଧାନ ଫସଲ କ୍ଷୟକ୍ଷତି କରିଛନ୍ତି। ଖାଦ୍ୟ ଅନ୍ବେଷଣରେ ଜଙ୍ଗଲ ଛାଡ଼ି ଗାଁ ମୁହାଁ ହୋଇଛନ୍ତି ହାତୀପଲ। ଗତକାଲି ରାତି ୧୦ଟା ସମୟରେ ପ୍ରାୟ ୪୦ରୁ ଅଧିକ ହାତୀ […]

Read More Text.
Bbsr b 2

ଫ୍ଲାଟ୍ କିଣାବିକା ନାଁରେ ମହିଳାଙ୍କୁ ଦୁଷ୍କର୍ମ, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର : ଫ୍ଲାଟ୍ କିଣାବିକା ନାଁରେ ମହିଳାଙ୍କୁ ଦୁଷ୍କର୍ମ । ଭୁବନେଶ୍ବର ବରମୁଣ୍ଡା ବସଷ୍ଟାଣ୍ଡରୁ ଅଭିଯୁକ୍ତ ମାନସ ରଞ୍ଜନ ଦାସକୁ ଗିରଫ କଲା ପୋଲିସ । ଜୁଲାଇ ୧୦ ତାରିଖରେ ମହିଳାଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା । ଏକୁଟିଆର ସୁଯୋଗ ନେଇ ତାଙ୍କୁ ଭରତପୁରସ୍ଥିତ ଫ୍ଲାଟରେ ଦୁଷ୍କର୍ମ କରିଥିଲେ । ଏନେଇ ପିଡ଼ୀତା ଭରତପୁର ଥାନାରେ ଭିଯୋଗ କରିଥିଲେ । ସେବେଠୁ ଫେରାର ଥିଲେ ମାନସ ଦାସ । ରାଜ୍ୟ ବାହାରକୁ ଖସି ପଳାଇବାକୁ ଚେଷ୍ଟା କରୁଥିବାବେଳେ […]

Read More Text.